ସଂକଳ୍ପ ପରିବାର ସହିତ ସାମିଲ ହେଲା ପୋଲିସ

ବରଗଡ଼ ଅଫିସ୍‌,୨୪।୪: ଲକ୍‌ ଡାଉନ୍‌ କଟକଣା ଲାଗୁ ହେବା ଦିନଠାରୁ ବରଗଡ଼ ବ୍ଲକ ବରଡ଼ୋଲର ସ୍ବେଚ୍ଛାସେବୀ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଅମୃତ ଆହାର, ଭୋକିଲା ପେଟକୁ ମୁଠାଏ ଅନ୍ନ ଅଭିଯାନ ଆରମ୍ଭ ହୋଇଛି । ଏହି ଅଭିଯାନରେ ଏଠାରେ ରହିଥିବା ପ୍ରବାସୀ ଶ୍ରମିକ, ଅସହାୟ ତଥା ସେମାନଙ୍କ ପରିବାର ଲୋକଙ୍କୁ ରନ୍ଧାଖାଦ୍ୟ ଯୋଗାଇ ଦିଆଯାଉଛି । ସଂକଳ୍ପ ପରିବାରର ଏହି ଅଭିଯାନ ୩୦ଦିନରେ ପହଞ୍ଚିଛି । ଶୁକ୍ରବାର ଏହି ଅଭିଯାନରେ ବରଗଡ଼ ଟାଉନ ଥାନା ପୋଲିସ, ପଶ୍ଚିମ ଓଡ଼ିଶା ଯୁବାମଞ୍ଚ ସାମିଲ ହୋଇଛି। ସଂକଳ୍ପ ପରିବାରର ସଭାପତି ରୋହିତ ଜୟସ୍ବାଲ, ସଂଯୋଜକ ବିକାଶ ଅଗ୍ରୱାଲ ତତ୍ତ୍ବାବଧାନରେ ଚାଲିଥିବା ଏହି ଅଭିଯାନରେ ସ୍ଥାନୀୟ ଘରୋଇ ବସଷ୍ଟାଣ୍ଡରେ ବରଗଡ଼ ଟାଉନ ଥାନାର ଏସ୍‌ଆଇ ଏସ.କେ ବଳିୟାର ସିଂ, ଏସ୍‌ଆଇ ସନୟ କୁମାର ନାଏକ ଏବଂ ଅନ୍ୟ ପୋଲିସ କର୍ମଚାରୀମାନେ ଉପସ୍ଥିତ ରହି ରନ୍ଧାଖାଦ୍ୟ ବିତରଣ କରିଥିଲେ । ସେହିପରି ବରଗଡ଼ ସିମେଣ୍ଟ ନଗରରେ ସ୍ଥାନୀୟ ବିଧାୟକ ଦେବେଶ ଆଚାର୍ଯ୍ୟ ଉପସ୍ଥିତ ରହିଥିଲେ । ପଶ୍ଚିମ ଓଡ଼ିଶା ଯୁବାମଞ୍ଚର ସଭାପତି ଅଜିତ୍‌ ପତି, ସୋହେଲାର କୋଶଲ ସଂଗ୍ରାମୀ ଆକାଶ ପଣ୍ଡା ପ୍ରମୁଖ ଯୋଗଦେଇ ସହଯୋଗ କରିଥିଲେ । ସଂକଳ୍ପ ପରିବାରର ସମସ୍ତ କର୍ମକର୍ତ୍ତା, ସଭ୍ୟବୃନ୍ଦ ନିଜ ମଧ୍ୟରେ ପାଣ୍ଠି ସଂଗ୍ରହ କରି ଏଭଳି ସେବା ଯୋଗାଇ ଆସୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଧୋଇବାକୁ ଯାଇ ଫେରିଲେନି ରଥ, ସକାଳୁ ପୋଖରୀରୁ ମିଳିଲା…

ଲାଞ୍ଜିଗଡ,୨୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ରଘୁନାଥପୁର ଗାଁରେ ଅଭାବନୀୟ ଘଟଣା ଘଟିଛି । ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ…

ଦ୍ରୁତ ଗତିରେ ଆସି କାରକୁ ଧକ୍କା ଦେଲା ବାଇକ, ୨….

ପଟ୍ଟାଙ୍ଗି,୨୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ବାଲିଘାଟ ସରିଗୁଡା ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । କାର ସହ ମୋଟର ସାଇକେଲ…

ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ

ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି ।…

ଚିନି ଠାରୁ ଆରମ୍ଭ କରି ପେଟ୍ରୋଲ-LPG ଯାଏ, ସେପ୍ଟେମ୍ୱର ୧ରୁ ବଢିବ ଦର! ଜାଣନ୍ତୁ କେଉଁଟା…

ନୂଆଦିଲ୍ଲୀ,୨୬।୮: ସେପ୍ଟେମ୍ୱର ମାସ ଆରମ୍ଭ ହେବା କ୍ଷଣି ସାଧାରଣ ଲୋକଙ୍କ ଜୀବନ ସହ ଜଡ଼ିତ ଅନେକ ନିୟମ ବଦଳିବାକୁ ଯାଉଛି। ଚିନି-ପିଆଜ, ବସ ଯାତ୍ରା, ନିବେଶ, ଗ୍ୟାସ…

ମହିଳାଙ୍କ ପାଇଁ ଖୁସି ଖବର! ରାକ୍ଷୀ ପୂର୍ଣ୍ଣିମାରେ ‘ଆମ ବସ୍’ ଯାତ୍ରା ମାଗଣା, ୭ ସହରରେ ମିଳିବ ସୁବିଧା

ଭୁବନେଶ୍ବର,୨୬।୮: ଗୁରୁବାର ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଏହି ଅବସରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛି କ୍ୟାପିଟାଲ୍ ରିଜିଅନ୍ ଆର୍ବନ୍ ଟ୍ରାନ୍ସପୋର୍ଟ(CRUT) । ରକ୍ଷା ବନ୍ଧନ…

ଗ୍ଲାସିୟର ହ୍ରଦ, ହିମସ୍ଖଳନ, କିମ୍ବା ଭୂମିକମ୍ପ… ହଠାତ କାହିଁକି ନେପାଳରେ ଆସିଲା ବନ୍ୟା? ବୈଜ୍ଞାନିକମାନେ କହିଲେ ପ୍ରକୃତ କାରଣ

କାଠମାଣ୍ଡୁ,୨୬।୮: ନେପାଳର ରାସୁୱା ଜିଲାର ଭୋଟେ କୋଶି ନଦୀରେ ବନ୍ୟାର ପ୍ରକୃତ କାରଣ ସ୍ଥାନୀୟ ବର୍ଷା ନୁହେଁ, ବରଂ ଏକ ବିଶାଳ ହିମସ୍ଖଳନ ହୋଇପାରେ। କାଠମାଣ୍ଡୁ ବିଶ୍ୱବିଦ୍ୟାଳୟର…

ସ୍କୁଲ ପଛ ନାଳରୁ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ସୋମବାରଠାରୁ ଥିଲେ ନିଖୋଜ

କୋରାପୁଟ,୨୬।୮(ଅମିତାଭ ବେହେରା): ବୋରିଗୁମ୍ମା ବ୍ଲକ ଗୁମୁଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟ ପଛପଟ ନାଳରୁ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି । ମୃତ…

Zamatoରୁ ଅର୍ଡର କରୁଥିଲେ ସାବଧାନ! ଦିନ ଦ୍ୱିପ୍ରହରରେ ଲୁଟୁଛି କମ୍ପାନୀ

ନୂଆଦିଲ୍ଲୀ,୨୬।୮: ଆଜିକାଲି ଲୋକମାନେ ଅନଲାଇନରେ ଖାଦ୍ୟ ଅର୍ଡର କରିବାର ଅଭ୍ୟାସ ବିକଶିତ କରିଛନ୍ତି। ଏହାର ସୁଯୋଗ ନେଇ, ଖାଦ୍ୟ ବିତରଣ ସେବାଗୁଡ଼ିକ ପ୍ରାୟତଃ ଅତ୍ୟଧିକ ପରିମାଣରେ ଚାର୍ଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri