ସଂଗରୋଧ କେନ୍ଦ୍ରରୁ ଜଣେ ପଜିଟିଭ ଚିହ୍ନଟ

ଚୌଦ୍ୱାର,୧।୬(ଡି.ଏନ୍‌.ଏ.): କଟକ ଜିଲା ଚୌଦ୍ୱାର ପୌରପାଳିକା ଅନ୍ତର୍ଗତ ଗାନ୍ଧିଛକ ଟାଉନହଲ ନିକଟରୁ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଉକ୍ତ ବ୍ୟକ୍ତି ମୁଣ୍ଡାମାଳ ଗ୍ରାମର ହୋଇଥିବା ବେଳେ ୧୦ ଦିନତଳେ ସେ ସୁରଟରୁ ଫେରି ସଂଗରୋଧ କେନ୍ଦ୍ରରେ ରହୁଥିଲେ। ଗତ ୨୯ ତାରିଖ ୧୯ ଜଣଙ୍କ ରକ୍ତ ନମୁନା ପରୀକ୍ଷା ପାଇଁ ଯାଇଥିବା ବେଳେ ଜଣଙ୍କର ପିଜିଟିଭ ଆସିଛି। ଏହା ପରେ ତାଙ୍କୁ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତର କରାଯିବ ବୋଲି ପୌରନିର୍ବାହୀ ଅଧିକାରୀ ପବିତ୍ର ବେହେରା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପିପିଲିରେ ଉପଦ୍ରବ ଘଟାଇବା ପରେ ଭୁବନେଶ୍ୱରରେ ପହଞ୍ଚିଲା ଦନ୍ତା

ଭୁବନେଶ୍ୱର, ୨୪।୨(ବ୍ୟୁରୋ): ପୁରୀ ଜିଲା ପିପିଲି ଓ ବଳଙ୍ଗା ଅଞ୍ଚଳରେ ଗତ ୩ ଦିନ ଧରି ତାଣ୍ଡବ ରଚିଥିବା ଦନ୍ତା ଏବେ ଭୁବନେଶ୍ୱରରେ। ରବିବାର ରାତିରେ...

କେନ୍ଦ୍ରାପଡ଼ାରେ ପ୍ରଥମ କରୋନା ପଜିଟିଭ୍‌ ଚିହ୍ନଟ; ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିଲେ ପରିବାର, ସଂସ୍ପର୍ଶରେ ଆସିଥିବା ବ୍ୟକ୍ତି, ଆଳିର ୧୧ ଗାଁ ସିଲ୍‌

କେନ୍ଦ୍ରାପଡ଼ା ଅଫିସ, ୭ା୪: କେନ୍ଦ୍ରାପଡ଼ା ଜିଲାରେ ପ୍ରଥମ କରୋନା ପଜିଟିଭ ବ୍ୟକ୍ତି ସୋମବାର ଚିହ୍ନଟ ହୋଇଛନ୍ତି। ଆଳି ଅଞ୍ଚଳର ଏହି ଚିହ୍ନଟ ବ୍ୟକ୍ତିଙ୍କୁ ଜିଲା ପ୍ରଶାସନ...

କନିଅଆଁ ଟୁସୁଙ୍କ ନୌବିହାର ମନମୋହିଲା

ବାଲେଶ୍ୱର ଅଫିସ, ୨୮।୫-ବାହାଘର ପାଇଁ ସରିଛି ଲଗ୍ନଧରା ଓ ଗୁଆମଙ୍ଗଳା। ଆସନ୍ତା ୩୦ତାରିଖରେ ଶୁଭ ପରିଣୟ। ବଧୂ ବେଶ ସାଜି ଝଲସି ଉଠିବେ ଟୁସୁ। ବାଜା,...

କାନ୍ଥ ତାଡ଼ି ୧୫ ମୋବାଇଲ, କମ୍ପ୍ୟୁଟର ଚୋରି

ବନ୍ତଳା, ୩୦ା୩(ଡି.ଏନ.ଏ.)- ଅନୁଗୋଳ ଜିଲା ବନ୍ତଳା ଥାନା ଛକ କନକ ଦୁର୍ଗା ବଜାରରେ ରବିବାର ରାତିରେ ଖାଲଙ୍ଗା ଗ୍ରାମର ପ୍ରଦୀପ ପ୍ରଧାନ (୩୩) ଙ୍କ ମୋବାଇଲ...

ଦିଲ୍ଲୀ ଫେରନ୍ତା ବାଜାଶାଲା ଦଳକୁ ସ୍ବାଗତ

କେସିଙ୍ଗା,୨୯।୧: ଦିଲ୍ଲୀରେ ଅନୁଷ୍ଠିତ ସାଧାରଣତନ୍ତ୍ର ଦିବସରେ କଳାହାଣ୍ଡି ଜିଲା ପ୍ରତିଭା ସାଂସ୍କୃତିକ ଅନୁଷ୍ଠାନର ୮୦ଜଣିଆ କଳାକାର ‘ବଜାଶାଲ’ ନୃତ୍ୟ ପରିବେଷଣ କରି ଘରକୁ ଫେରିଛନ୍ତି। ଦିଲ୍ଲୀରୁ...

ସରକାରୀ ଖାତାରେ ବଢ଼ୁନି ସଂଖ୍ୟା

ଅନୁଗୋଳ ଅଫିସ, ୧୧ା୫ ଅନୁଗୋଳ ଜିଲାରେ କରୋନାକୁ ବର୍ଷେ ପୂରଣ ହୋଇଛି। ୨୦୨୦ ମେ ୧୦ ଅର୍ଥାତ୍‌ ଠିକ୍‌ ବର୍ଷକ ତଳେ ଏକାବେଳେ ଜିଲାରୁ ୧୫ଜଣ...

ଯନ୍ତ୍ରଣାରୁ ମୁକୁଳିଲା ଜୀବିକା

ଅନୁଗୋଳ/ ଢେଙ୍କାନାଳ ଅଫିସ, ୧୬ା୭ ରାସ୍ତା ପାର୍ଶ୍ୱରୁ ରାସ୍ତା ଉପରକୁ ଆସିବ ବସ୍‌। ଜିମ୍‌, ପାର୍ଲରରୁ ଖୋଲିବ ତାଲା। ପଡ଼ିଆକୁ ଫେରିବ କ୍ରୀଡ଼ା। ପୂର୍ବାପେକ୍ଷା ଅଧିକ...

ଦୁର୍ଦ୍ଦିନରେ ୩୦ରୁ ଊର୍ଦ୍ଧ୍ୱ ଆଦିବାସୀ ପରିବାର

ଖଇରା,୧୨।୪-ବାଲେଶ୍ୱର ଜିଲା ଖଇରା ବ୍ଲକ ଗଡପୋଖରୀ ପଞ୍ଚାୟତ ଅଧୀନ ଶାରୀଶୁଆ ପାହାଡ ତଳେ ଥିବା ଗଗୁଆ ଗ୍ରାମରେ ୩୦ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ବସବାସ କରୁଥିବା...

Advertisement
Archives

Model This Week