ଷ୍ଟ୍ରଙ୍ଗ ରୁମ୍‌ ବାହାରେ କଡା ସୁରକ୍ଷା ବ୍ୟବସ୍ଥା

ନୂଆଦିଲ୍ଲୀ,୯।୨: ସରିଛି ଦିଲ୍ଲୀ ବିଧାନସଭା ନିର୍ବାଚନ। ଏବେ ଅପେକ୍ଷା ଫଳାଫଳକୁ। ଆସନ୍ତା ୧୧ ତାରିଖରେ ଭୋଟ ଗଣତି ହେବାକୁ ଥିବା ବେଳେ ଏବେ ସମସ୍ତ ଇଭିଏମ୍‌କୁ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ରଖାଯାଇଛି। ଗୋଲ ମାର୍କେଟ ନିକଟରେ ଥିବା ‘ଅଟଳ ଆଦର୍ଶ ବେଙ୍ଗଲି ବାଳିକା ବିଦ୍ୟାଳୟ’ ପରିସରରେ ଥିବା ଏକ ଷ୍ଟ୍ରଙ୍ଗ ରୁମକୁ କଡା ସୁରକ୍ଷା ବଳୟ ମଧ୍ୟରେ ରଖାଯାଇଥିବା ଦେଖାଯାଇଛି। ସୂଚନାଯୋଗ୍ୟ, ଶନିବାର ଦିଲ୍ଲୀ ବିଧାନସଭା ପାଇଁ ନିର୍ବାଚନ କରାଯାଇଥିବା ବେଳେ ଏଥିରେ ମତଦାନ ହାତ ବିଗତ ନିର୍ବାଚନ ଅପେକ୍ଷା କମ୍‌ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓ୍ବର୍ଲିରୁ ଲଢ଼ିବେ ଆଦିତ୍ୟ

ମୁମ୍ବାଇ,୩୦ା୯: ମହାରାଷ୍ଟ୍ର ବିଧାନସଭା ଲାଗି ଭାଜପା-ଶିବସେନା ମଧ୍ୟରେ ଆସନ ବୁଝାମଣା ଚୂଡାନ୍ତ ହୋଇ ନ ଥିବାବେଳେ ଶିବସେନା ପକ୍ଷରୁ ଟିକେଟ ବଣ୍ଟନ ଆରମ୍ଭ ହୋଇଯାଇଛି। ଦଳର...

କରବାଚୌଥ ଦିନ ସ୍ତ୍ରୀ ରଖିଥିଲେ ବ୍ରତ, ପୁଅଙ୍କୁ ଫୋନ୍‌ ଆସିଲା ବାପା ଶହୀଦ ହୋଇଗଲେ

କୋଲକାତା,୧୮।୧୦:ବାଂଲାଦେଶୀ ସୀମା ସୁରକ୍ଷା ବାହିନୀର ଗୁଳିମାଡ଼ରେ ଗୁରୁବାର ବିଏସଏଫ ଯବାନ ବିଜୟ ଭାନ ସିଂ ଶହୀଦ ହୋଇଛନ୍ତି। ଗୁରୁବାର ସ୍ବାମୀଙ୍କ ଦୀର୍ଘାୟୁ କାମନା କରି ବିଜୟଙ୍କ...

ଭାଜପାର କରୋନା ଭ୍ୟାକ୍ସିନ ଉପରେ ଭରସା ନାହିଁଁ : ଅଖିଳେଶ

ଲକ୍ଷ୍ନୌ,୨ ।୧: କରୋନା ମହାମାରୀକୁ ନେଇ ରାଜନୀତି ମୁଣ୍ଡ ଟେକିବା ଏକ ସାଧାରଣ କଥା ଥିବା ବେଳେ ଏବେ ସମାଜବାଦୀ ପାର୍ଟି ମୁଖ୍ୟ ତଥା ଉତ୍ତର...

ଛାତ୍ରୀଛାତ୍ରଙ୍କୁ ଗାଳି କଲେ ଉପମୁଖ୍ୟମନ୍ତ୍ରୀ

ପାଟଣା,୧୬।୧୧: ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ଦୁଇ ଡେପୁଟି ମଧ୍ୟରୁ ରେଣୁ ଦେବୀ ଆନ୍ଦୋଳନକାରୀ ଛାତ୍ରୀଛାତ୍ରଙ୍କୁ ଆଶଳୀନ ଭାଷାରେ ଗାଳି ଦେଇଥିଲେ। ସମ୍ପୂର୍ଣ୍ଣର ଘଟଣା ଭିଡିଓ...

ବ୍ରହ୍ମୋସର ଲକ୍ଷ୍ୟଭେଦ କ୍ଷମତା ବୃଦ୍ଧି କଲା ଭାରତ…

ନୂଆଦିଲ୍ଲୀ,୧୪।୩ : ଭାରତର ବ୍ରହ୍ମୋସ ସୁପରସୋନିକ କ୍ଷେପଣାସ୍ତ୍ର ହଠାତ୍‌ ପାକିସ୍ତାନ ଅଞ୍ଚଳରେ ପଡ଼ିବା ନେଇ ବିବାଦ ମଧ୍ୟରେ ବି ଖୁସି ଖବର ଆସିଛି। ଭାରତ ବ୍ରହ୍ମୋସ...

ସିଦ୍ଧୁଙ୍କ ବିରୋଧରେ ଚାଞ୍ଚଲ୍ୟକର ଅଭିଯୋଗ ଆଣିଲେ ଅମରିନ୍ଦର

ଚଣ୍ଡିଗଡ,୨୪।୧: ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ସୋମବାର ପଞ୍ଜାବ କଂଗ୍ରେସ ସଭାପତି ନବଜୋତ ସିଦ୍ଧୁଙ୍କ ଉପରେ ଏକ ବଡ ଅଭିଯୋଗ କରିଛନ୍ତି। ଅମରିନ୍ଦର...

୬୦ ବର୍ଷ ବୟସରେ ବିବାହ କଲେ କଂଗ୍ରେସ ନେତା ମୁକୁଲ

ନୂଆଦିଲ୍ଲୀ,୯।୩: ରାଜସ୍ଥାନର କଂଗ୍ରେସ ମହାସଚିବ ମୁକୁଲ ଓ୍ବାସନିକ ୬୦ ବର୍ଷ ବୟସରେ ବିବାହ କରି ଆସିଛନ୍ତି ଚର୍ଚ୍ଚାକୁ। ବିଶେଷ ସୂତ୍ରରୁ ମିଳିଥିବା ଏକ ସୂଚନା ଅନୁଯାୟୀ...

କଂଗ୍ରେସର ଅଫିସିଆଲ ଟୁଇଟର ଆକାଉଣ୍ଟ ବନ୍ଦ

ନୂଆଦିଲ୍ଲୀ,୧୨।୮: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସମେତ ଅନ୍ୟ ବରିଷ୍ଠ ନେତାଙ୍କ ପରେ ଏବେ ଟୁଇଟର କଂଗ୍ରେସର ଅଫିସିଆଲ ଆକାଉଣ୍ଟକୁ ମଧ୍ୟ ବନ୍ଦ କରିଦେଇଛି। ଏନେଇ...

Advertisement
Archives

Model This Week