‘ଷ୍ଟ୍ରିଟ୍‌ ଡ୍ୟାନ୍ସର ୩ଡି’ରେ ଶ୍ରଦ୍ଧା କପୁର

ମୁମ୍ବାଇ: ଅପ୍‌କମିଂ ଫିଲ୍ମ ‘ଷ୍ଟ୍ରିଟ୍‌ ଡ୍ୟାନ୍‌ସର ୩ଡି’ରେ ଅଭିନୟ କରୁଛନ୍ତି ବଲିଉଡ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର। ସେ ଶୁଟିଂସେଟ୍‌ର ଏକ ଅବିସ୍ମରଣୀୟ ମୁହୂର୍ତ୍ତରେ ବେଶ୍‌ ଖୁସି ପ୍ରକାଶ କରି ପୂରା ଟିମ୍‌କୁ ଲମ୍ବା ଥ୍ୟାଙ୍କ-ୟୁ ଜଣାଇ ସୋସିଆଲ ମିଡିଆରେ ପୋଷ୍ଟ କରିଛନ୍ତି। ଏହା ଏକ ଡ୍ୟାନ୍‌ସ ଡ୍ରାମା। ଏହାର ନିର୍ଦ୍ଦେଶନା ଦେଉଛନ୍ତି ରେମୋ ଡି’ସୁଜା। ଷ୍ଟ୍ରିଟ୍‌ ଡ୍ୟାନ୍‌ସରରେ ନୃତ୍ୟ କରିବା ବେଳେ ହୃଦୟ ଆନନ୍ଦରେ ଭରିଯାଇଥିବା ସେ ପ୍ରକାଶ କରିଛନ୍ତି। ଏହା ଏକ ଅବିଶ୍ୱସନୀୟ ଏବଂ ଅବିସ୍ମରଣୀୟ ମୁହୂର୍ତ୍ତ। ଏଥିପାଇଁ ଆମ କ୍ୟାପ୍‌ଟେନ୍‌ ରେମୋ ସାର୍‌ ଶ୍ରେୟ ପାଇବାର ଯୋଗ୍ୟ ବୋଲି ଶ୍ରଦ୍ଧା କହିବା ସହିତ ଇନ୍‌ଷ୍ଟାଗ୍ରାମ୍‌ରେ ଏ ସମ୍ପର୍କିତ ଲେଖା ପୋଷ୍ଟ କରିଛନ୍ତି। ସେ ମଧ୍ୟ ସହ-କଳାକାର ବରୁଣ ଧାଓ୍ବନ, ପ୍ରଭୁ ଦେବା ଏବଂ ନୋରା ଫତେଙ୍କୁ ପ୍ରଶଂସା କରିଛନ୍ତି। ‘ଷ୍ଟ୍ରିଟ୍‌ ଡ୍ୟାନ୍‌ସର ୩ଡି’ ୨୦୨୦ ଜାନୁୟାରୀ ୨୪ରେ ରିଲିଜ ହେବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୧୮ଯାଏ ଝଡବର୍ଷା; ଏସବୁ ଜିଲାକୁ ଆଲର୍ଟ

ଭୁବନେଶ୍ୱର,୧୪।୬(ବନ୍ଦନା ସେଠୀ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଶୁକ୍ରବାର ଓଡ଼ିଶାରେ ପ୍ରବେଶ କରିବା ପରେ ପାଗରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ବର୍ତ୍ତମାନ ମୌସୁମୀ ବାୟୁ ପାରାଦୀପ ଓ ବାରିପଦା…

ନିଆଁ ସହ ଚାଲିଛି ଖେଳ

ଭୁବନେଶ୍ୱର,୧୪।୬(ରବିନାରାୟଣ ଜେନା): କଥାରେ ଅଛି ନିଆଁ ସହ ଖେଳନାହିଁ, ହେଲେ ରାଜ୍ୟର ବିଭିନ୍ନ ସରକାରୀ ଓ ବେସରକାରୀ ପ୍ରତିଷ୍ଠାନ ଏବେ ନିଆଁ ସହିତ ଖେଳୁଛନ୍ତି। ଏଥିଯୋଗୁ କେତେବେଳେ…

ଜେଲ ଗଲେ ସରପଞ୍ଚ ଚାମେଲି ଓଝା

କେନ୍ଦ୍ରାପଡ଼ା/ମହାକାଳପଡା, ୧୪ା୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): ଗତ ୧୦ ତାରିଖଠାରୁ ଗଣମାଧ୍ୟମ ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ତିଖିରୀ ପଞ୍ଚାୟତ ସରପଞ୍ଚ ଚାମେଲି…

ନୂଆ ଭାରତରେ ନୂଆ ଆଇନ

ନୂଆ ଭାରତ ଆମ ପାଖରେ ଏତେ ଶୀଘ୍ର ଆସିଛି ଯେ, ଆମେ କେଉଁଠି ପହଞ୍ଚିଛୁ ତାହା ଆକଳନ କରିବା ପାଇଁ ପଛକୁ ଟିକେ ଫେରି ଚାହିଁବା ଗୁରୁତ୍ୱପୂର୍ଣ୍ଣ…

ଡିଜି ପାହ୍ୟା: ବରିଷ୍ଠତା ଦେଖିପାରନ୍ତି

ଭୁବନେଶ୍ୱର,୧୪।୬(ସୁନିତ୍‌ ମିଶ୍ର): କେନ୍ଦ୍ର ସରକାରଙ୍କ ଅଧୀନରେ ଆସୁଥିବା ବିଭିନ୍ନ ଡିଜି ପାହ୍ୟାର ପଦବୀରେ ନିଯୁକ୍ତି ପାଇବା ପାଇଁ ଦେଶର ୩୩ ଜଣ ଆଇପିଏସ୍‌ ଅଫିସରଙ୍କ ତାଲିକା ୧୨…

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ ବର୍ଷ ପରେ ନୂଆ ଆଧାର ମନା, ମୁଖ୍ୟମନ୍ତ୍ରୀ କହିଲେ…

ଗୁଆହାଟୀ,୧୩ା୬(ପି.ଟି.): ବେଆଇନ ଆପ୍ରବାସୀମାନେ ଯେପରି ଆଧାର କାର୍ଡ ହାସଲ ନ କରନ୍ତି, ସେଥିପାଇଁ ଆସାମରେ ୧୮ ବର୍ଷ ବୟସରୁ ଊର୍ଦ୍ଧ୍ୱଙ୍କୁ ଆଉ ନୂଆ ଆଧାର କାର୍ଡ ଜାରି…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri