ସଂରକ୍ଷିତ ଜଙ୍ଗଲରୁ ବ୍ୟାପକ ଗଞ୍ଜେଇ ଗଛ ଜବତ କଲା ଛେଣ୍ଡିପଦା ପୋଲିସ

ଛେଣ୍ଡିପଦା,୧।୧୧(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା କଣଲୋଇ ପଞ୍ଚାୟତ କର୍ଣ୍ଣପାଳ କଦମଘାଟ ନିକଟରେ ଶୁକ୍ରବାର ବନବିଭାଗ ଓ ଛେଣ୍ଡିପଦା ପୋଲିସ ମିଳିତ ଚଢ଼ାଉ କରି ବ୍ୟାପକ ଗଞ୍ଜେଇ ଗଛ ଜବତ କରିଛି। ଥାନାଧିକାରୀ ସତ୍ୟବ୍ରତ ରାଉତଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଘାଟି ନିକଟସ୍ଥ ସଂରକ୍ଷିତ ଜଙ୍ଗଲରେ ଏହି ଚଢ଼ାଉ କରାଯାଇ ଗଛଗୁଡ଼ିକୁ କାଟିବା ସହ ପୋଡ଼ି ନଷ୍ଟ କରିଦିଆଯାଇଛି। ଏହି ଚଢ଼ାଉରେ ଛେଣ୍ଡିପଦା ଥାନା ଏସ୍‌ଆଇ ଓ୍ବାସିମ୍‌ ଅବଦୁଲ ଖାନ୍‌ ଏବଂ ଫରେଷ୍ଟର କଳାକାର ପ୍ରଧାନ ପ୍ରମୁଖ ଚଢ଼ାଉରେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏପିଡିଙ୍କ ସନ୍ଦେହଜନକ ମୃତ୍ୟୁ: କ୍ୱାର୍ଟର୍ସ କବାଟ ଭାଙ୍ଗି ଉଦ୍ଧାର କରାଗଲା ମୃତଦେହ

ଫୁଲବାଣୀ ଅଫିସ, ୨୧ା୬- କନ୍ଧମାଳ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା (ଡିଆରଡିଏ) ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ(ଏପିଡି) ଧ୍ରୁବ କୁମାର ସିଂ(୩୭)ଙ୍କ ମୃତଦେହ ଶୁକ୍ରବାର ତାଙ୍କ କ୍ୱାର୍ଟର୍ସରୁ...

ଦୁଇ ସ୍ଥାନରୁ ୬ ଲକ୍ଷ ୪୦ ହଜାର ଲୁଟ୍‌

ଭଦ୍ରକ ଅଫିସ, ୨୮।୧୦ : ଭଦ୍ରକ ଜିଲାର ଦୁଇଟି ସ୍ଥାନରୁ ସୋମବାର ଲୁଟେରାମାନେ ୬ ଲକ୍ଷ ୪୦ ହଜାର ଟଙ୍କା ଲୁଟି ନେଇଛନ୍ତି। ଲୁଟ୍‌ର ତରିକା...

ଚିକିଛା ଅଭାବୁ ମୁର୍‌ତୁ ସଂଗେ ଯୁଝୁଛନ୍‌ ରବି

  କୋମନା, ୨।୧୧(ଡି.ଏନ୍‌.ଏ.)- ନୂଆପଡ଼ା ଜିଲା କୋମନା ବ୍ଲକ ସମରସିଙ୍ଗ ପଁଚେତ୍‌ ଅଧୀନ ଖଜୁରବାହାଲ ଗଁାର ରବି ରାଉତ(୩୬)। ସେ ମାସକେତେ ତଲେ ଗୁଟେ ଦୁରଘଟନାର...

ଲକ୍‌ଡାଉନ ଉଲ୍ଲଂଘନ କରି କ୍ୱାରାଣ୍ଟାଇନରେ ରହିଲେ ସରପଞ୍ଚ, ଯନ୍ତ୍ରୀଙ୍କ ସହ ଏସ୍‌ଆଇ

ପାରଳାଖେମୁଣ୍ଡି,୧୨ା୫ (ସ୍ବ.ପ୍ର.) -ଗଜପତି ଜିଲାରେ ଲକ୍‌ଡାଉନ ନିୟମ ଉଲ୍ଲଂଘନ କରି ଜିଲାପାଳ କ୍ଷମତାପ୍ରାପ୍ତ ଜଣେ ସରପଞ୍ଚ ନିଜ ପରିବାରଙ୍କ ସହ କ୍ୱାରାଣ୍ଟାଇନରେ ରହିଛନ୍ତି। ସେହିପରି କରୋନା...

ପାଇପ ଫାଟି ରାସ୍ତାରେ ଭାସୁଛି ପାଣି

ଲାଠୋର, ୨୦ା୧୦(ଡି.ଏନ.ଏ.) – ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ପ୍ରାଣୀଧନ ଚିକିତ୍ସା କେନ୍ଦ୍ର ନିକଟରେ ଏକ ଜଳ ଯୋଗାଣ ପ୍ରକଳ୍ପ ରହିଛି। ଗ୍ରାମର ପ୍ରାୟ...

ଜାଲ ଟିକଟ ବିକ୍ରି ଅଭିଯୋଗରେ ୨ ଗିରଫ

ବାଲେଶ୍ୱର ଅଫିସ,୨୩।୧-ଜାଲ ଟିକଟ ବିକ୍ରି କରୁଥିବା ଅଭିଯୋଗରେ ରେଲୱେ ଡିଭିଜନାଲ ଟାସ୍କଫୋର୍ସ ଟିମ୍‌ ୨ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସୋର ଅଞ୍ଚଳର ଜଗନ୍ନାଥ ଦାସ...

ବଗଲା ଧର୍ମଶାଳା ଜମି ବିକ୍ରି ସରକାରଙ୍କ ନିଷ୍ପତ୍ତି

ପୁରୀ ଅଫିସ,୨୦ା୮: ଶ୍ରୀମନ୍ଦିର ସୁରକ୍ଷା ଓ ସୌନ୍ଦର୍ଯ୍ୟକରଣ ପାଇଁ ବିସ୍ଥାପିତ ହୋଇଥିବା ଲଜ୍‌ ମାଲିକଙ୍କୁ ବଗଲା ଧର୍ମଶାଳା ଜମି ବିକ୍ରି କରାଯାଇଛି। ୬ଜଣ ଲଜ୍‌ ମାଲିକଙ୍କୁ...

ଅକ୍ସନ ପଥର ଖଣିରୁ ପଥର ଛାଡୁ ନାହାନ୍ତି ଗ୍ରାମବାସୀ

ପାଟଣା,୧୫।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ତହସିଲ ଟାଙ୍ଗରପଡା ରାଜସ୍ବ ନିରୀକ୍ଷକ ଅନ୍ତର୍ଗତ ଅଙ୍କୁରା ରାଜସ୍ବ ମୌଜାରେ ଅକ୍ସନ ହୋଇଥିବା ୧୦ ଏକର ୭୨ ଡିସିମିଲ ହୁଡିରୁ...

Play 250+ Trending Games
Archives

Model This Week

Why Dharitri