ସଂସଦୀୟ ପ୍ରତିନିଧି ଦଳରେ ସସ୍ମିତ

ଭୁବନେଶ୍ୱର,୩।୧୦(ବ୍ୟୁରୋ)-ଚଳିତ ମାସ ୧୩ରୁ ୧୭ ତାରିଖ ଯାଏ ସର୍ବିଆସ୍ଥିତ ବେଲ୍‌ଗ୍ରେଭ୍‌ରେ ୧୪୧ତମ ଆନ୍ତଃସଂସଦୀୟ ୟୁନିୟନ୍‌ ଆସେମ୍ବ୍ଲି ହେବାକୁ ଯାଉଛି। ଏଥିରେ ଯୋଗ ଦେବାକୁ ଥିବା ଭାରତୀୟ ସଂସଦୀୟ ଦଳରେ ବିଜେଡି ତଥା ଓଡ଼ିଆ ଲୋକସଭା ସଦସ୍ୟ ସସ୍ମିତ ପାତ୍ର ମନୋନୀତ ହୋଇଛନ୍ତି। ରାଜ୍ୟସଭା ଅଧ୍ୟକ୍ଷ ତଥା ଉପରାଷ୍ଟ୍ରପତି ଭେଙ୍କାୟା ନାଇଡୁଙ୍କ ଦ୍ୱାରା ସସ୍ମିତଙ୍କୁ ମନୋନୀତ କରାଯାଇଛି। ଲୋକସଭା ବାଚସ୍ପତି ଓମ୍‌ ବିର୍ଲାଙ୍କ ନେତୃତ୍ୱରେ ଏହି ପ୍ରତିନିଧି ଦଳ ସର୍ବିଆ ଗସ୍ତ କରିବ। ବିଜେଡି ପକ୍ଷରୁ ଗୁରୁବାର ଗଣମାଧ୍ୟମକୁ ଏହି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷାରେ ଧୋଇଗଲା ନିର୍ମାଣାଧିନ ରିଂ ରୋଡ: ସ୍ଥାୟିତ୍ୱ ନେଇ ଉଠିଲାଣି ପ୍ରଶ୍ନ

ବରଗଡ଼,୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶରେ ରିଂ ରୋଡ ନିର୍ମାଣ ଚାଲିଛି । ବରଗଡ଼ ସାଇ ମନ୍ଦିରରୁ ରୁହୁଣିଆଁ ପର୍ଯ୍ୟନ୍ତ ହେବାକୁ ଥିବା…

ପାକିସ୍ତାନ ଇଙ୍ଗିତରେ ନାଚୁଛି ବାଂଲାଦେଶ: ଭାରତୀୟ ରାଷ୍ଟ୍ରଦୂତଙ୍କ ଆଗରେ କଲା ଏମିତି କାମ

ଶ୍ରୀନଗର,୭।୭:ଜମ୍ମୁ ଓ କଶ୍ମୀର ଭାରତର ଏକ ଅବିଚ୍ଛେଦ୍ୟ ଅଙ୍ଗ। ଏହା ସତ୍ତ୍ୱେ ଅନେକ କ୍ଷେତ୍ରରେ କଶ୍ମୀରକୁ ଭାରତଠାରୁ ପୃଥକ ଭାବରେ ଦର୍ଶାଯାଇଛି। ବାଂଲାଦେଶରେ ଏପରି ଏକ ଘଟଣା…

ବିବାଦରେ ମୈଥିଲୀ ଠାକୁର: ଯୁବକଙ୍କୁ ଧମକ, ଗାଳିଗୁଲଜ କରିବା ନେଇ ଆସିଲା ଅଭିଯୋଗ, ଜାଣନ୍ତୁ କାହିଁକି ରାଗିଲେ ବିଧାୟିକା?

