Posted inଜାତୀୟ

‘ସଂଘୀୟ ବ୍ୟବସ୍ଥାକୁ ସୁଦୃଢ଼ କରନ୍ତୁ ମୋଦି’

ନୂଆଦିଲ୍ଲୀ,୧୩ା୫ (ଆଇଏଏନ୍‌ଏସ୍‌): ଦେଶର ସଂଘୀୟ ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ନିୟମିତ ଭାବେ ଭେଟି ଆଲୋଚନା କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କଂଗ୍ରେସ ପକ୍ଷରୁ ପରାମର୍ଶ ଦିଆଯାଇଛି। କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ଘନିଷ୍ଠ ସହଯୋଗୀ ତଥା ଏଆଇସିସି କୋଷାଧ୍ୟକ୍ଷ ଅହମଦ ପଟେଲ କହିଛନ୍ତି ଯେ, ବର୍ତ୍ତମାନ ପ୍ରଧାନମନ୍ତ୍ରୀ ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା କରୁଛନ୍ତି। ଏହା ଆମର ସଂଘୀୟ ବ୍ୟବସ୍ଥାକୁ ସୁଦୃଢ଼ କରିବ। ଏହି ବ୍ୟବସ୍ଥା ମହାମାରୀ ପରେ ମଧ୍ୟ ଜାରି ରହିବା ଉଚିତ ବୋଲି ସେ ଟୁଇଟ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜମ୍ମୁ-କଶ୍ମୀରରେ ଅତିରିକ୍ତ ୧୦ ହଜାର ସୁରକ୍ଷାକର୍ମୀ: ପ୍ରତି ପଞ୍ଚାୟତରେ ଅଗଷ୍ଟ ୧୫ରେ ଜାତୀୟ ପତାକା ହେବ ଉତ୍ତୋଳନ

ଶ୍ରୀନଗର,୩୧।୭: ଜମ୍ମୁ-କଶ୍ମୀରକୁ ୧୦ ହଜାର ଅତିରିକ୍ତ ସୁରକ୍ଷାକର୍ମୀଙ୍କୁ ପଠାଯିବା ଯିବା ନେଇ ନାନା ଆଲୋଚନା ହେଉଛି। ତେବେ ଏବେ କୁହାଯାଉଛି ଯେ, କେନ୍ଦ୍ର ସରକାର ସ୍ବାଧୀନତା...

ସମ୍ପୂର୍ଣ୍ଣ ରାୟ ନ ଲେଖି ଚୂଡ଼ାନ୍ତ ଭାଗ ଶୁଣାଇବା ମନା: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୩ା୪: ଜଣେ ବିଚାରପତି କୌଣସି ମାମଲାର ସମ୍ପୂର୍ଣ୍ଣ ରାୟ ପ୍ରସ୍ତୁତ ନ କରି କୋର୍ଟରେ ଚୂଡ଼ାନ୍ତ ଭାଗ ଶୁଣାଇପାରିବେ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। କର୍ନାଟକ...

ଟିଏମସି ନେତା ଅଭିଷେକ ବାନାର୍ଜୀଙ୍କୁ ଇଡିର ସମନ

କୋଲକାତା,୮।୬: ତୃଳମୂଳ କଂଗ୍ରେସ (ଟିଏମସି) ନେତା ଅଭିଷେକ ବାନାର୍ଜୀଙ୍କୁ ଶିକ୍ଷକ ନିଯୁକ୍ତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ଗୁରୁବାର ସମନ ଜାରି କରିଛି। ସୂତ୍ରରୁ ପ୍ରକାଶ ଯେ, ଇଡି...

ମାଓବାଦୀଙ୍କ ବୈଠକ ଯୋଗୁ ଗାଁରେ ବ୍ୟାପୁଛି କରୋନା ମହାମାରୀ ସଂକ୍ରମଣ…

ରାୟପୁର/ସୁକମା,୨୯।୫: ଛତିଶଗଡ଼ରେ ମାଓବାଦୀଙ୍କ ବୈଠକ ଯୋଗୁ ଜଙ୍ଗଲ ମଧ୍ୟରେ ଥିବା ଆଦିବାସୀ ଗାଁଗୁଡ଼ିକରେ କରୋନା ସଂକ୍ରମଣ ବ୍ୟାପିବାରେ ଲାଗିଛି। ସୁକମା ଅଞ୍ଚଳରେ ଥିବା ଆଦିବାସୀ ଗାଁ...

ଆଖୁ ଚୋପରୁ ତିଆରି ହେଉଛି ମାସ୍କ: ୩୦ ଥର ହୋଇପାରିବ ବ୍ୟବହାର

ନୂଆଦିଲ୍ଲୀ,୧୯।୭: କରୋନା ସଂକ୍ରମଣ ରୋକିବାକୁ ମାସ୍କ ପିନ୍ଧିବା ଜରୁରୀ ବୋଲି କହିଛନ୍ତି ସ୍ବାସ୍ଥ୍ୟବଜ୍ଞାନୀ ଓ ଡାକ୍ତର। କରୋନା ଭଳି ଏକ ଅଦୃଶ୍ୟ ମହାମାରୀ ସହ ଲଢିବାକୁ...

ମହାରାଷ୍ଟ୍ରରେ ଜଳ ତାଣ୍ଡବ

ମୁମ୍ବାଇ,୩ା୭ (ପି.ଟି.): ମୁମ୍ବାଇରେ ବର୍ଷା ବିତ୍ପାତ ସଙ୍ଗିନ ରୂପ ଧାରଣ କରିଛି। ଲଗାଣ ବର୍ଷା ଯୋଗୁ ବାଣିଜି୍ୟକ ରାଜଧାନୀ ମୁମ୍ବାଇ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଛି। କେବଳ...

ଶାଶୁ, ଶ୍ୱଶୁରଙ୍କ ଯତ୍ନ ନେଲେ ମିଳିବ ଉପହାର

ଚଣ୍ଡିଗଡ,୨୬।୮: ସମାଜରେ ଶାଶୁ-ବୋହୂ କଳି ବହୁ ପୁରୁଣା। କେତେବେଳେ ବୋହୂ ଶାଶୁଙ୍କୁ ପିଟିଲାଣି ତ ଆଉ କେତେବେଳେ ଶାଶୁ ବୋହୂକୁ ନିର୍ଯାତନା ଖବର ଚର୍ଚ୍ଚାକୁ ଆସେ।...

ଆତଙ୍କବାଦ ପ୍ରତି ଶୂନ୍ୟ ସହନଶୀଳ ନୀତି ରହିବ ଜାରି : ଶାହା…

ହାଇଦ୍ରାବାଦ,୧୨।୩ : ହାଇଦ୍ରାବାଦରେ ସିଆଇଏସଏଫର ୫୪ ତମ ସ୍ଥାପନା ଦିବସ ପରେଡରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଯୋଗ ଦେଇ ଦେଶରେ ଆତଙ୍କବାଦ, ମାଓବାଦ ଏବଂ...

Advertisement
Archives

Model This Week