ସଂଗ୍ରାମୀଙ୍କ ପରିବାର ଲୋକଙ୍କୁ ସ୍ବତନ୍ତ୍ର ପରିଚୟପତ୍ର

ବାସୁଦେବପୁର, ୩।୭ (ଡି.ଏନ.ଏ.): ବାସୁଦେବପୁର ବ୍ଲକ ଇରମ ପଞ୍ଚାୟତ ରଥପଦାଠାରେ ଶହୀଦ ମେମୋରିଆଲ ସଂଗ୍ରାମୀ ମହାସଂଘ ପକ୍ଷରୁ ବୁଧବାର ସ୍ବାଧୀନତା ଓ ଅଣବନ୍ଦୀ ସ୍ବାଧୀନତା ସଂଗ୍ରାମୀଙ୍କ ପରିବାର ଲୋକଙ୍କୁ ମାନପତ୍ର, ସ୍ବତନ୍ତ୍ର ପରିଚୟପତ୍ର ବଣ୍ଟନ କରାଯାଇଛି। ମହାସଂଘର କର୍ମକର୍ତ୍ତାଙ୍କ ଉପସ୍ଥିତିରେ ସାହିତି୍ୟକ ବନମାଳି ବାରିକ ସଂଗ୍ରାମୀ ଓ ଅଣବନ୍ଦୀ ସଂଗ୍ରାମୀଙ୍କ ପରିବାର ଲୋକଙ୍କୁ ମାନପତ୍ର ଓ ପରିଚୟପତ୍ର ବଣ୍ଟନ କରିଥିଲେ। ମୋଟ ୧୫ ଜଣଙ୍କୁ ମାନପତ୍ର ଓ ୨୪ ଜଣଙ୍କୁ ପରିଚୟପତ୍ର ପ୍ରଦାନ କରାଯାଇଛି। ସଂଘର ଏହି ଅଭିନବ ପ୍ରୟାସକୁ ସଂଗ୍ରାମୀଙ୍କ ପରିବାର ଲୋକେ ସ୍ବାଗତ କରିବା ସହ କୃତଜ୍ଞତା ଜ୍ଞାପନ କରିଥିଲେ। ଏହାଛଡ଼ା ସ୍ବତନ୍ତ୍ର ପରିଚୟପତ୍ର ପାଇଥିବା ବ୍ୟକ୍ତିମାନେ ଭଦ୍ରକ ଜିଲାପାଳ ଜ୍ଞାନରଞ୍ଜନ ଦାସଙ୍କୁ ମଧ୍ୟ ଧନ୍ୟବାଦ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଳାତ୍କାରୀ ଶିକ୍ଷକଙ୍କୁ ୨୦ବର୍ଷ ଜେଲ

ଢେଙ୍କାନାଳ ଅଫିସ, ୩।୩-ଢେଙ୍କାନାଳ ପୋକ୍‌ସୋ ଅଦାଲତରେ ସୋମବାର ଏକ ଦୃଷ୍ଟିହୀନ ନାବାଳିକା ବଳାତ୍କାର ମାମଲାର ରାୟ ପ୍ରକାଶ ପାଇଛି। ବିଚାରପତି ରାଜକିଶୋର ମହାପାତ୍ର ଅଭିଯୁକ୍ତ ସ୍କୁଲ...

ନ୍ୟାୟ ପାଇଁ ଦିବାରାତ୍ର ଅନଶନରେ ଛାତ୍ରୀଛାତ୍ର

ବାଲେଶ୍ୱର ଅଫିସ,୨୮।୧୧- ତ୍ରୁଟିପୂର୍ଣ୍ଣ ବ୍ୟବସ୍ଥା ଯୋଗୁ ରାଜ୍ୟର ଫକୀରମୋହନ ବିଶ୍ୱବିଦ୍ୟାଳୟ, ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ, ସମ୍ବଲପୁର ବିଶ୍ୱବିଦ୍ୟାଳୟ ଓ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଭଳି ୪ଗୋଟି ବିଶ୍ୱବିଦ୍ୟାଳୟର...

ମହାପ୍ରଭୁଙ୍କୁ ନେଇ କାର୍ଟୁନ: ଶ୍ରଦ୍ଧାଳୁ, ସେବାୟତଙ୍କ ନାପସନ୍ଦ

ପୁରୀ ଅଫିସ,୫।୭: ମହାପ୍ରଭୁଙ୍କୁ ନେଇ ହୋଇଥିବା ଏକ କାର୍ଟୁନ ଚିତ୍ର ସୋସିଆଲ ମିଡିଆରେ ଭାଇରାଲ ହେଉଛି। ନୀଳାଦ୍ରିବିଜେ କାହାଣୀକୁ ନେଇ ଏହି କାର୍ଟୁନ କରାଯାଇଛି। ଭାଇ,...

ରାଜଧାନୀରୁ ଆଜି ୩୫୧ ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୧୪।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୧୩ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ...

ଭୁବନେଶ୍ୱରରେ ପୁଣି କରୋନା ପଜିଟିଭ

ଭୁବନେଶ୍ୱର,୭।୫(ବ୍ୟୁରୋ)-ପୁଣି ଭୁବନେଶ୍ୱରରେ ଚିହ୍ନଟ ହୋଇଛନ୍ତି କରୋନା ପଜିଟିଭ। ଗୁରୁବାର ସାରେ ଭୁବନେଶ୍ୱର ମହାନଗର ନିଗମ ଅଧିନରେ ଥିବା ମଞ୍ଚେଶ୍ୱର , ଭିଏସ୍‌ଏସ୍‌ନଗର ଓ ସୂର୍ଯ୍ୟନଗର ଅଞ୍ଚଳରୁ...

ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଚାଷୀ ମେଳି

ସଜନାଗଡ଼, ୧୫।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଧୀନ ଆରବନ୍ଧ ପଡ଼ିଆରେ ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଶୁକ୍ରବାର ସନ୍ଧ୍ୟାରେ ଦୁଇ ଶହ ଚାଷୀଙ୍କୁ ନେଇ ଏକ...

ଖେଳପଡ଼ିଆ ପାଇଁ ଅଣ୍ଟା ଭିଡ଼ିଲା ପରିଚାଳନା କମିଟି:ଜବରଦଖଲ ଉଚ୍ଛେଦ ଦାବି

ଭୁବନ ୧୭।୯(ଡି.ଏନ.ଏ.) ଭୁବନ ଏନ୍‌ଏସି ଅଧୀନ ୩ନଂ. ଓ୍ବାର୍ଡ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଆଖପାଖ ଅଞ୍ଚଳକୁ ଜବରଦଖଲ ମୁକ୍ତ କରିବାକୁ ଦାବି କରିଛି ପରିଚାଳନା...

ଜଳିଗଲା ଘର: ଲାଗିଲାନି ଦମକଳ କେନ୍ଦ୍ରର ଫୋନ

ବସ୍ତା,୨୮।୩ (ଡି.ଏନ.ଏ.)-ରୂପ୍‌ସା ଥାନା ବରହମପୁର ଝିଙ୍କିରିଆ ଗ୍ରାମରେ ଶୁକ୍ରବାର ଅଗ୍ନିକାଣ୍ଡ ଘଟି ଘର ଜଳିଯାଇଛି। ମଧ୍ୟାହ୍ନରେ ଶ୍ୟାମସୁନ୍ଦର ମାରାଣ୍ଡିଙ୍କ ଘରେ ନିଆଁ ଲାଗିଯାଇଥିଲା। ଜରୁରୀ ସମୟରେ...

Play 250+ Trending Games
Archives

Model This Week

Why Dharitri