ସଂଗରୋଧ କେନ୍ଦ୍ରରେ ନାବାଳିକାକୁ ଅସଦାଚରଣ ଅଭିଯୋଗ, ଘଟଣାର ତଦନ୍ତ ଜାରି

ବ୍ରହ୍ମଗିରି, ୧୯।୫(ଡି.ଏନ୍‌.ଏ) : ପୁରୀ ଜିଲା ବ୍ରହ୍ମଗିରି ବ୍ଲକ ଅନ୍ତର୍ଗତ ଗୋରୁଆଳସ୍ଥିତ ଏକ ସଂଗରୋଧ କେନ୍ଦ୍ରରେ ସୋମବାର ବିଳମ୍ବତ ରାତିରେ ଜଣେ ନାବାଳିକାକୁ ଅସଦାଚରଣ ହୋଇଥିବା ଅଭିଯୋଗ ହୋଇଛି।
ମିଳିଥିବା ସୂଚନା ଅନୁଯାୟୀ, ଗୋରୁଆଳସ୍ଥିତ ପୁଲକେଶ୍ବରୀ ନୋଡାଲ ଉଚ୍ଚ ବିଦ୍ୟାଳୟରେ ହୋଇଥିବା ସଂଗରୋଧ କେନ୍ଦ୍ରରେ ସୋମବାର ଗୁଜୁରାଟ ଓ ଅହମ୍ମଦାବାଦରୁ ୧୫ ଜଣ ପ୍ରବାସୀ ଶ୍ରମିକ ଆସି ରହିଛନ୍ତି। ସେମାନଙ୍କ ମଧ୍ୟରେ ଜଣେ ନାବାଳିକା ମଧ୍ୟ ଅଛନ୍ତି। ତେବେ ସୋମବାର ରାତିରେ ନାବାଳିକା ଶୋଇଥିବା ସମୟରେ ଜଣେ ଯୁବକ ତାଙ୍କୁ ଅସଦାଚରଣ କରିଥିବା ନାବାଳିକା ତାଙ୍କ ଭାଇଙ୍କୁ ଫୋନ୍‌କରି ଜଣାଇବାପରେ କେନ୍ଦ୍ର ସୁପରଭାଇଜରଙ୍କ ନିକଟରେ ଅଭିଯୋଗ ହୋଇଥିଲା । ଏ ନେଇ ଘଟଣାସ୍ଥଳରେ ପୁରୀ ସଦର ପୋଲିସ ଓ ବ୍ରହ୍ମଗିରି ବିଡିଓ ଜ୍ୟୋତି ପ୍ରକାଶ ସେଠୀ ପହଞ୍ଚି ତଦନ୍ତ ଚଳାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଜଳକା ନଦୀ ବନ୍ଧରେ ୨୦ ଫୁଟ ଘାଇ

ବସ୍ତା,୨୧ା୮(ଡି.ଏନ.ଏ) : ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅଧୀନ ପତ୍ରଝଡ଼ା ପଞ୍ଚାୟତର ସରଡ଼ିହା ନିକଟରେ ଶୁକ୍ରବାର ଜଳକା ନଦୀବନ୍ଧରେ ୨୦ ଫୁଟର ଘାଇ ହୋଇଛି। ଫଳରେ...

କାଠ ବୋଝେଇ ଗାଡ଼ି ଜବତ

କୁଆମରା,୧୨ା୧(ଡି.ଏନ୍‌.ଏ.): ଖୁଣ୍ଟା-ବାଲେଶ୍ୱର ରାସ୍ତାର ଦାମାସାହି ଛକ ନିକଟରେ ଉଦଳା ବନବିଭାଗ ପକ୍ଷରୁ ଚଢାଉ କରାଯାଇ ଚୋରା କାଠ ବୋଝେଇ ଏକ ଟାଟା ଏସି ଗାଡ଼ି ଜବତ...

ପଣ୍ୟାଗାର କାର୍ଯ୍ୟକ୍ଷମ ଦାବି: ଜିଲାପାଳଙ୍କ ଅଫିସ ଆଗରେ ଧାରଣାରେ ବସିଲେ ଶ୍ରମିକ

ବରଗଡ଼ ଅଫିସ,୯।୨: ବରଗଡ଼ ସହର ଉପକଣ୍ଠ କେନ୍ଦପାଲିସ୍ଥିତ ପଣ୍ୟାଗାର ଗତବର୍ଷ ଜୁନ ମାସରୁ ବନ୍ଦ ରହିଛି। ଫଳରେ ଏହି ପଣ୍ୟାଗାରରେ କାର୍ଯ୍ୟ କରି ପରିବାର ପୋଷଣ...

ରାଜ୍ୟରେ କୁକୁଡ଼ା ଚାଷ ପ୍ରଭାବିତ

ଭୁବନେଶ୍ୱର, ୨୯।୨ (ବ୍ୟୁରୋ): ଗତ ତିନିବର୍ଷ ହେଲା ରାଜ୍ୟର କୁକୁଡା ଚାଷ ଉପରେ ବାର୍ଡ ଫ୍ଲୁ ଦାଉ ସାଧୁଛି। ଏଥିଯୋଗୁ ଚାଷୀମାନେ ବ୍ୟାପକ କ୍ଷତି ସହୁଛନ୍ତି।...

ଭାରସାମ୍ୟ ହରାଇ ଓଲଟିଲା ଧାନ ବୋଝେଇ ଟ୍ରକ୍‌

କୋକସରା, ୩୧ା୫,(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ମୋଟେର ଫାଣ୍ଡି ଅନ୍ତର୍ଗତ ଡଙ୍ଗରୀଗୁଡା ବୁଲାଣି ୨୬ ନମ୍ବର ଜାତୀୟ ରାଜପଥ ନିକଟରେ ଶନିବାର ବିଳମ୍ବିତ ରାତିରେ...

ପ୍ରବାସୀଙ୍କ ସୁରକ୍ଷା ପାଇଁ ରଣନୀତି: ଷ୍ଟେଶନ, ସଙ୍ଗରୋଧ କେନ୍ଦ୍ରରେ ଅଧିକ ପୋଲିସ ମୁତୟନ ହେବେ

କଟକ ଅଫିସ,୩।୫: ବାହାର ରାଜ୍ୟରେ କାମ କରୁଥିବା ପ୍ରବାସୀ ଶ୍ରମିକଙ୍କ ଓଡ଼ିଶା ଫେରିବା ଆରମ୍ଭ ହୋଇଗଲାଣି। ସ୍ବତନ୍ତ୍ର ଟ୍ରେନ୍‌ ଏବଂ ବସ୍‌ରେ ସେମାନେ ଓଡ଼ିଶା ଫେରୁଛନ୍ତି।...

କରୋନା ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅଗ୍ନିକାଣ୍ଡ

କୋଡ଼ିଙ୍ଗା/ନବରଙ୍ଗପୁର,୩୦ା୪(ଡି.ଏନ୍‌.ଏ./ବି.ପ୍ର.): ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ବ୍ଲକ୍‌ ଏକୋରୀ ପଞ୍ଚାୟତ ଅଧୀନ ନୂନପାଣି ଗ୍ରାମରେ କରୋନା ସନ୍ଦିଗ୍ଧମାନଙ୍କ ପାଇଁ ନିର୍ମାଣ ହୋଇଥିବା ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ବୁଧବାର ରାତିରେ...

ସୁସ୍ଥ ହେଲେ ୧୧୫୦ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲାରୁ କେତେ

ଭୁବନେଶ୍ୱର, ୬।୮(ବ୍ୟୁରୋ): ମହାକାରୀ କରୋନାରୁ ଗୁରୁବାର ୧୧୫୦ଜଣ ସୁସ୍ଥ ହୋଇଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ରାଜ୍ୟରେ ୨୬,୮୮୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ...

Advertisement
Archives

Model This Week