ସଂକ୍ରମିତ ଅନୁଗୋଳ ଯୁବକ ଜୀବନବୀମା ଏଜେଣ୍ଟ

ଅନୁଗୋଳ ଅଫିସ, ୧୧।୫: ସକାଳେ ରିପୋର୍ଟ ଆସିଥିବା ୧୩ ପଜିଟିଭଙ୍କ ମଧ୍ୟରୁ ଜଣେ ଅନୁଗୋଳ ସହରର ଯୁବକ ବୋଲି ଜଣାପଡ଼ିବା ପରେ ପ୍ରଶାସନ, ପୋଲିସ ଓ ସ୍ବାସ୍ଥ୍ୟ ବିଭାଗର କର୍ମଚାରୀ ତାଙ୍କ ଘର ସମ୍ମୁଖରେ ପହଞ୍ଚତ୍ଥିଲେ। ଯୁବକ ଜଣଙ୍କ କିପରି ସଂକ୍ରମିତ ହେଲେ ସେ ନେଇ ଖୋଳତାଡ଼ ଆରମ୍ଭ ହୋଇଥିଲା। ପ୍ରଶାସନ କହିଛି, ଯୁବକ ଜଣଙ୍କ ଭୁବନେଶ୍ୱରରେ ରହୁଥିଲେ। ସେ ଜୀବନବୀମା ଏଜେଣ୍ଟ ଭାବେ କାର୍ଯ୍ୟ କରନ୍ତି। ସ୍ତ୍ରୀଙ୍କ ମେଡିସିନ୍‌ ନେବାକୁ ସେ ଅନୁଗୋଳସ୍ଥିତ ଘରକୁ ଗତ ୫ ତାରିଖରେ ଆସିଥିଲେ। ସାହିଲୋକ ହୋହଲ୍ଲା କରିବାରୁ ପ୍ରଶାସନ ଓ ପୋଲିସ ପକ୍ଷରୁ ତାଙ୍କୁ ହୋମ୍‌ କ୍ବାରାଣ୍ଟାଇନ୍‌ରେ ରହିବାକୁ କୁହାଯାଉଥିଲା। ୬ ତାରିଖରେ ତାଙ୍କ ସ୍ବାବ୍‌ ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠାଯାଇଥିଲା। ପଜିଟିଭ୍‌ ରିପୋର୍ଟ ଆସିବା ପରେ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କ ସମ୍ପର୍କରେ ତଥ୍ୟ ସଂଗ୍ରହ କରାଯାଉଛି। ସେ କାହା ସହ ମିଶିଛନ୍ତି, କେଉଁ କେଉଁ ଅଞ୍ଚଳରେ ଯାତାୟାତ କରିଛନ୍ତି ତାହାର ଅନୁଧ୍ୟାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିନେଶଙ୍କୁ ଡବ୍ଲ୍ୟୁଏଫ୍‌ଆଇର ନୋଟିସ: ଜୁନ୍‌ ୨୬ ପର୍ଯ୍ୟନ୍ତ କରିପାରିବେ ନାହିଁ ପ୍ରତିଦ୍ୱନ୍ଦ୍ୱିତା

ନୂଆଦିଲ୍ଲୀ,୯ା୫: ରେସଲିଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ଡବ୍ଲ୍ୟୁଏଫ୍‌ଆଇ) ଶନିବାର ଭିନେଶ ଫୋଗତଙ୍କ ବିରୋଧରେ ଶୃଙ୍ଖଳାଗତ ଓ ଆଣ୍ଟି-ଡୋପିଂ ନିୟମ ଉଲ୍ଲଂଘନ ଅଭିଯୋଗ ଆଣିବା ସହିତ ବିସ୍ତୃତ କାରଣ…

କାର ଭର୍ତ୍ତି ଗଞ୍ଜେଇ ଗଞ୍ଜେଇ ଜବତ

ଡୁଙ୍ଗୁରିପାଲି,୯।୫(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ବେହେରାମାଳ ପଞ୍ଚାୟତ ଲଙ୍ଗଳକଟା ଗାଁରୁ ପୋଲିସ ଶନିବାର ୨ କୁଇଣ୍ଟାଲ ୭୨ କିଗ୍ରା ୨୦୦ ଗ୍ରାମ ଗଞ୍ଜେଇ ଜବତ…

