ଷ୍ଟାର୍କଙ୍କ ସ୍ବତନ୍ତ୍ର ରେକର୍ଡ

ଲଡର୍‌ସ,୩୦।୬- ମିଚେଲ ଷ୍ଟାର୍କଙ୍କ ଘାତକ ବୋଲିଂ ଯୋଗୁ ଅଷ୍ଟ୍ରେଲିଆ ଦଳ ଆଇକନିକ ଗ୍ରାଉଣ୍ଡରେ ଚିରପ୍ରତିଦ୍ୱନ୍ଦ୍ୱୀ ନ୍ୟୁଜିଲାଣ୍ଡକୁ ୮୬ ରନ୍‌ର ବୃହତ୍‌ ବ୍ୟବଧାନରେ ହରାଇ ଦେଇଛି। ମ୍ୟାଚ୍‌ରେ ୫ ଉଇକେଟ ନେବା ସହ ଷ୍ଟାର୍କ ସ୍ବତନ୍ତ୍ର ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ବିଶ୍ୱକପ୍‌ ଇତିହାସରେ ପ୍ରଥମ ବୋଲର ଭାବେ ୩ଥର ଗୋଟିଏ ଇନିଂସ୍‌ରେ ୫ ଉଇକେଟ ନେବାର ସଫଳତା ପାଇଛନ୍ତି। ୨୦୧୫ ବିଶ୍ୱକପ୍‌ରେ ଷ୍ଟାର୍କ ଅକ୍‌ଲାଣ୍ଡଠାରେ ନ୍ୟୁଜିଲାଣ୍ଡ ବିପକ୍ଷ ଲିଗ୍‌ ମ୍ୟାଚ୍‌ରେ ୬ ଉଇକେଟ ନେଇଥିଲେ। ବିଶ୍ୱକପ୍‌ ଇତିହାସରେ ଏକ ନିର୍ଦ୍ଧିଷ୍ଟ ଦଳ ବିପକ୍ଷରେ ଦୁଇ ଥର ୫ ଉଇକେଟ ନେବାରେ ଷ୍ଟାର୍କ ଏକମାତ୍ର ବୋଲର। ଚଳିତ ବିଶ୍ୱକପ୍‌ରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ୫ ଉଇକେଟ ନେଇଥିଲେ। ଏଥିସହ ୨୪ ଉଇକେଟ ସହ ଷ୍ଟାର୍କ ଚଳିତ ବିଶ୍ୱକପ୍‌ରେ ସର୍ବାଧିକ ଉଇକେଟ ନେଇଥିବା ବୋଲର ହୋଇ ରହିଛନ୍ତି। ବିଶ୍ୱକପ୍‌ର ଦୁଇଟି ସଂସ୍କରଣରେ ସେ ମୋଟ ୪୬ ଉଇକେଟ ନେଇସାରିଛନ୍ତି। ଉଲ୍ଲେଖଥାଉ କି, ଅଷ୍ଟ୍ରେଲିଆ ପକ୍ଷରୁ ଧାର୍ଯ୍ୟ ୨୪୪ ରନ୍‌ର ବିଜୟ ଲକ୍ଷ୍ୟ ଆଗରେ ନ୍ୟୁଜିଲାଣ୍ଡ ୧୫୭ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିରାଟ-ଅନୁଷ୍କାଙ୍କ ହେବ ଝିଅ!

ଭାରତୀୟ କ୍ରିକେଟ୍‌ ଦଳର ଅଧିନାୟକ ବିରାଟ କୋହଲି ଏବଂ ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମା ନୂଆବର୍ଷ ଏକ ଖୁସି ନେଇ ଆସିବ। କାରଣ ଖୁବ୍‌ଶୀଘ୍ର ଉଭୟ...

ସଚିନ ଆଉଟ୍‌ ହେବା ପରେ ‘ଦେବଦାସ’ ଫିଲ୍ମ ଦେଖିବାକୁ ଚାଲି ଯାଇଥିଲେ ଏହି କ୍ରିକେଟରଙ୍କ ମା’ବାପା; ପୁଅଙ୍କ ଖେଳ ଦେଖି ନ ଥିଲେ

ନୂଆଦିଲ୍ଲୀ,୧୫।୯: ବିସିସିଆଇ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲୀଙ୍କ ଅଧିନାୟକତ୍ୱରେ ଖେଳାଯାଇଥିବା ନେଟଓ୍ବେଷ୍ଟ ଟ୍ରଫିକୁ ଆଜି ବି ଲୋକେ ମନେ ପକାନ୍ତି। ଭାରତୀୟ ଟିମ୍‌ ଅନେକ ଫାଇନାଲ ହାରିବା...

