ଷ୍ଟୋଭ୍‌ ଫାଟି ଜଣେ ମୃତ, ଜଣେ ଗୁରୁତର

ମହାକାଳପଡ଼ା,୧।୯(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ଜମ୍ବୁ ମେରାଇନ୍‌ ଥାନା ଅଞ୍ଚଳର ଖରିନାସୀ ଗାଁରେ ରବିବାର ସକାଳେ ଏକ ଅଘଟଣ ଘଟିଛି। ଏଠାକାର ମେରାଇନ୍‌ ବୋଟ୍‌ର ୨ କର୍ମଚାରୀ ରବିବାର ସକାଳେ ରୋଷେଇ କରୁଥିବାବେଳେ ଷ୍ଟୋଭ୍‌ ଫାଟି ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ପ୍ରଥମେ କେନ୍ଦ୍ରାପଡ଼ା ପରେ କଟକ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ମୃତକ ଜଣକ ହେଲେ ନୟାଗଡ଼ର ପ୍ରକାଶ ଚନ୍ଦ୍ର ସାମନ୍ତରାୟ(୪୧) ଏବଂ ଗୁରୁତର ସୁଶାନ୍ତ ସାହୁ(୪୭)। ଖବର ପାଇ ମହାକାଳପଡ଼ା ଅଗ୍ନିଶମ ବିଭାଗ କର୍ମଚାରୀମାନେ ବିଳମ୍ବରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ମେଡିକାଲ ଉପରେ ପଡ଼ିଲା ଗଛ, ଭାଙ୍ଗିଗଲା….

କେସିଙ୍ଗା,୧୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ବର୍ହିବିଭାଗ ସମ୍ମୁଖରେ ପଡ଼ିଗଲା ବିରାଟକାୟ ଗଛ । ଅଳ୍ପକେ ଦୁର୍ଘଟଣା ବର୍ତ୍ତିଯାଇଛି କହିଲେ ଅତ୍ୟୁକ୍ତି ହେବ ନାହିଁ…

କଂଗ୍ରେସରେ ମିଶିବେ ମମତା? ମୁହଁ ଖୋଲିଲା TMC, ରାଜନୀତିରେ ଚହଳ

କୋଲକାତା,୧୦।୬: ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କ ପାଇଁ ସମସ୍ୟା ବଢ଼ିବାରେ ଲାଗିଛି। ଦଳର ବିଧାୟକମାନଙ୍କ ବିଦାୟ ପରେ, ଏମପିମାନେ ମଧ୍ୟ ଦଳ ଛାଡିବାକୁ ପ୍ରସ୍ତୁତ…

ମମତାଙ୍କ ଠୁ ୬ଗୁଣା ଅଧିକ ଧନୀ ସାୟନି ଘୋଷ, ଏତେ ଟଙ୍କାର ମାଲିକାଣୀ…

କୋଲକାତା,୧୦।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ୱାଚନ ଫଳାଫଳ ଏବଂ ରାଜ୍ୟରେ ଭାଜପା ସରକାର ଗଠନ ପରେ, ୧୫ ବର୍ଷ ଧରି ବଙ୍ଗଳାରେ ଶାସନ କରିଥିବା ତୃଣମୂଳ କଂଗ୍ରେସ (ଟିଏମସି)…

ଫସର ଫାଟିଲା ପୂଜକ କନ୍ଧ ଶତପଥୀଙ୍କ ଘର ଭାଙ୍ଗିବା ପ୍ରୟାସ, ନିରାଶ ହୋଇ ଫେରିଲା ପ୍ରଶାସନ

ଗଞ୍ଜାମ,୧୦।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ତ୍ରିବେଣୀ ମଠ ଛକରେ ଦୀର୍ଘ ୭୦ ବର୍ଷ ହେବ ରହି ଆସୁଛନ୍ତି ପୂଜକ କନ୍ଧ ଶତପଥୀ ଓ ତାଙ୍କ ପରିବାର…

ଉଡ଼ାଣ ଭରିବା ସମୟରେ କ୍ରାଶ ହେଲା ହେଲିକପ୍ଟର, ୨୦ ଯବାନ ମୃତ!

ଇସଲାମବାଦ,୧୦।୬: ପାକିସ୍ତାନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଏକ ପାକିସ୍ତାନ ସେନା ଆଭିଏସନ୍ Mi-17 ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । ଯାହା ଫଳରେ ଏଥିରେ…

ଧାନ ଚୋରି କରି ନେଇଯାଉଥିବା ବେଳେ ଦୁର୍ଘଟଣା ହେଲା ଟ୍ରକ, ଚାଳକ….

ଅତାବିରା,୧୦।୬(ଯୁଧିଷ୍ଠିର ମହାପାତ୍ର): ରାଜ୍ୟରେ ରବି ଧାନ କିଣାବିକା ଅବଧି ଯେତେ ବିତୁଛି, ସେତିକି ଚାଷୀ ସମସ୍ୟା ବଢ଼ିବାରେ ଲାଗିଛି । କେତେବେଳେ ଟୋକନ ତ ଆଉ କେତେବେଳେ…

ଧକ୍କା ଦେଇ ସ୍କୁଟିକୁ ଘୋଷାଡ଼ି ନେଲା ପିକ୍‌ଅପ୍‌, ଆଉ ତା’ ପରେ…

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଖଦାଲପଡ଼ା ସୁରୁଚି ମାର୍କେଟ ସମ୍ମୁଖ ରାସ୍ତାରେ ବୁଧବାର ଘଟିଛି ଏକ ସଡ଼କ ଦୁର୍ଘଟଣା। ଏକ ପିକ୍‌ଅପ୍‌ ଗାଡ଼ି ଜଣେ ଓକିଲଙ୍କ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ କାର୍ଯ୍ୟ ଶେଷ କରିବାକୁ ହିତାଧିକାରୀଙ୍କୁ ନିର୍ଦ୍ଦେଶ

କେସିଙ୍ଗା,୧୦ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ସଭାପତିତ୍ୱରେ ପୌର ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଆବାସ ଗୃହ ୧.୦ ମାଧ୍ୟମରେ କାର୍ଯ୍ୟ ସମ୍ପୂର୍ଣ୍ଣ କରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri