ସଂସଦୀୟ ବ୍ୟାପାର ବିଭାଗରେ କାର୍ଯ୍ୟକାରୀ ହେବ ୫-ଟି

ଭୁବନେଶ୍ୱର,୬।୧୨ (ବ୍ୟୁରୋ): ସଂସଦୀୟ ବ୍ୟାପାର ବିଭାଗରେ ୫-ଟି କାର୍ଯ୍ୟକାରୀ କରାଯିବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି କ୍ରମରେ ୫-ଟି ଆଧାରରେ ବିଭାଗରେ କେତେକ ପଦକ୍ଷେପ ଗ୍ରହଣ କରିବାକୁ ପ୍ରସ୍ତାବ ରହିଛି। ବିଧାନସଭାରେ ଏକକାଳୀନ ବ୍ୟାଖ୍ୟାକରଣ ଓ ସେବାପ୍ରଦାନ ବ୍ୟବସ୍ଥାକୁ ଇଂଲିଶରୁ ଓଡ଼ିଆ ଓ ଓଡ଼ିଆରୁ ଇଂଲିଶରେ ଆରମ୍ଭ କରାଯିବ।
କାଗଜଶୂନ୍ୟ (ପେପରଲେସ୍‌) ଇ-କ୍ୟାବିନେଟ୍‌ ବୈଠକର ଅୟମାରମ୍ଭ କରାଯିବା ସହିତ ବିଧାନସଭା ସମ୍ବନ୍ଧୀୟ ବିଷୟକୁ ସ୍ବୟଂକ୍ରିୟ, ନ୍ୟାଶନାଲ ଇ-ବିଧାନ ଆପ୍ଲିକେଶନ୍‌ (ଏନ୍‌ଇଭିଏ)ର କାର୍ଯ୍ୟାନ୍ବୟନ ଏବଂ ଓସ୍ବାସ୍‌(ଓଏସ୍‌ଡବ୍ଲ୍ୟୁଏସ୍‌)ର ଏକୀକରଣ କରାଯିବାର ପ୍ରସ୍ତାବ ରହିଛି। ସେହିଭଳି ବାଚସ୍ପତିଙ୍କ ପରାମର୍ଶ କ୍ରମେ ଗଣମାଧ୍ୟମକୁ ସମ୍ବୋଧନ ନିମନ୍ତେ ଏକ ସ୍ବତନ୍ତ୍ର ଗଣମାଧ୍ୟମ ସମ୍ବୋଧନ ପ୍ରକୋଷ୍ଠ ସୃଷ୍ଟି କରାଯିବ। ଏଥିରେ ମୁଖ୍ୟମନ୍ତ୍ରୀ, ଅନ୍ୟ ସରକାରୀ/ବିଧାନସଭା ପଦାଧିକାରୀମାନେ ଗଣମାଧ୍ୟମ ସମ୍ମୁଖରେ ବକ୍ତବ୍ୟ ରଖିବେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଡ଼ିମାଲିକଙ୍କୁ ମୋଟର ଯାନ କର ପ୍ରଦାନ କ୍ଷେତ୍ରରେ ଆଶ୍ୱସ୍ତି: ଏପ୍ରିଲ ୧୫ ସୁଦ୍ଧା ଦେଇ ନ ଥିବା କର ଜୁନ୍‌ ୩୦ ସୁଦ୍ଧା ଦେଇପାରିବେ

ଭୁବନେଶ୍ୱର,୧୦ା୪(ବ୍ୟୁରୋ): କରୋନା ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ଉଦ୍ଦେଶ୍ୟରେ କେନ୍ଦ୍ର ତଥା ରାଜ୍ୟ ସରକାର ଦେଶରେ ଏବଂ ରାଜ୍ୟରେ ଲକ୍‌ଡାଉନ୍‌ ଜାରି ରଖିଛନ୍ତି। ଏହି ଲକ୍‌ଡାଉନ...

ଜଗନ୍ନାଥ ମନ୍ଦିରକୁ ନେଇ ରାଜନୀତି କରିବା ବିଜୟଙ୍କ ପୁରୁଣା ଅଭ୍ୟାସ: ବିଜେଡି

ଭୁବନେଶ୍ୱର,୯।୩(ବ୍ୟୁରୋ): ଜଗନ୍ନାଥ ମନ୍ଦିର ସହ ଜଡ଼ିତ ପ୍ରସଙ୍ଗକୁ ନେଇ ରାଜନୀତି କରିବା ଭାଜପା ନେତା ବିଜୟ ମହାପାତ୍ରଙ୍କର ପୁରୁଣା ଅଭ୍ୟାସ ବୋଲି ସୋମବାର ବିଜେଡି ମୁଖପାତ୍ର...

ଓଡ଼ିଶା ପାଇଁ ଜୁନ୍‌ ନିର୍ଣ୍ଣାୟକ ମାସ, ଘାଟି ଡେଇଁଗଲେ ବିପଦ କମିଯିବ: ବାଗ୍‌ଚୀ

ଭୁବନେଶ୍ୱର,୬।୬(ବ୍ୟୁରୋ): ଓଡ଼ିଶା ପାଇଁ ଜୁନ୍‌ ମାସ ନିର୍ଣ୍ଣାୟକ ମାସ। ଏହା ପଛରେ ଦୁଇଟି କାରଣ ରହିଛି। ଗତ କିଛି ସପ୍ତାହରେ ରାଜ୍ୟକୁ ୫ ଲକ୍ଷରୁ ଊର୍ଦ୍ଧ୍ୱ...

ବନ୍ଧୁକରୁ ଗୁଳି ଫୁଟି ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୭ା୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନାଠାରୁ ମାତ୍ର ୨ଶହ ମିଟର ଦୂର ପଞ୍ଚାୟତ କାର୍ଯ୍ୟାଳୟଏବଂ ବ୍ଲକ କାର୍ଯ୍ୟାଳୟ ନିକଟରେ ବନ୍ଧୁକରୁ ଗୁଳି ଫୁଟି ଜଣେ ଯୁବକ...

୪ ସପ୍ତାହରେ ଜବାବ ରଖିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୨। ୯(ବ୍ୟୁରୋ): ଆୟୁଷ୍ମାନ ଭାରତ ଯୋଜନା ରାଜ୍ୟରେ କାହିଁକି ଲାଗୁ ହୋଇନି। ଆସନ୍ତା ୪ ସପ୍ତାହ ମଧ୍ୟରେ ଜବାବ ଦାଲଖ କରିବାକୁ ସୁପ୍ରିମକୋର୍ଟ ଓଡିଶା ସମେତ...

ଥମୁନି ମୃତ୍ୟୁ ସଂଖ୍ୟା: ଦିନକରେ କରୋନା ନେଲା ୪୩ ଜୀବନ

ଭୁବନେଶ୍ୱର,୯।୬(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୪୩ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୦୧୨୩ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର...

ଅନିଶ୍ଚିତତାରେ ଓକିଲ ସଂଘ ନିର୍ବାଚନ

କଟକ ଅଫିସ,୫।୫: ଓଡ଼ିଶା ହାଇକୋର୍ଟ ବାର୍‌ ଆସୋସିଏଶନ୍‌ ସମେତ ରାଜ୍ୟର ସମସ୍ତ ଓକିଲ ସଂଘ ନିର୍ବାଚନକୁ ନେଇ ଅନିଶ୍ଚିତତା ଦେଖାଦେଇଛି। କରୋନା ଭୂତାଣୁ ସଂକ୍ରମଣକୁ ଦୃଷ୍ଟିରେ...

ଆନ୍ଦୋଳନରୁ ଓହରିଲା ଓଡ଼ିଶା ହାଇକୋର୍ଟ ବାର୍‌ ଆସୋସିଏଶନ: ନଭେମ୍ବର ୪ରେ କାର୍ଯ୍ୟରେ ଯୋଗଦେବେ ଓକିଲ

କଟକ ଅଫିସ,୧।୧୧: ବିଭିନ୍ନ ଦାବି ନେଇ ପ୍ରାୟ ଦୁଇ ମାସ ଧରି ହାଇକୋର୍ଟ ବାର୍‌ ଆସୋସିଏଶନ୍‌ ପକ୍ଷରୁ ଜାରି ରହିଥିବା କୋର୍ଟ ବର୍ଜନ ଆନ୍ଦୋଳନରୁ ଓହରିବାକୁ...

Advertisement
Archives

Model This Week