ଭାଣିଜୀ ବାହାଘରକୁ ଆସିଥିଲେ, ନିୟନ୍ତ୍ରଣ ହରାଇ ଖୁଣ୍ଟରେ ପିଟି ହୋଇଗଲା ବାଇକ୍‌; ୩ ବ୍ୟକ୍ତି…

ବଲାଙ୍ଗୀର, ୯।୫(ସୁନୀଲ କୁମାର ମହାନ୍ତି): ଭାଣିଜୀର ବାହାଘର ଖୁସି ଏବେ ଶୋକରେ ପରିଣତ ହୋଇଛି। ଭାଣିଜୀ ବାହାଘରରେ ଯୋଗ ଦେବାକୁ ଆସି ଏକ ବାଇକ ଦୁର୍ଘଟଣାରେ ତିନି…

ଦୁଃଖ ଦେଲା କାଳବୈଶାଖୀ: ଧାନ ଭିଜିଲା, ଗଛ ଭାଙ୍ଗିଲା

ବରଗଡ଼,୯।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଶନିବାର ପ୍ରବଳ ଝଡବତାସ ସହିତ ବର୍ଷା ହୋଇଛି । ଏହାର ପ୍ରଭାବରେ ଧାନ ଫସଲ ପ୍ରଭାବିତ ହୋଇଛି। ବିଭିନ୍ନ ସ୍ଥାନରେ ଅମଳ…

ତାରସିଂ ରେଞ୍ଜରେ ଦନ୍ତା ହାତୀର ମୃତ୍ୟୁ, ନୟାଗଡ଼ ବନଖଣ୍ଡରେ ଚିକିତ୍ସାଧୀନ ଥିଲା

ଭଞ୍ଜନଗର,୯।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ତାରସିଂ ରେଞ୍ଜରେ ଶନିବାର ଅପରାହ୍ନରେ ଏକ ଦନ୍ତା ହାତୀ ମୃତ୍ୟୁବରଣ କରିଥିବା ଜଣାପଡ଼ିଛି। ହାତୀର ବୟସ ପ୍ରାୟ…

ବସୁଧା ଯୋଜନା: ଲୋକଙ୍କୁ ମିଳୁନାହିଁ ପାଣି

କର୍ଲାମୁଣ୍ଡା,୯ା୫(ପ୍ରଦୀପ କୁମାର ସାହୁ): ସରକାର ସମସ୍ତଙ୍କୁ ପିଇବାପାଣି ଯୋଗାଇବା ନିମନ୍ତେ ବିଭିନ୍ନ ସ୍ଥାନରେ ବସୁଧା ଯୋଜନାରେ ପାଣି ଟାଙ୍କି ନିର୍ମାଣ ପାଇଁ ଟେଣ୍ଡର ଜରିଆରେ ବ୍ୟବସ୍ଥା କରିଛନ୍ତି।…

ଆଧ୍ୟାତ୍ମିକ ପରିବେଶରେ ଚାଲିଛି ଭଞ୍ଜନଗର ଠାକୁରାଣୀ ଯାତ୍ରା, ୫୦ ହଜାରରୁ ଊର୍ଦ୍ଧ୍ୱ ଭକ୍ତଙ୍କ ସମାଗମ

ଭଞ୍ଜନଗର,୯ ।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରାରେ ଦିନକୁ ଦିନ ଅସମ୍ଭାଳ ଭିଡ ହେଉଛି ଦେବୀଙ୍କ ଦର୍ଶନ ପାଇଁ। ଶନିବାର ଦେବୀଙ୍କ ଦର୍ଶନ, ସାଂସ୍କୃତିକ କାର୍ଯ୍ୟକ୍ରମ…

ଆମ୍ବୁଲାନ୍ସ ଅଭାବ, ଗୁରୁତର ରୋଗୀ ହଟହଟା: ହସ୍ପିଟାଲରେ ଚାପା ଉତ୍ତେଜନା, ଧାରଣା ଦେବାକୁ…

ଦାରିଙ୍ଗବାଡି, ୯।୫ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ର ରେ ଆମ୍ବୁଲାନ୍ସ ଅଭାବ କୁ ନେଇ ଦେଖାଯାଇଛି ଉତ୍ତେଜନା। ଦିନ ଦ୍ବିପ୍ରହରରୁ ଗୁରୁତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri