Posted inଜାତୀୟ

ଷ୍ଟେଶନ୍‌ରେ ଏକ୍‌ ପ୍ୟାର୍‌ କା ନଗ୍‌ମା ହୈ ଗୀତ ଗାଉଥିବା ମହିଳାଙ୍କ ଭିଡ଼ିଓ ସୋସିଆଲ ମିଡ଼ିଆରେ ଭାଇରାଲ: ଦେଖିଲେଣି ୨ ନିୟୁତରୁ ଅଧିକ ଲୋକ

କୋଲକାତା,୧।୮: ପଶ୍ଚିମବଙ୍ଗର ଜଣେ ମହିଳା ଏବେ ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛନ୍ତି। ମହିଳା ଜଣକ ଷ୍ଟେଶନ୍‌ରେ ବସି ଲତା ମଙ୍ଗେସକରଙ୍କ ଦ୍ୱାରା ୧୯୭୨ରେ ଶୋର୍‌ ଦିନ୍ଦୀ ଫିଲ୍ମର ଗୀତ ଏକ୍‌ ପ୍ୟାର୍‌ କା ନଗ୍‌ମା ହୈ ଗୀତ ଗାଉଥିବାର ଦୃଶ୍ୟ ଭିଡ଼ିଓରେ ରହିଛି। ଏହା ରବିବାର ଅପଲୋଡ୍‌ ହୋଇଥିବାବେଳେ ବର୍ତ୍ତମାନ ସୁଦ୍ଧା ଏହାକୁ ୨ ନିୟୁତରୁ ଅଧିକ ଲୋକ ଦେଖିସାରିଥିବା କୁହାଯାଉଛି। ଭିଡ଼ିଓ ରାଣାଘାଟ ରେଳ ଷ୍ଟେଶନରେ ଶୁଟିଂ କରାଯାଇଛି। ଏହାକୁ ବାରପେଟା ଟାଉନ୍‌-ଦି ପ୍ଲେସ୍‌ ଅଫ୍‌ ପିସ୍‌ ପେଜ୍‌ ଦ୍ୱାରା ଅପଲୋଡ୍‌ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁରକ୍ଷାକର୍ମୀ ଭୁଲିଗଲେ ମାନବିକତା: ହସ୍ପିଟାଲରେ ଅତି ନିର୍ମମ ଭାବେ ପିଟିଲେ ବୃଦ୍ଧାଙ୍କୁ

ପ୍ରୟାଗରାଜ,୮।୮: ଉତ୍ତରପ୍ରଦେଶର ପ୍ରୟାଗରାଜରୁ ମନକୁ ଦୋହଲାଇ ଦେବା ଭଳି ଏକ ଭିଡିଓ ସାମ୍ନାକୁ ଆସିଛି। ସେଠାକାର ଏସ୍‌ଆର୍‌ଏନ୍‌ ହସ୍ପିଟାଲରେ ସୁରକ୍ଷାକର୍ମୀ ଭାବେ କାମ କରୁଥିବା ଜଣେ...

ବର୍ବର ତାଲିବାନ୍‌, ବିବ୍ରତ ଆଫଗାନ୍‌

କାବୁଲ/ଓ୍ବାଶିଂଟନ/ ନୂଆଦିଲ୍ଲୀ,୨୧।୮: ଅଗଷ୍ଟ ୧୫ରେ କାବୁଲ ଦଖଲ ପରଠାରୁ ତାଲିବାନ୍‌ ଆଫଗାନ୍‌ ଜାତୀୟ ପତାକାକୁ ଅଚଳ କରିଦେଇଛି। ହେଲେ ୧ଫ ତାରିଖରେ ୧୦୨ତମ ସ୍ବାଧୀନତା ଦିବସ...

ଅଗ୍ନିକାଣ୍ଡରେ ୪ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ଦିଲ୍ଲୀର ପୁରୁଣା ସୀମାପୁରୀ ଅଞ୍ଚଳରେ ଆଜି ଭୋରରେ ଭୟାନକ ଅଘଟଣା ଘଟିଛି। ଏକ ତିନି ମହଲା କୋଠାରେ ନିଆଁ ଲାଗି ୪ ଜଣଙ୍କର ମୃତ୍ୟୁ...

ସ୍ତ୍ରୀଙ୍କୁ ଗୁଳି ମାରିଲେ କଂଗ୍ରେସ ନେତା

ଗ୍ବାଲିୟର, ୬।୬: ମଧ୍ୟପ୍ରଦେଶର ଜଣେ କଂଗ୍ରେସ ନେତା ସ୍ତ୍ରୀଙ୍କୁ ଗୁଳିକରି ହତ୍ୟା କରିଥିବା ଅଭିଯୋଗ ହୋଇଛି। ରବିବାର ରାତି ୨.୩୦ ସମୟରେ ସ୍ତ୍ରୀଙ୍କୁ ହତ୍ୟାକରି ସେ...

ସନ୍ଦିଗ୍ଧ ବ୍ୟାଗ୍‌ରୁ ୪ ଗ୍ରେନେଡ୍‌ ଜବତ…

ଶ୍ରୀନଗର,୧୩।୯: ଜମ୍ମୁ-କଶ୍ମୀରର ଶ୍ରୀନଗରରୁ ଏକ ସନ୍ଦିଗ୍ଧ ବ୍ୟାଗ୍‌ରୁ ୪ ଗ୍ରେନେଡ୍‌ ଜବତ ହୋଇଛି। ସିଆର୍‌ପିଏଫ୍‌ ଟିମ୍‌ ପକ୍ଷରୁ ସ୍ଥାନୀୟ ବେମିନା ଅଞ୍ଚଳରେ ଥିବା ଏକ ପବ୍ଲିକ୍‌...

‘ତାଳି ନ ବଜାଇ ଆର୍ଥିକ ପ୍ୟାକେଜ୍‌ର ଘୋଷଣା କରନ୍ତୁ ସରକାର’: ରାହୁଲ

ନୂଆଦିଲ୍ଲୀ,୨୧।୩: କରୋନା ଭାଇରସ କବଳରେ ଏବେ ସାରା ବିଶ୍ୱ। ଭାରତରେ ମଧ୍ୟ କରୋନାର ପ୍ରଭାବ କିଛି କମ୍‌ ନାହିଁ। ଏବେ ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା...

ହିଜାବ୍‌ ପରେ ବାଇବେଲ ବିବାଦ…

ବେଙ୍ଗାଲୁରୁ, ୨୫।୪ : କର୍ନାଟକରେ ହିଜାବ ପରେ ଏବେ ବାଇବଲ ବିବାଦ ଆରମ୍ଭ ହୋଇଛି। ବେଙ୍ଗାଲୁରୁର ଏକ ବିଦ୍ୟାଳୟ ଅଭିଭାବକମାନଙ୍କୁ ପଚାରିଛି ଯେ ପିଲାମାନେ ବିଦ୍ୟାଳୟରେ...

ଡିଜେ ଜେନେରେଟରରୁ ଲାଗିଲା କରେଣ୍ଟ: ୧୦ କାଉଡିଆ ମୃତ

କୋଲକାତା,୧ ।୮: ପଶ୍ଚିମବଙ୍ଗର କୁଚବିହାରରେ ରବିବାର ବିଳମ୍ବିତ ରାତିରେ ଏକ ବଡ ଦୁର୍ଘଟଣା ଘଟିଛି । ଏଠାରେ ଜଳଲାଗି କରିବାକୁ ଯାଉଥିବା ୧୦ ଶିବଭକ୍ତ(କାଉଡିଆ)ଙ୍କର କରେଣ୍ଟ...

Advertisement
Archives

Model This Week