ସଉଦା କିଣି ଫେରୁଥିବା ବେଳେ ଧକ୍କାଦେଲା ଟ୍ରକ୍‌ : ଜଣଙ୍କ ଜୀବନଗଲା

ଜେନାପୁର,୮।୧୧(ଡି.ଏନ୍‌.ଏ.): ଯାଜପୁର ଜିଲା ଜେନାପୁର ଥାନା ଅନ୍ତର୍ଗତ ଚଢ଼େଇଧରା ହାଟ ନିକଟସ୍ଥ ରାଣୀବନ୍ଧ ପୋଲ ନିକଟରେ ଶୁକ୍ରବାର ଟ୍ରକ୍‌ ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତବ୍ୟକ୍ତି ଜଣଙ୍କ ଶ୍ୟାମସୁନ୍ଦରପୁର ଗ୍ରାମର ଭାସ୍କର ବେହେରା(୫୩) ବୋଲି ଜଣାପଡ଼ିଛି।
ସୂଚନାଯୋଗ୍ୟ, ଭାସ୍କର ସଉଦା ନେଇ ହାଟରୁ ଫେରୁଥିବା ବେଳେ ୫୩ ନଂ. ଜାତୀୟ ରାଜପଥ ରାଣୀବନ୍ଧ ପୋଲ ନିକଟରେ ଡ଼ୁବୁରୀରୁ ଚଣ୍ଡିଖୋଲ ଯାଉଥିବା ଏକ ଟ୍ରକ୍‌ ତାଙ୍କୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଜେନାପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ବ୍ୟବଚ୍ଛେଦ ଲାଗି ବଡ଼ଚଣା ମେଡିକାଲ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମମି ଶରୀରରେ ବଢୁଛନ୍ତି ଅଣୁଜୀବ: ୫,୩୦୦ ବର୍ଷ ପରେ ବି ଜୀବିତ

ବୋଲଜାନୋ (ଇଟାଲୀ),୪ା୬:ପ୍ରାୟ ୫,୩୦୦ ବର୍ଷ ପୂର୍ବେ ଇଟାଲୀର ଆଲ୍ପସ ପର୍ବତମାଳାରେ ଜଣେ ଶିକାରୀଙ୍କୁ ତୀର ମାରି ହତ୍ୟା କରାଯାଇଥିଲା। ବର୍ଷ ବର୍ଷ ଧରି ବରଫ ତଳେ ପୋତିହୋଇ…

ଛତ୍ରପୁର ମହୋତ୍ସବର ତୃତୀୟ ସନ୍ଧ୍ୟା: ଦୀପ୍ତିରେଖା-କୁଲଦୀପଙ୍କ ଗୀତରେ ବିଭୋର ହେଲେ ଶ୍ରୋତା

ଛତ୍ରପୁର,୩ା୬(ଦିଲ୍ଲୀପ ସାମଲ): ଛତ୍ରପୁରର ଅଧିଷ୍ଠାତ୍ରୀ ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଅବସରରେ ସ୍ଥାନୀୟ କଳା, ସଂସ୍କୃତି ଓ ପରମ୍ପରାର ଗରିମାମୟ ଐତିହ୍ୟକୁ ଉଦ୍‌ଜୀବିତ କରିବା ଲକ୍ଷ୍ୟ…

ହୀରାକୁଦରେ ପୂର୍ବ ଶତ୍ରୁତାରୁ ସଂଘବଦ୍ଧ ଆକ୍ରମଣ, ଯୁବକ ଗୁରୁତର

ସମ୍ବଲପୁର,୩ା୬(ପ୍ରମୋଦ ବହିଦାର): ହୀରାକୁଦରେ ପୂର୍ବ ଶତ୍ରୁତା ଓ ବାରମ୍ବାର ଗଣ୍ଡଗୋଳକୁ କେନ୍ଦ୍ର କରି ସଂଘବଦ୍ଧ ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ ହୋଇ ବୁର୍ଲା ଭମ୍‌ସାରରେ ଭର୍ତ୍ତି…

