Posted inଜାତୀୟ

ସଂସଦରେ ଆଗତ ହେଲା ଜମ୍ମୁ-କଶ୍ମୀର ଆରକ୍ଷଣ ସଂଶୋଧନ ବିଲ୍‌

ନୂଆଦିଲ୍ଲୀ,୨୪।୬: ସଂସଦରେ ଜମ୍ମୁ-କଶ୍ମୀର ଆରକ୍ଷଣ ସଂଶୋଧନ ବିଲ୍‌ ସମେତ ଆଧାର ସଂଶୋଧନ ତଥା ଅନ୍ୟ ବିଲ୍‌ ଆଗତ ହୋଇଛି। ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କ ପକ୍ଷରୁ ଜମ୍ମୁ-କଶ୍ମୀର ଆରକ୍ଷଣ ସଂଶୋଧନ ବିଲ ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ କିଶନ ରେଡ୍ଡୀ ଆଗତ କରିଥିଲେ। ସେହିପରି ଆଧାର ସଂଶୋଧନ ବିଲ୍‌ ରବିଶଙ୍କର ପ୍ରସାଦଙ୍କ ଦ୍ୱାରା ଲୋକ ସଭାରେ ଆଗତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ତାଣ୍ଡବ: ଆକ୍ରାନ୍ତଙ୍କ ସହିତ ମୃତକଙ୍କ ସଂଖ୍ୟା ବଢ଼ିଚାଲିଛି…

ନୂଆଦିଲ୍ଲୀ,୫।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ଅଣାୟତ୍ତ ସ୍ଥିତି ସୃଷ୍ଟି ହୋଇଛି। ସ୍ଥିତି ବେକାବୁ ହେବା ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖା ଦେଇଛି। କରୋନାର...

କାନପୁର ହିଂସାର ଅପରାଧିଙ୍କୁ ଧରିବାକୁ ଯାଇଥିବା ପୋଲିସ ଉପରକୁ ଆକ୍ରମଣ

କାନପୁର,୭ ।୬: ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ଗତ ଶୁକ୍ରବାର କାନପୁର ଗସ୍ତ କରିଥିବା ସମୟରେ ସେଠାରେ ହୋଇଥିବା ହିଂସାରେ ପଥରମାଡ କରିଥିବା ଅଭିଯୁକ୍ତଙ୍କୁ ଧରିବାକୁ ପୋଲିସ...

ଟିକା ପରେ ଜୀବନ ହାରିଲେଣି ୧୦

ନୂଆଦିଲ୍ଲୀ, ୩୧ା୧: କରୋନା ଟିକା ନେବା ପରେ ବର୍ତ୍ତମାନ ସୁଦ୍ଧା ଦେଶରେ ପ୍ରାୟ ୧୦ ଜଣଙ୍କ ଜୀବନ ଗଲାଣି। ଭାକ୍ସିନ ନେବାର ୫ ଦିନ ମଧ୍ୟରେ...

ସୁଖବିନ୍ଦର ସିଂ ସୁଖୁଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ଶିମ୍‌ଲା,୧୧।୧୨: ହିମାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ସୁଖବିନ୍ଦର ସିଂ ସୁଖୁ। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି ସୁଖୁଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ...

ଝାଡ଼ଖଣ୍ଡ ରାଜ୍ୟପାଳ ଦ୍ରୌପଦୀ ମୁର୍ମୁ କରୋନା ଆକ୍ରାନ୍ତ

ରାଞ୍ଚି,୧୮।୪: ଝାଡ଼ଖଣ୍ଡର ରାଜ୍ୟପାଳ ଦ୍ରୌପଦୀ ମୁର୍ମୁ କରୋନା ଆକ୍ରାନ୍ତ ହୋଇଛନ୍ତି। ଶନିବାର ତାଙ୍କର ଆର୍‌ଟିପିସିଆର ରିପୋର୍ଟ ପଜିଟିଭ୍‌ ଆସିଥିଲା ବୋଲି ରାଜଭବନର ଜଣେ ଡାକ୍ତର କହିଛନ୍ତି।...

ରାସ୍ତାରେ ଧର୍ମୀୟ ଉତ୍ସବକୁ ମିଳିବନି ଅନୁମତି

ଝାନ୍ସି,୯।୫: ରାସ୍ତାରେ ଧର୍ମୀୟ କାର୍ଯ୍ୟକ୍ରମ ଆୟୋଜନକୁ ଅନୁମତି ନ ଦେବା ଲାଗି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପ୍ରଶାସନିକ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଭଳି କାର୍ଯ୍ୟକ୍ରମ...

୧୩ ଦୋଷୀଙ୍କୁ ଜାମିନ ପ୍ରଦାନ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୮ ।୭: ସୁପ୍ରିମକୋର୍ଟ ଗୁରୁବାର ଏମିତି ୧୩ ଜଣ ଦୋଷୀଙ୍କୁ ଜାମିନ ପ୍ରଦାନ କରିଛନ୍ତି ଯେଉଁମାନେ ଅପରାଧ କରିବା ସମୟରେ ନାବାଳକ ବୋଲି ଘୋଷଣା ହୋଇସାରିଥିଲେ...

ଆକାଶ ମାର୍ଗରୁ ବୁଲ୍‌ବୁଲ୍‌ କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ମମତା

କୋଲକାତା,୧୧।୧୧: ବାତ୍ୟା ‘ବୁଲ୍‌ବୁଲ୍‌’ ପ୍ରଭାବରେ ପଶ୍ଚିମବଙ୍ଗର ଅଧିକାଂଶ ଅଞ୍ଚଳ କ୍ଷତିଗ୍ରସ୍ତ ହୋଇଛି। ଏଥିରେ ପ୍ରାୟ ୭ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଲକ୍ଷାଧିକ ଲୋକ ବାସଶୂନ୍ୟ ହୋଇପଡିଛନ୍ତି।...

Advertisement
Archives

Model This Week