Posted inଜାତୀୟ

‘ସଂଘୀୟ ବ୍ୟବସ୍ଥାକୁ ସୁଦୃଢ଼ କରନ୍ତୁ ମୋଦି’

ନୂଆଦିଲ୍ଲୀ,୧୩ା୫ (ଆଇଏଏନ୍‌ଏସ୍‌): ଦେଶର ସଂଘୀୟ ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ନିୟମିତ ଭାବେ ଭେଟି ଆଲୋଚନା କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କଂଗ୍ରେସ ପକ୍ଷରୁ ପରାମର୍ଶ ଦିଆଯାଇଛି। କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ଘନିଷ୍ଠ ସହଯୋଗୀ ତଥା ଏଆଇସିସି କୋଷାଧ୍ୟକ୍ଷ ଅହମଦ ପଟେଲ କହିଛନ୍ତି ଯେ, ବର୍ତ୍ତମାନ ପ୍ରଧାନମନ୍ତ୍ରୀ ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା କରୁଛନ୍ତି। ଏହା ଆମର ସଂଘୀୟ ବ୍ୟବସ୍ଥାକୁ ସୁଦୃଢ଼ କରିବ। ଏହି ବ୍ୟବସ୍ଥା ମହାମାରୀ ପରେ ମଧ୍ୟ ଜାରି ରହିବା ଉଚିତ ବୋଲି ସେ ଟୁଇଟ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସବୁ ଅଣଗେଜେଟେଡ ପଦବୀ ଲାଗି ଗୋଟିଏ ପରୀକ୍ଷା

ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ବଜେଟରେ ଯୁବପିଢ଼ିଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ସମସ୍ତ ଅଣଗେଜେଟେଡ ସରକାରୀ ପଦବୀରେ ନିଯୁକ୍ତି ପାଇଁ ଗୋଟିଏ ପରୀକ୍ଷା ବ୍ୟବସ୍ଥା...

ଆତଙ୍କବାଦୀରୁ ସମାଜସେବୀ

ଜଣଙ୍କ ମନରେ କେତେବେଳେ ପରିବର୍ତ୍ତନ ଆସିବ ତାହା କହିହୁଏନି , ଯେମିତି ଘଟିଛି ଆସାମର ମୋନି ମାନିକ ଗୋଗୋଇଙ୍କ କ୍ଷେତ୍ରରେ। ମୋନିଙ୍କୁ ବୟସ ଏବେ ୫୭...

ବନ୍ଦ ହେଲା ୟାହୁର ନ୍ୟୁଜ ୱେବସାଇଟ୍‌

ନୂଆଦିଲ୍ଲୀ,୨୬।୮: ଭାରତରେ ୟାହୁ ତା’ର ନ୍ୟୁଜ ୱେବସାଇଟ୍‌ ଗୁରୁବାର ବନ୍ଦ କରିଦେଇଛି। ଏଗୁଡ଼ିକ ମଧ୍ୟରେ ୟାହୁ ନ୍ୟୁଜ, ୟାହୁ କ୍ରିକେଟ ଫାଇନାନ୍ସ, ଏଣ୍ଟରଟେନମେଣ୍ଟ ଓ ମେକର୍ସ...

ପୋଲିସ ବସ ଉପରେ ଗୁଳି ବର୍ଷା

ଶ୍ରୀନଗର,୧୩।୧୨: ଶ୍ରୀନଗରର ଉପକଣ୍ଠ ଜଓ୍ବୋନ ଅଞ୍ଚଳରେ ଏକ ପୋଲିସ ବସ୍‌ ଉପରେ ସୋମବାର ସନ୍ଧ୍ୟାରେ ଆଖି ବୁଜା ଗୁଳି ଚଳାଇଛନ୍ତି ଦୁଇ ଆତଙ୍କବାଦୀ। ଏହି ଆକ୍ରମଣରେ...

‘ଶାନ୍ତିପୂର୍ଣ୍ଣ ପ୍ରତିବାଦ ସମସ୍ତଙ୍କ ଅଧିକାର’

ନୂଆଦିଲ୍ଲୀ,୨୯ା୧୨(ପି.ଟି.): ସିଏଏକୁ ନେଇ ଦେଶବ୍ୟାପୀ ବିକ୍ଷୋଭ ପ୍ରଦର୍ଶନ କରାଯାଉଥିବାବେଳେ ଗଣତନ୍ତ୍ରରେ ପ୍ରତିବାଦ କରିବା ଅଧିକାର ସମସ୍ତଙ୍କର ରହିଛି ବୋଲି ଉପରାଷ୍ଟ୍ରପତି ଏମ୍‌. ଭେଙ୍କାୟା ନାଇଡୁ କହିଛନ୍ତି।...

ଡ୍ରଗ୍ସ୍‌ ଚୋରା ଚାଲାଣକୁ ରୋକିବ ସିମ୍ସ୍‌, ୨୬ ଦେଶ ସହିତ ବୁଝାମଣା…

ନୂଆଦିଲ୍ଲୀ,୪।୧୦: ଆଫଗାନିସ୍ତାନରେ ତାଲିବାନ୍‌ର କ୍ଷମତା ଦଖଲ ପରେ ଭାରତ ସରକାରଙ୍କ ପକ୍ଷରୁ ସୀମା ପାର୍‌ ଡ୍ରଗ୍ସ୍‌ ଚୋରା ଚାଲାଣ ପାଇଁ ସତର୍କତା ମୂଳକ ପଦକ୍ଷେପ ଗ୍ରହଣ...

ସରିଲା ଚର୍ଚ୍ଚିତ ଆଇଏଏସ୍‌ ଅଫିସର ଯୋଡ଼ି ଟିନା- ପ୍ରଦୀପଙ୍କ ବିବାହ: ସାମ୍ନାକୁ ଆସିଲା ଫଟୋ

ନୂଆଦିଲ୍ଲୀ,୨୨।୪: ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି ଚର୍ଚ୍ଚିତ ଆଇଏଏସ୍‌ ଅଫିସର ଯୋଡ଼ି ଟିନା ଡାବି ଏବଂ ଡା. ପ୍ରଦୀପ ଗାୱେଣ୍ଡେ। ଜୟପୁରର ଏକ ପଞ୍ଚତାରକା ହୋଟେଲରେ...

ଅଜୟ କୁମାର ଭଲ୍ଲା ନୂଆ ସ୍ବରାଷ୍ଟ୍ର ସଚିବ

ନୂଆଦିଲ୍ଲୀ,୨୨।୮: ଅଜୟ କୁମାର ଭଲ୍ଲା ନୂଆ ସ୍ବରାଷ୍ଟ୍ର ସଚିବ ଭାବେ ନିଯୁକ୍ତ ହୋଇଛନ୍ତି। ୧୯୮୪ ବ୍ୟାଚ୍‌ର ଏହି ଆଇଏଏସ୍‌ ଅଫିସର ପୂର୍ବରୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ବିଶେଷ...

Advertisement
Archives

Model This Week