ଆମ୍ବ ତୋଟା ପାଚେରୀରେ ଲାଗିଥିଲା କରେଣ୍ଟ ତାର, ସଂସ୍ପର୍ଶରେ ଆସି ମାଈ ହାତୀର ମୃତ୍ୟୁ

​ସମ୍ବଲପୁର,୩।୬(ପ୍ରମୋଦ ବହିଦାର): ସମ୍ବଲପୁର ସଦର ରେଞ୍ଜ ଅନ୍ତର୍ଗତ ମାନେଶ୍ବରର ଝାଙ୍କରପାଲି ସେକ୍ସନ ଅଧୀନସ୍ଥ ବଦୁଆପାଲି ଗ୍ରାମରେ ବିଦ୍ଯୁତଘାତରେ ଏକ ମାଈ ହାତୀର ମୃତ୍ଯୁ ହୋଇଥିବା ଖବର ମିଳିଛି।…

କଳାବ୍ୟାଜ୍‌ ପିନ୍ଧିଲେ ବରଗଡ଼ କୋଷାଗାର କର୍ମଚାରୀ, ଏହି ଘଟଣାରେ କାର୍ଯ୍ୟାନୁଷ୍ଠାନ…

ବରଗଡ଼,୩।୬(ପ୍ରେମାନନ୍ଦ ଖମାରୀ)- ଯାଜପୁର ଜିଲା କୋଷାଗାର କର୍ମଚାରୀଙ୍କୁ କୋଷାଗାର ଅଧିକାରୀଙ୍କ ଅଶ୍ଳୀଳ ଆଚରଣ ଓ ମାଡ଼ ମାରିବା ଅଭିଯୋଗ ଘଟଣାକୁ ନେଇ ଚାଲିଥିବା ଆନ୍ଦୋଳନର ପ୍ରଭାବ ବରଗଡ଼ରେ…

ନାବାଳିକାଙ୍କୁ ନିଶା ଦେଇ ଚଳନ୍ତା କାରରେ ଗଣବଳାତ୍କାର, ପରେ କଲେ ଏଭଳି କାଣ୍ଡ

ଆସାମ ବିଶ୍ୱନାଥ ଜିଲାର ଚାଲିଆ ଚାପୋରିରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ଭୟଙ୍କର ଘଟଣା ସାମ୍ନାକୁ ଆସିଛି । ଏଠାରେ ଜଣେ ୧୫ବର୍ଷୀୟା ନାବାଳିକାଙ୍କୁ ପାଞ୍ଚ ଜଣ ପୁରୁଷ…

ଧାନକଟା ମେଶିନରେ ଚାଲିଥିଲା କଫ୍ ସିରପ୍ ଚାଲାଣ, ଅତାବିରାରୁ ୨ ଗିରଫ

ଅତାବିରା,୩।୬(ଯୁଧିଷ୍ଠିର ମହାପାତ୍ର)-ବରଗଡ଼ ଜିଲା ଅଞ୍ଚଳରେ ଦିନକୁ ଦିନ କଫ୍ ସିରପ୍‌ କାରବାର ବଢ଼ିବାରେ ଲାଗିଛି । ମଙ୍ଗଳବାର ଅତାବିରା ଥାନା ପୋଲିସ ଏହି କାରବାରରେ ୨ ଅଭିଯୁକ୍ତଙ୍କୁ…

୬୧ବର୍ଷ ବୟସରେ ବର ସାଜିବେ ଆମିର, ଜୁଲାଇ ୫ରେ ତୃତୀୟ ବିବାହ…

ମୁମ୍ବାଇ: ପୁଣି ଥରେ ବିବାହ କରିବେ ବଲିଉଡର ‘ମିଷ୍ଟର ପରଫେକ୍ସନିଷ୍ଟ’। ୬୧ ବର୍ଷ ବୟସରେ ଆମିର ପୁଣି ଥରେ ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri