Posted inଜାତୀୟ

ସଂସଦର ମୌସୁମୀ ଅଧିବେଶନ ଧାର୍ଯ୍ୟ ସମୟରେ ହେବ: ଓମ୍‌ ବିର୍ଲା

ନୂଆଦିଲ୍ଲୀ,୧୦।୫: ସଂସଦର ମୌସୁମୀ ଅଧିବେଶନ ଧାର୍ଯ୍ୟ ସମୟରେ ହେବ। ଏଥିରେ କୌଣସି ପରିବର୍ତ୍ତନ ହେବ ନାହିଁ । ଏନେଇ ଲୋକସଭା ବାଚସ୍ପତି ଓମ୍‌ ବିର୍ଲା ରବିବାର ସୂଚନା ଦେଇଛନ୍ତି। ଏହାକୁ ସ୍ଥଗିତ କରିବା ପାଇଁ ବର୍ତ୍ତମାନ ସୁଦ୍ଧା କୌଣସି ଯୋଜନା ହୋଇନାହିଁ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ଦେଶରେ କରୋନା ସଂକ୍ରମଣ ଯୋଗୁ ମାର୍ଚ୍ଚ ୨୩ରେ ସଂସଦର ବଜେଟ ଅଧିବେଶନକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ କରାଯାଇଥିଲା। ଏହାର ଗୋଟିଏ ଦିନ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବ୍ୟାପୀ ଲକ୍‌ଡାଉନ୍‌ ଜାରି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଣିଷ ପରି ଛୁଆ ଜନ୍ମ ଦେଲା ଛେଳି: ଦେଖିବାକୁ ଲୋକଙ୍କ ଭିଡ

ଗୁଆହାଟୀ,୨୮।୧୨:ଏକ ପଶୁ ମଣିଷ ଛୁଆ ଜନ୍ମ ଦେବା ନିହାତି ଏକ ଆଶ୍ଚର୍ଯ୍ୟଜନକ ଖବର। ଆସାମ ରାଜ୍ୟର କଚାର ଜିଲାରେ ମଣିଷ ପରି ଏକ ସନ୍ତାନ ଜନ୍ମ...

ଲଦାଖରେ ବ୍ରିଜ୍‌ ଉଦ୍‌ଘାଟନ କଲେ ରାଜନାଥ: ପାକ୍‌ ଅନୁପ୍ରବେଶ ନ ରୋକିଲେ ଠିକଣା ଜବାବ ଦିଆଯିବ

ଲେହ,୨୨ା୧୦(ପି.ଟି.): ଭାରତ ବିରୋଧୀ କାର୍ଯ୍ୟକଳାପ ବନ୍ଦ କରିବା ଲାଗି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ପାକିସ୍ତାନକୁ ଚେତାବନୀ ଦେଇଛନ୍ତି। ଇସ୍‌ଲାମାବାଦ ଯଦି ଅନୁପ୍ରବେଶ ବନ୍ଦ ନ...

ଅଭିନେତା ବିଜୟଙ୍କ ବିରୋଧରେ ଆରେଷ୍ଟ ଓ୍ବାରେଣ୍ଟ

ଥିରୁଭାନନ୍ତପୁରମ,୧୦।୫: ମାଲୟାଲମ ଅଭିନେତା ବିଜୟ ବାବୁଙ୍କ ବିରୋଧରେ ଇରକାକେୁଲମ କୋର୍ଟ ଆରେଷ୍ଟ ଓ୍ବାରେଣ୍ଟ ଜାରି କରିଛି। ବିଜୟ ଏବେ ଫେରାର୍‌ ଥିବାବେଳେ ଓ୍ବାରେଣ୍ଟ ପରେ ପୋଲିସ...

ବୁରାଡ଼ି ହିଂସା: ୨୪ ଆନ୍ଦୋଳନକାରୀଙ୍କ ଫଟୋ ଜାରି

ନୂଆଦିଲ୍ଲୀ, ୭।୨: ଜାନୁୟାରୀ ୨୬ରେ କୃଷି ଆଇନକୁ ବିରୋଧ କରି ଚାଷୀ ସଂଗଠନଗୁଡ଼ିକ ପକ୍ଷରୁ ଟ୍ରାକ୍ଟର ରାଲି ଅନୁଷ୍ଠିତ ହୋଇଥିଲା। ଏହି ସମୟରେ ବୁରାଡ଼ିରେ ଘଟିଥିବା...

ଗର୍ଭାବସ୍ଥାର ୩୫ ସପ୍ତାହରେ ମହିଳାଙ୍କୁ ମିଳିଲା ଗର୍ଭପାତ ଅନୁମତି

କୋଲକତା,୧୮।୨: କଲିକତା ହାଇକୋର୍ଟ ଏକ ଗୁରୁତ୍ତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ଏକ ମାମଲାରେ ଗର୍ଭାବସ୍ଥାର ୩୫ ସପ୍ତାହ ଚାଲିଥିବାବେଳେ ମହିଳାଙ୍କୁ ଗର୍ଭପାତ କରିବାକୁ ଅନୁମତି ମିଳିଛି। ଏକ...

କୁଲଗାମ୍‌ରୁ ଲଶ୍କର ଆତଙ୍କବାଦୀ ଗିରଫ: ୩ ଭାଜପା ନେତାଙ୍କୁ ହତ୍ୟା କରିଥିବା ଅଭିଯୋଗ

ଶ୍ରୀନଗର,୧୩।୨: ଲଶ୍କର-ଇ-ତୋଏବା ଆତଙ୍କବାଦୀ ସଂଗଠନର ସଦସ୍ୟ ଜହୁର ଅହମ୍ମଦ ରାଥେରଙ୍କୁ ଜମ୍ମୁ-କଶ୍ମୀର ପୋଲିସ ଗିରଫ କରିଛି। ଜହୁରଙ୍କୁ ସାମ୍ବା ଜିଲାରୁ ଗିରଫ କରାଯାଇଛି। ଗତବର୍ଷ କୁଲଗାମ୍‌ରେ...

ସାଇକେଲରେ ଆସି ଦାୟିତ୍ୱ ନେଲେ ଲ୍ୟୁଟ୍‌ନାଣ୍ଟ ଜେନେରାଲ

ଜୟପୁର,୩ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ଫିଟ୍‌ ଇଣ୍ଡିଆ’ ଅଭିଯାନକୁ ସମର୍ଥନ କରି ଲ୍ୟୁଟ୍‌ନାଣ୍ଟ ଜେନେରାଲ ଆଲୋକ ସିଂ କ୍ଲେର ଦିଲ୍ଲୀରୁ ସାଇକେଲ ଚଳାଇ ଜୟପୁରସ୍ଥିତ ସାଉଥ...

୩୫ ଅକ୍ସିଜେନ୍‌ ପ୍ଲାଣ୍ଟ୍‌ ଲୋକାର୍ପିତ…

ଋଷିକେଶ,୭।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଦେଶବ୍ୟାପୀ ୩୫ ଅକ୍ସିଜେନ୍‌ ପ୍ଲାଣ୍ଟ୍‌ର ଲୋକାର୍ପଣ କରିଛନ୍ତି। ଋଷିକେଶର ଏମ୍ସ୍‌ରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ପ୍ରଧାନମନ୍ତ୍ରୀ ଦେଶର...

Advertisement
Archives

Model This Week