ନାମ ଘୋଷଣା କଲା ଲକ୍ଷ୍ନୌ ଫ୍ରାଞ୍ଚାଇଜ

ଲକ୍ଷ୍ନୌ,୨୪।୧: ଚଳିତ ବର୍ଷ ଆଇପିଏଲରେ ନୂଆ କରି ସାମିଲ ହେବାକୁ ଯାଉଥିବା ଲକ୍ଷ୍ନୌ ଫ୍ରାଞ୍ଚାଇଜ ସୋମବାର ଦଳର ନାମ ଘୋଷଣା କରିଛି। ଆଇପିଏଲରେ ଏହି ଦଳ...

ଟୋକିଓ ଅଲିମ୍ପିକ୍ସ: ମାରିଙ୍କ ବଦଳରେ ଜଣେ ମହିଳାଙ୍କୁ ଦାୟିତ୍ୱ ଦିଆଯାଇପାରେ

ଟୋକିଓ,୧୭।୨(ଏପି): ଟୋକିଓ ଅଲିମ୍ପିକ ଆୟୋଜକ କମିଟି ଅଧ୍ୟକ୍ଷ ଭାବେ ୟୋଶିରୋ ମୋରିଙ୍କ ସ୍ଥାନରେ ଜଣେ ମହିଳାଙ୍କୁ ଦାୟିତ୍ୱ ଦିଆଯିବାର ସମ୍ଭାବନା ସୃଷ୍ଟି ହୋଇଛି। ୮୩ ବର୍ଷୀୟ...

ପୂର୍ବତନ ବିଚାରପତି ନାଗେଶ୍ୱରଙ୍କୁ ନିଯୁକ୍ତି

ନୂଆଦିଲ୍ଲୀ, ୨୩ା୯ (ପି.ଟି.):ଭାରତୀୟ ଅଲିମ୍ପିକ ଆସୋସିଏଶନ (ଆଇଓଏ)ର ସମ୍ବିଧାନ ସଂଶୋଧନ ଓ ଇଲେକ୍ଟୋରାଲ କଲେଜ ପ୍ରସ୍ତୁତ କରିବା ଲାଗି ସୁପ୍ରିମକୋର୍ଟ ଗୁରୁବାର ସର୍ବୋଚ୍ଚ ନ୍ୟାୟାଳୟର ପୂର୍ବତନ...

ୟୁରୋପିଆନ ମାଷ୍ଟର୍ସ ଗେମ୍ସରେ ପାର୍ବତୀଙ୍କୁ ବ୍ରୋଞ୍ଜ

କଟକ ଅଫିସ,୩୧ା୭-ଇଟାଲୀର ଟୋରିନୋ ସହରରେ ଚାଲିଥିବା ୟୁରୋପିଆନ ମାଷ୍ଟର୍ସ ଗେମ୍ସରେ ଅନ୍ତର୍ଜାତୀୟ ଆଥଲେଟ୍‌ ପାର୍ବତୀ ସେଠୀ ବ୍ରୋଞ୍ଜ ପଦକ ବିଜୟୀ ହୋଇଛନ୍ତି । ମଙ୍ଗଳବାର ଅନୁଷ୍ଠିତ...

ଆହତ ସମସ୍ୟାରୁ ମୁକ୍ତ ହେଲେ ଷ୍ଟୋଇନିସ

ନଟିଂହାମ,୧୯।୬(ପିଟି)- ଅଲରାଉଣ୍ଡର ମାର୍କସ ଷ୍ଟୋଇନିସ ଏବେ ସମ୍ପୂର୍ଣ୍ଣ ଫିଟ୍‌। ଫଳରେ ଅଷ୍ଟ୍ରେଲିଆ ଦଳକୁ ବଡ଼ ଆଶ୍ୱସ୍ତି ମିଳିଛି। ସେ ଦଳ ପାଇଁ ବଳକା ଥିବା ମ୍ୟାଚ୍‌ଗୁଡ଼ିକରେ...

ଟସ୍‌ ଜିତିଲା ରାଜସ୍ଥାନ ରୟାଲ୍ସ

ପୁଣେ,୧୫।୫: ଆଇପିଏଲ ୨୦୨୨ରେ ଆଉ ଅଳ୍ପ କିଛି ଲିଗ ମ୍ୟାଚ ବାକି ଅଛି। ପ୍ଲେ ଅଫ ପାଇଁ ରେସ୍‌ ମଧ୍ୟ ରୋଚକ ସ୍ଥିତିରେ ପହଞ୍ଚିଛି। ଏହି...

Advertisement
Archives

Model This Week