ସଂଜୀବ ନାୟକ ହେଲେ ଭାଜପା ମିଡିଆ ସେଲର ଜିଲା ସଂଯୋଜକ

କେନ୍ଦୁଝର,୨୩।୫(ସ୍ବ.ପ୍ର.): ଭାଜପା ପକ୍ଷରୁ ଜିଲା ମିଡିଆ ସେଲର କର୍ମକର୍ତ୍ତା ଘୋଷଣା କରାଯାଇଛି। ସଂଜୀବ ନାୟକଙ୍କୁ ଜିଲା ସଂଯୋଜକ ଭାବେ ଚୟନ କରାଯାଇଛି। ସେହିପରି ବିଶ୍ୱଜିତ ତ୍ରିପାଠୀ ସଦର ନିର୍ବାଚନ ମଣ୍ଡଳୀର ସଂଯୋଜକ ହୋଇଥିବା ବେଳେ ପାଟଣା ନିର୍ବାଚନ ମଣ୍ଡଳୀର ସଂଯୋଜକ ଭାବେ ସବୀର ଦାସ, ଚମ୍ପୁଆ ନିର୍ବାଚନମଣ୍ଡଳୀ ପାଇଁ ସାନ୍ତନୁ ଦାସ, ତେଲକୋଇ ନିର୍ବାଚନ ମଣ୍ଡଳୀ ପାଇଁ ଅଭୟ କୁମାର ରଥ, ଘଷିପୁରା ନିର୍ବାଚନମଣ୍ଡଳୀ ପାଇଁ ଜୟଦେବ ଗିରି, ଆନନ୍ଦପୁର ନିର୍ବାଚନମଣ୍ଡଳୀ ପାଇଁ ନିରାକାର ଦଳେଇଙ୍କୁ ସଂଯୋଜକ ଭାବେ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏକୁଲରେ ଖୁବ୍‌ଶୀଘ୍ର ବିଏସ୍‌ଏନ୍‌ଏଲ୍‌ ସେବା

କାମାକ୍ଷାନଗର, ୧୯।୧୨(ଡି.ଏନ୍‌.ଏ.)  ଢେଙ୍କାନାଳ ଜିଲାର ଆଦିବାସୀ ଅଧ୍ୟୁଷିତ କଙ୍କଡ଼ାହାଡ଼ ବ୍ଲକର ଦୁର୍ଗମ କାନ୍ତୋଲ ପଞ୍ଚାୟତର କଳେବର ବଦଳାଇବାକୁ ଆରମ୍ଭ ହୋଇଛି ପ୍ରଶାସନିକ ପ୍ରୟାସ। ଶନିବାର ଜିଲାପାଳ ସରୋଜ...

ଜାତୀୟ ସାଧାରଣତନ୍ତ୍ର ଦିବସ ପରେଡ୍‌ରେ ଭାଗ ନେବ କଳାହାଣ୍ଡିର ନୃତ୍ୟ ଦଳ

ଭବାନୀପାଟଣା,୧।୧(ଡି.ଏନ.ଏ.): କଳାହାଣ୍ଡି ଜିଲା ଭାନୀପାଟଣା ପ୍ରତିଭା ଅନୁଷ୍ଠାନର ବଜାଶାଲ ନୃତ୍ୟ ଦଳ ଜାତୀୟ ପରେଡ୍‌ରେ ଯୋଗଦେବା ପାଇ ମନୋନୀତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଧ୍ୟାନାନନ୍ଦ ପଣ୍ଡା...

‘ଧାନର ଏନ୍ତୁଡ଼ି ଶାଳ ଓଡ଼ିଶାର ମାଟି’

ବାଲେଶ୍ୱର ଅଫିସ,୫।୧-ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟର ନୂଆପାଢ଼ୀ ସ୍ଥିତ ନୂତନ ପରିସରରେ ସ୍ନାତକୋତ୍ତର ପରିଷଦ ତରଫରୁ ସ୍ବଦେଶୀ ପ୍ରଜାତିର ଖାଦ୍ୟଶସ୍ୟ, ପନିପରିବାର ଉପାଦେୟତା ଏବଂ ଏହାର ସଂରକ୍ଷଣ...

ମନ୍ତ୍ରୀ ସୁଶାନ୍ତ ସିଂଙ୍କ ହ୍ୟାଟ୍ରିକ:୨୩,୩୩୦ ଖଣ୍ଡ ଭୋଟରେ ବିଜୟୀ ହେଲେ

ସୋହେଲା/ଭଟଲି, ୨୪-୫(ଡି.ଏନ.ଏ):ବରଗଡ ଜିଲା ଭଟଲି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଚଳିତ ନିର୍ବାଚନରେ ଶ୍ରମ ଓ ଶକ୍ତିମନ୍ତ୍ରୀ ସୁଶାନ୍ତ ସିଂ ତୃତୀୟ ଥର ପାଇଁ ବିଜୟ ହାସଲ...

ତାଳସଜ ବେପାରରେ ଚଳୁଛି ପରିବାର

ସିମୁଳିଆ,୧୭।୫-ମହାମାରୀ କରୋନା ସମୟରେ କ୍ଷୁଦ୍ର ବ୍ୟବସାୟୀମାନେ ଜୀବିକା ହରାଇ ନିରାଶ ହୋଇପଡିଥିବା ବେଳେ ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ଗୌଡ଼ଦିଆ ଅଞ୍ଚଳର ୬୪ବର୍ଷୀୟ ବ୍ରଜ ଶିଅଳ...

୩ ଗୋରୁ ବୋଝେଇ ଟ୍ରକ ଜବତ, ୬ ଅଟକ

ରୂପସା/ଜଳେଶ୍ୱର, ୨୩ା୬(ଡି.ଏନ.ଏ.): ବାଲେଶ୍ୱର ୬୦ନଂ. ଜାତୀୟ ରାଜପଥ ଗୋ-ଚାଲାଣକାରୀଙ୍କ ପାଇଁ ଭୂସ୍ବର୍ଗ ପାଲଟିଛି। ନିୟମିତ ଗୋଚାଲାଣ ହେବା ଆଉ ବିଭିନ୍ନ ସମୟରେ ପୋଲିସ ପକ୍ଷରୁ ଚଢାଉ ହେଉଥିଲେ...

ମୁଖ୍ୟମନ୍ତ୍ରୀ ସଡ଼କ ନିର୍ମାଣ ନିମ୍ନମାନର

ବଇଣ୍ଡା, ୧୨ା୩(ଡି.ଏନ.ଏ.) ଜଙ୍ଗଲ ଅଧ୍ୟୁଷିତ ଅଞ୍ଚଳକୁ ଗମନାଗମନ ସୁବିଧା ପାଇଁ ସରକାର ପକ୍କା ରାସ୍ତା ନିର୍ମାଣର ଯୋଜନା କରିଥିଲେ ହେଁ କେତେଜଣ ବିଭାଗୀୟ ଅଧିକାରୀ ଓ ଠିକାଦାରଙ୍କ...

ଗାଁମୁହାଁ ବଣୁଆ ହାତୀ, ଲୋକେ ଆତଙ୍କିତ

ନୂଆଗାଁ,୨୯ା୭ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ତଥା ମହିପୁର ବନାଞ୍ଚଳ ଅଧୀନରେ ଥିବା ଜାକେଡା ପଞ୍ଚାୟତର ବିଭିନ୍ନ ଗ୍ରାମ ନିକଟକୁ ଫସଲ ଖାଇବା ପାଇଁ...

Advertisement
Archives

Model This Week