ନୂଆଦିଲ୍ଲୀ, ୭।୭: ବିହାରର ଦରଭଙ୍ଗା ଜିଲା ଅଲୀନଗର ଆସନର ଭାଜପା ବିଧାୟିକା ତଥା ପ୍ରସିଦ୍ଧ ଗାୟିକା ମୈଥିଲୀ ଠାକୁର ଏବେ ଏକ ବଡ଼ ବିବାଦରେ ଛନ୍ଦି ହୋଇପଡ଼ିଛନ୍ତି।…

ପୁରୀ-କୋରାପୁଟ ସ୍ପେସିଆଲ୍‌ ଟ୍ରେନକୁ କେସିଙ୍ଗାରେ ସ୍ବାଗତ: ରହଣି ସମୟ ପରିବର୍ତ୍ତନ ପାଇଁ ଦାବି

କେସିଙ୍ଗା, ୭।୭( ତୁମେଶ୍ୱର ସାହୁ): ଶ୍ରୀକ୍ଷେତ୍ର ପୁରୀ-ଶାବର କ୍ଷେତ୍ର କୋରାପୁଟ ସ୍ପେସିଆଲ୍‌ ଏକ୍ସପ୍ରେସ ଟ୍ରେନ (ନଂ .୧୮୪୦୮)କୁ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନ ବୈଷ୍ଣବ ଓ ମୁଖ୍ୟମନ୍ତ୍ରୀ ମୋହନ…

ସଞ୍ଜୁ ସାମସନଙ୍କୁ ଦଳରୁ ବାଦ୍‌ ଦେବା ଉପରେ BCCIର ବଡ଼ ବୟାନ, ସାମ୍ନାକୁ ଆସିଲା ଚମକାଇ ଦେଲା ଭଳି କାରଣ!

ନୂଆଦିଲ୍ଲୀ, ୭।୭: BCCI ନିକଟରେ ଜିମ୍ବାୱେ ବିପକ୍ଷ ଟି-୨୦ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା କରିଛି। ତେବେ ଏହି ଦଳରେ ସଞ୍ଜୁ ସାମସନଙ୍କ ନାମ ନଥିବାରୁ…

ଏହି କାରଣରୁ ହୋଇଛି ବିଉଟି ମହାନ୍ତିଙ୍କ ମୃତ୍ୟୁ, ଆସିଲା ଚାଉଳିଆଗଞ୍ଜ ଥାନା IICଙ୍କ ପୋଷ୍ଟମର୍ଟମ ରିପୋର୍ଟ

କଟକ,୭।୭: ଚାଉଳିଆଗଞ୍ଜ ଥାନା IIC ବିଉଟି ମହାନ୍ତିଙ୍କ ଆସିଲା ପୋଷ୍ଟମର୍ଟମ ରିପୋର୍ଟ । ତେବେ ଶ୍ବାସରୁଦ୍ଧ ହୋଇ ତାଙ୍କର ମୃତ୍ୟୁ ହୋଇଥିବା ନେଇ ରିପୋର୍ଟରେ ଉଲ୍ଲେଖ କରାଯାଇଛି…

PF ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର! ଖାତାକୁ ଆସିବ ୮.୨୫% ସୁଧ, ଘରେ ବସି ଏମିତି ଚେକ୍‌ କରନ୍ତୁ ବାଲାନ୍ସ

ନୂଆଦିଲ୍ଲୀ, ୭।୭: ଯଦି ଆପଣଙ୍କର ମଧ୍ୟ EPFରେ ପଇସା ଜମା ହେଉଛି, ତେବେ ଆପଣଙ୍କ ପାଇଁ ବଡ଼ ଖୁସି ଖବର। EPFO ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ…

ବିଳମ୍ବିତ ରାତିରେ ରାସ୍ତାରୁ ଖସିଗଲା ବାଇକ୍, ଯୁବକଙ୍କ ଉପରେ ପଡ଼ିଗଲା…

କେନ୍ଦ୍ରାପଡ଼ା,୭।୭(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ କଜଳା ରାସ୍ତାରେ ସୋମବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ଜଣେ ଅଚିହ୍ନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri