ସଂଗ୍ରାମୀଙ୍କ ପରିବାର ଲୋକଙ୍କୁ ସ୍ବତନ୍ତ୍ର ପରିଚୟପତ୍ର

ବାସୁଦେବପୁର, ୩।୭ (ଡି.ଏନ.ଏ.): ବାସୁଦେବପୁର ବ୍ଲକ ଇରମ ପଞ୍ଚାୟତ ରଥପଦାଠାରେ ଶହୀଦ ମେମୋରିଆଲ ସଂଗ୍ରାମୀ ମହାସଂଘ ପକ୍ଷରୁ ବୁଧବାର ସ୍ବାଧୀନତା ଓ ଅଣବନ୍ଦୀ ସ୍ବାଧୀନତା ସଂଗ୍ରାମୀଙ୍କ ପରିବାର ଲୋକଙ୍କୁ ମାନପତ୍ର, ସ୍ବତନ୍ତ୍ର ପରିଚୟପତ୍ର ବଣ୍ଟନ କରାଯାଇଛି। ମହାସଂଘର କର୍ମକର୍ତ୍ତାଙ୍କ ଉପସ୍ଥିତିରେ ସାହିତି୍ୟକ ବନମାଳି ବାରିକ ସଂଗ୍ରାମୀ ଓ ଅଣବନ୍ଦୀ ସଂଗ୍ରାମୀଙ୍କ ପରିବାର ଲୋକଙ୍କୁ ମାନପତ୍ର ଓ ପରିଚୟପତ୍ର ବଣ୍ଟନ କରିଥିଲେ। ମୋଟ ୧୫ ଜଣଙ୍କୁ ମାନପତ୍ର ଓ ୨୪ ଜଣଙ୍କୁ ପରିଚୟପତ୍ର ପ୍ରଦାନ କରାଯାଇଛି। ସଂଘର ଏହି ଅଭିନବ ପ୍ରୟାସକୁ ସଂଗ୍ରାମୀଙ୍କ ପରିବାର ଲୋକେ ସ୍ବାଗତ କରିବା ସହ କୃତଜ୍ଞତା ଜ୍ଞାପନ କରିଥିଲେ। ଏହାଛଡ଼ା ସ୍ବତନ୍ତ୍ର ପରିଚୟପତ୍ର ପାଇଥିବା ବ୍ୟକ୍ତିମାନେ ଭଦ୍ରକ ଜିଲାପାଳ ଜ୍ଞାନରଞ୍ଜନ ଦାସଙ୍କୁ ମଧ୍ୟ ଧନ୍ୟବାଦ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନଦୀସୁଅରେ ଭାସିଗଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି

କେନ୍ଦୁଝର,୧୪ା୯(ସ୍ବ.ପ୍ର.): ତେଲକୋଇ ଥାନା ଅଧୀନ ତେଲକୋଇ ତଳସାହି ସତ୍‌ସଙ୍ଗ ସମାକୋଈ ନଦୀଘାଟରେ ପାର୍‌ ହେଉଥିଲା ବେଳେ ଜଣେ ମହିଳା ନଦୀସୁଅରେ ଭାସି ଯାଇ ନିଖୋଜ ହୋଇଯାଇଛନ୍ତି...

ଟିକ୍‌ଟକ୍‌ରେ ଶ୍ରୀମନ୍ଦିର ଭିତର ବେଢ଼ାର ଦୃଶ୍ୟ ଭାଇରାଲ ଘଟଣା: କ୍ଷମା ମାଗିଲେ ଯୁବତୀ

ପୁରୀ ଅଫିସ,୩୦।୧୦: ଶ୍ରୀମନ୍ଦିର ଭିତର ବେଢ଼ାର ଦୃଶ୍ୟକୁ ଟିକ୍‌ଟକ୍‌ ଭିଡିଓ କରି ସୋସିଆଲ ମିଡିଆରେ ଶେୟାର କରିଥିବା ଯୁବତୀ ଶେଷରେ ଭୁଲ ମାଗିଛନ୍ତି। ସେ ଭୁଲ...

ପ୍ରସଙ୍ଗ ଏକ, ବିରୋଧୀ ଦୁଇଫାଳ: ସିବିଆଇ ତଦନ୍ତ ଦାବି ନେଇ ଭାଜପା ସଦସ୍ୟଙ୍କ ହଟ୍ଟଗୋଳ, ଦୁଇଥର ଗୃହ ମୁଲତବୀ

ଭୁବନେଶ୍ୱର, ୧୪।୧୧(ବ୍ୟୁରୋ)- ଇସ୍ୟୁ ଗୋଟିଏ। ମାତ୍ର ବିରୋଧୀ ଦୁଇଫାଳ। ଗତ ଅଧିବେଶନ ଭଳି ଚଳିତ ଅଧିବେଶନରେ ମଧ୍ୟ ମୁଖ୍ୟ ବିରୋଧୀ ଭାଜପା ଓ କଂଗ୍ରେସ ପୃଥକ୍‌...

ଆକାଶଦୀପ ଵାଣ ଖସିପଡି ଗୋପଵନ୍ଧୁ ଙ୍କ ଷଠିଘରେ ଅଗ୍ନିକାଣ୍ଡ

ସାକ୍ଷୀଗୋପାଳ, ୨୪।୧୦ (ଡି. ଏନ୍. ଏ)ପୁରୀଜିଲ୍ଲା ସତ୍ୟଵାଦୀ ବ୍ଲକ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଷଠିଘରେ ଦୀପାବଳୀ ସନ୍ଧ୍ୟାରେ ଆକଷ୍ମିକ ଅଗ୍ନିକାଣ୍ଡ ଘଟିଛି। ଦୀପାବଳିରେ ଅବସରରେ...

୫ ବିଦେଶ ଫେରନ୍ତାଙ୍କ ସ୍ବାବ୍‌ ପରୀକ୍ଷା ପାଇଁ ପଠାଗଲା

ଖୋର୍ଦ୍ଧା ଅଫିସ,୨୮ା୩: କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ଶୁକ୍ରବାର ଜିଲାର ୫ଜଣ ବିଦେଶ ଫେରନ୍ତା...

ପାଟକୁରାରେ ଖବରଦାତାଙ୍କୁ ଦୁର୍ବ୍ୟବହାର ଘଟଣା : ବିଧାନସଭାରେ ହଟ୍ଟଗୋଳ; କେନ୍ଦ୍ରାପଡ଼ା ଏସ୍‌ପିଙ୍କ ନିଲମ୍ବନ ଦାବି

ଭୁବନେଶ୍ୱର,୧୮।୭(ବ୍ୟୁରୋ) : ଖବରଦାତାଙ୍କୁ ଦୁର୍ବ୍ୟବହାର କରିଥିବା କେନ୍ଦ୍ରାପଡ଼ା ଏସ୍‌ପିଙ୍କୁ ହଟାଯାଉ, ନଚେତ୍‌ ଗୃହ ଚଳାଇ ଦେବୁ ନାହିଁ। ଏହି ପ୍ରସଙ୍ଗକୁ ନେଇ ବିରୋଧୀ ଦଳ ବିଧାନସଭାରେ...

ୟୁଏସ-ଇଣ୍ଡିଆ ଷ୍ଟ୍ରାଟେଜିକ ପାର୍ଟନରଶିପ୍‌ ଫୋରମ୍‌ ଅଧ୍ୟକ୍ଷଙ୍କ ସହ ଧର୍ମେନ୍ଦ୍ରଙ୍କ ଆଲୋଚନା

ଭୁବନେଶ୍ୱର, ୨୪ା୭(ବ୍ୟୁରୋ): ୟୁଏସ-ଇଣ୍ଡିଆ ଷ୍ଟ୍ରାଟେଜିକ ପାର୍ଟନରଶିପ୍‌ ଫୋରମ୍‌ର ଅଧ୍ୟକ୍ଷ ତଥା ସିଇଓ ମୁକେଶ ଅଘିଙ୍କ ସହ ମଙ୍ଗଳବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସାକ୍ଷାତ କରିଛନ୍ତି। ଏହି...

ବନ୍ଦ ପଡ଼ିଛି ରାଜ୍ୟର ୫ ଚିନିକଳ

ଯାଜପୁର ଅଫିସ,୨୬ା୪: ରାଜ୍ୟରେ ଖଣିଜ ସମ୍ପଦଭିତ୍ତିକ ଶିଳ୍ପାୟନକୁ ବିକାଶର ଏକମାତ୍ର ଆଧାର ଭାବେ ସରକାର ପ୍ରୋତ୍ସାହିତ କରୁଛନ୍ତି। ଏହାଦ୍ୱାରା କୃଷିର କିପରି ବିନାଶ ସାଧିତ ହେଉଛି...

Advertisement
Archives

Model This Week