ସଂଶୋଧିତ ଭୋଟର ତାଲିକା ପାଇଁ ପ୍ରକ୍ରିୟା ଆରମ୍ଭ

ପୁରୀ ଅଫିସ,୧୯।୧୨ : ଭାରତୀୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ ସ୍ବତନ୍ତ୍ର ସଂକ୍ଷିପ୍ତ ସଂଶୋଧିତ ଭୋଟର ତାଲିକା ପ୍ରକାଶନ ନିମନ୍ତେ ପୁରୀ ଜିଲା ପ୍ରଶାସନ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ଆସନ୍ତା ଜାନୁୟାରୀ ପହିଲା ସୁଦ୍ଧା ୧୮ବର୍ଷ ପୂରଣ ହେଉଥିବା ନାଗରିକମାନେ ଏହି ତାଲିକାରେ ସାମିଲ ହୋଇପାରିବେ। କାହାର କୌଣସି ଆପତ୍ତି ଅଭିଯୋଗ ଥିଲେ ସେମାନେ ଆସନ୍ତା ୧୫ ତାରିଖ ସୁଦ୍ଧା ସମ୍ପୃକ୍ତ ମତଦାନ କେନ୍ଦ୍ରରେ ବୁଥ୍‌ସ୍ତରୀୟ ଅଧିକାରୀମାନଙ୍କ ମାଧ୍ୟମରେ ଦାଖଲ କରିପାରିବେ । ଆସନ୍ତା ମାସ ୨୭ ତାରିଖ ସୁଦ୍ଧା ସମସ୍ତ ଅଭିଯୋଗର ସମାଧାନ କରାଯାଇ ଫେବୃୟାରୀ ୪ ତାରିଖ ସୁଦ୍ଧା ଯୋଗ ତାଲିକା ପ୍ରକାଶ ପାଇବ ଏବଂ ଏହି ମାସ ୭ତାରିଖରେ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶିତ ହେବ। ନୂତନ ଭୋଟର ଭାବେ ନାମ ପଞ୍ଜୀକରଣ ନିମନ୍ତେ ଫର୍ମ ନଂ-୬, ପ୍ରବାସୀ ଭାରତୀୟ ଭାବେ ନାମ ପଞ୍ଜୀକରଣ ନିମନ୍ତେ ଫର୍ମ ନଂ-୬(କ), ତାଲିକାରୁ ନାମ ବାଦ୍‌ ନିମନ୍ତେ ଫର୍ମ ନଂ-୭, ତ୍ରୁଟି ସଂଶୋଧନ ନିମନ୍ତେ ଫର୍ମ ନଂ-୮ ଏବଂ ଭୋଟରଙ୍କ ନାମ ସ୍ଥାନାନ୍ତରୀକରଣ ନିମନ୍ତେ ଫର୍ମ ନଂ-୮(କ) ଦାଖଲ କରାଯାଇପାରିବ। ଏହି ପ୍ରକ୍ରିୟାରେ ସହଯୋଗ କରିବା ନିମନ୍ତେ ସମସ୍ତ ଜନସାଧାରଣ ଏବଂ ରାଜନୈତିକ ଦଳଗୁଡ଼ିକୁ ଜିଲା ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗାରେ ଦଶମ-ଦ୍ୱାଦଶ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା

କେସିଙ୍ଗା,୩୧ା୫(ତୁମେଶ୍ୱର ସାହୁ ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ଯୋଲକୋ ସ୍ଥିତ ବୌଦ୍ଧ ମଣ୍ଡପ ଠାରେ ଚଳିତ ଦଶମ ଓ ଦ୍ୱାଦଶ ପରୀକ୍ଷାରେ ୮୦ ପ୍ରତିଶତରୁ…

ଯୁବକଙ୍କ ଉପରେ ଚଢ଼ିଗଲା ହାଇଓ୍ବା; ଯୁବକ ମୃତ, ଘଟଣାସ୍ଥଳରେ ଚାପା ଉତ୍ତେଜନା

ବାଙ୍କୀ,୩୧ା୫(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ ଉପଖଣ୍ଡ ବୈଦେସ୍ଵର ଥାନା ଅନ୍ତର୍ଗତ ଖଳିପଲ୍ଲୀ ମୁଖ୍ୟ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଯାଇଛି । ଶନିବାର ବିଳମ୍ବିତ ରାତିରେ ଏକ…

ରାଉତିଆ ସମାଜକୁ ଅନୁସୂଚିତ ଜନଜାତି ମାନ୍ୟତା ଦାବି ତେଜିଲା

କୁତ୍ରା,୩୧ା୫(ଦେବାଶିଷ ସାହୁ): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ଅଧୀନ କଟଙ୍ଗଝରିଆ ଗ୍ରାମରେ ରବିବାର ଅଖିଳ ଭାରତୀୟ ରାଉତିଆ ସମାଜର ଏକ ରାଜ୍ୟସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ…

କାଳବୈଶାଖୀ ପ୍ରଭାବ: ୨୪ ଘଣ୍ଟା ପରେ ବି ଅନ୍ଧାରରେ ଦାରିଙ୍ଗବାଡ଼ି, କରେଣ୍ଟ୍‌ ଗଲେ ବିଏସ୍‌ଏନଏଲ୍‌ ସେବା ଅଚଳ

ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗତ କିଛିଦିନ ହେଲା କାଳବୈଶାଖୀର ପ୍ରଭାବରେ ଅଞ୍ଚଳ ପ୍ରଭାବିତ ହେଉଛି। ଚଳିତ ସପ୍ତାହରେ ଦୁଇଥର ଜିଲାରେ ବିଦ୍ୟୁତ ସେବା ସମ୍ପୂର୍ଣ୍ଣ ଅଚଳ…

ଗୋଟିଏ ଦିନରେ ୧୨ ଅଟୋ ଜବତ କଲା ପୋଲିସ, ଏକାଧିକ ମାମଲା ରୁଜୁ କରି…

ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସ ଏବେ ଆକ୍ସନ ମୋଡ୍‌ରେ ରହିଛି। ଗୋଟିଏ ଦିନରେ ରବିବାର ୧୨ଟି ଯାତ୍ରୀବାହୀ ଅଟୋ ଉପରେ ନେଇଛି ଦୃଢ଼ କାର୍ଯ୍ୟାନୁଷ୍ଠାନ।…

ପ୍ରେମିକାଙ୍କୁ ଭେଟିବା ପାଇଁ କରିଥିଲେ ସୀମା ପାର୍, ଯୁବକଙ୍କୁ LOCରେ….

ଶ୍ରୀନଗର,୩୧ା୫: ଜମ୍ମୁ କଶ୍ମୀରର ବାରାମୁଲ୍ଲା ଜିଲ୍ଲାର ଉରି ସେକ୍ଟରରେ ନିୟନ୍ତ୍ରଣ ରେଖା ପାର କରି ଭାରତରେ ପ୍ରବେଶ କରିବାକୁ ଚେଷ୍ଟା କରୁଥିବା ଜଣେ ପାକିସ୍ତାନୀ ଅନୁପ୍ରବେଶକାରୀଙ୍କୁ ଭାରତୀୟ…

‘ଜାତି-ଅଞ୍ଚଳର ବିକାଶ ପାଇଁ ଅର୍ଥର ଅଭାବ ନାହିଁ, ଆଗକୁ ବଢ଼ିବାକୁ ହେଲେ କେବଳ ଏକତା ଜରୁରୀ’

ଭଞ୍ଜନଗର,୩୧ା୫(ବାବୁଲା ପ୍ରଧାନ): ଜାତି ଏବଂ ଅଞ୍ଚଳର ବିକାଶ ପାଇଁ ଅର୍ଥର ଅଭାବ ନାହିଁ। ଆଗକୁ ବଢ଼ିବାକୁ ହେଲେ ଏକତା ମନୋଭାବ ହିଁ ଜରୁରୀ ବୋଲି ନିଖିଳ ଉତ୍କଳ…

ବିଦେଶରେ ସୁନା ଶସ୍ତା କିନ୍ତୁ ଭାରତରେ ମହଙ୍ଗା କାହିଁକି? ଲକ୍ଷେ ଟଙ୍କାର ସୁନା କିଣିଲେ ୧୮ହଜାର ଅଧିକ କାହିଁକି ଦେବାକୁ ପଡ଼େ

ନୂଆଦିଲ୍ଲୀ,୩୧ା୫: ବିବାହ ହେଉ କିମ୍ବା ଦୀପାବଳି କିମ୍ବା ଧନତେରସ ଭଳି ପର୍ବ, ଲୋକମାନେ ଏପରି ପ୍ରତ୍ୟେକ ଅବସରରେ ସୁନା କିଣିବାକୁ ପସନ୍ଦ କରନ୍ତି । ତଥାପି, ବାସ୍ତବତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri