Posted inଜାତୀୟ

ସଂରକ୍ଷଣକୁ ନେଇ ବିତର୍କ ଆବଶ୍ୟକ ନାହିଁ: ପାଶ୍ୱାନ

ନୂଆଦିଲ୍ଲୀ,୨୧ା୮(ପି.ଟି.): ସ୍ଥାନ ସଂରକ୍ଷଣ ସମାଜର ଦୁର୍ବଳ ଶ୍ରେଣୀ ଜନତାଙ୍କ ସାମ୍ବିଧାନିକ ଅଧିକାର। ଏହାକୁ ନେଇ ବିତର୍କର କୌଣସି ଆବଶ୍ୟକତା ନାହିଁ ବୋଲି ଭାଜପା ସହଯୋଗୀ ଲୋକ ଜନଶକ୍ତି ପାର୍ଟିର ଅଧ୍ୟକ୍ଷ ତଥା କେନ୍ଦ୍ରମନ୍ତ୍ରୀ ରାମବିଳାସ ପାଶ୍ୱାନ ମଙ୍ଗଳବାର କହିଛନ୍ତି। କେଉଁମାନେ ସଂରକ୍ଷଣକୁ ସମର୍ଥନ କରନ୍ତି ଓ କେଉଁମାନେ ଏହାର ବିରୋଧ କରୁଛନ୍ତି ତାହା ଉପରେ ବିତର୍କ ଏକ ସୌହାର୍ଦ୍ଦ୍ୟପୂର୍ଣ୍ଣ ବାତାବରଣରେ ହେବା ଆବଶ୍ୟକ ବୋଲି ରାଷ୍ଟ୍ରୀୟ ସ୍ବୟଂସେବକ ସେବକ ସଂଘ (ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତ ସୋମବାର କହିବା ପରେ ପାଶ୍ୱାନ ଉପରୋକ୍ତ ମନ୍ତବ୍ୟ ଦେଇଛନ୍ତି। ତେବେ ଭାଗବତଙ୍କ ମନ୍ତବ୍ୟ ଉପରେ ସେ ସିଧାସଳଖ କୌଣସି ମତାମତ ଦେଇନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ରୁମ୍‌ ଭିତରୁ ମିଳିଲା ଯୁକ୍ତ ୨ ଛାତ୍ରଙ୍କ ଝୁଲନ୍ତା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ଫୁଲବାଣୀ,୨୦।୪(ରାକେଶ କୁମାର ରାଉତ): ଫୁଲବାଣୀ ନବୋଦୟ ବିଦ୍ୟାଳୟର ଜଣେ ଯୁକ୍ତ ଦୁଇ ଛାତ୍ରଙ୍କ ଝୁଲନ୍ତା ମୃତଦେହ ହଷ୍ଟେଲ ରୁମ୍‌ ଭିତରୁ ଉଦ୍ଧାର କରାଯାଇଛି। ମୃତକ ଜଣକ ଗୋଛାପଡ଼ା…

ଚୋରାଚାଲାଣ ହେଉଥିଲା କମର୍ସିଆଲ ଗ୍ୟାସ, ଅଚାନକ ଚଢାଉ କଲା ଯୋଗାଣ ବିଭାଗ, ଜବତ ହେଲା ଏତେ…

ଭବାନୀପାଟଣା/ଜୁନାଗଡ଼,୨୦।୪(ଉତ୍ତମ ଦାଶ/ସୁନୀଲ କୁମାର ସିଂ): କଳାହାଣ୍ଡି ଜିଲା ଜୁନାଗଡ଼ ସହର ଦେଇ ରାୟପୁରକୁ ଚୋରାଚାଲାଣ ହେଉଥିବା ଏକ ବ୍ୟବସାୟିକ (କମର୍ସିଆଲ) ଗ୍ୟାସ ବୋଝେଇ ପିକ୍‌ଅପ୍‌ ଉପରେ ସୋମବାର…

ରାତିରେ ଘରେ ପଶି କରିଥିଲେ ଚୋରି: ନାବାଳକଙ୍କ ସହ ଜଣେ ଅଟକ

ଆନନ୍ଦପୁର/ହାଟଡିହୀ,୨୦l୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ସୋସୋ ଥାନା ଜମ୍ଭୀରା ଗ୍ରାମରେ ଗତ ଶନିବାର ରାତିରେ ଜଣେ ବ୍ୟକ୍ତିଙ୍କ ଘରେ ପଶି ଚୋରି କରିବା ଅଭିଯୋଗରେ ପୋଲିସ…

ମୋଦିଙ୍କ ଗସ୍ତ ପୂର୍ବରୁ ଅଘଟଣ: କାର୍ଯ୍ୟକ୍ରମ ବାତିଲ ଘୋଷଣା

ଜୟପୁର,୨୦।୪: ରାଜସ୍ଥାନର ବାଲୋତ୍ରା ଜିଲାର ପାଚପଦରା ରିଫାଇନାରୀରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରିଫାଇନାରୀ ଉଦଘାଟନ କରିବାର କାର୍ଯ୍ୟକ୍ରମ ଥିଲା, କିନ୍ତୁ…

ପ୍ରକାଶ ପାଇଲା JEE ମେନ୍‌ ସେସନ-୨ ରେଜଲ୍ଟ

ନୂଆଦିଲ୍ଲୀ,୨୦।୪: ସାରା ଦେଶ ମଧ୍ୟରେ ଲକ୍ଷ ଲକ୍ଷ ଛାତ୍ରୀଛାତ୍ରଙ୍କ ଅପେକ୍ଷାର ଅନ୍ତ ଘଟିଛି। ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (NTA) JEE ମେନ୍‌ ୨୦୨୬ ସେସନ-୨ର ରେଜଲ୍ଟ ପ୍ରକାଶ…

ସ୍ତ୍ରୀ-ପୁଅଙ୍କ ସହ କାର୍‌ରେ ଯାଉଥିଲେ, ସାମ୍ନାରୁ ବସ୍‌ ସହ ହେଲା ଧକ୍କା, ଘଟଣାସ୍ଥଳରେ…

ଆନନ୍ଦପୁର ୨୦।୪(ସୁଶାନ୍ତ କୁମାର ସାହୁ ): ବସ୍‌ କାର୍‌ ମୁହାଁମୁହିଁ ଧକ୍କା। ଜଣେ ମୃତ ତିନି ଗୁରୁତର। ଆନନ୍ଦପୁର କରଞ୍ଜିଆ ୫୩ ନମ୍ବର ରାସ୍ତାର ଗୋ ଘାଟି…

ଜନଗଣନା ସର୍ଭେ କରିବାକୁ ଯାଇଥିଲେ ଶିକ୍ଷକ, ଘେରିଗଲେ ମହୁମାଛି: ଆଉ ତା’ପରେ…

ନୂଆପଡ଼ା,୨୦ା୪ (ମକାରୁ ବେମାଲ):ଜନଗଣନା ସର୍ଭେ କାର୍ଯ୍ୟରେ ନିୟୋଜିତ ଜଣେ ଶିକ୍ଷକ ମହୁମାଛି ଆକ୍ରମଣରେ ଗୁରୁତର ହୋଇ ନୂଆପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ଆହତ ଶିକ୍ଷକ…

ଗଞ୍ଜାମରେ ଏହି ଦିନଠୁ ସ୍କୁଲ ଛୁଟି ଘୋଷଣା: ପ୍ରବଳ ଖରାକୁ ଦୃଷ୍ଟିରେ ରଖି ନିଷ୍ପତ୍ତି

ଛତ୍ରପୁର ୨୦।୪(ଦିଲ୍ଲୀପ ସାମଲ ): ପ୍ରବଳ ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଜିଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri