ସକାରାତ୍ମକ ମାନସିକତା ଓ କାର୍ଯ୍ୟଦକ୍ଷତା

ଆଜିକାଲିର ବ୍ୟସ୍ତମୟ ଜୀବନରେ ନିଜର ମାନସିକତାକୁ ସକାରାତ୍ମକ ରଖିବା ସହଜ ନୁହେଁ। ତଥାପି କେତେକେ ଏଥିପ୍ରତି ସଚେତନ ଥିବା ବେଳେ ଅଧିକାଂଶ ଟେନ୍‌ସନ ଏବଂ ଅବସାଦରୁ ମୁକୁଳିବାର ବାଟ ଖୋଜିଥାଆନ୍ତି। ମାନସିକତା ଯଦି ନକାରାତ୍ମକ ରହେ ତେବେ ଏହାର ପ୍ରଭାବ ଜୀବନଶୈଳୀ ଉପରେ ପଡ଼ିଥାଏ। ଏହା ମନକୁ ଚିନ୍ତାଗ୍ରସ୍ତ କରିବା ସହ କାର୍ଯ୍ୟ ପ୍ରତି ଅରୁଚି ଭାବ ସୃଷ୍ଟି କରିଥାଏ। ତେବେ ମନକୁ କିପରି ସକାରାତ୍ମକ ପରିବେଶରେ ରଖିବେ ତାହାର କେତୋଟି ସରଳ ଉପାୟ ରହିଛି। କୌଣସି ସମସ୍ୟାର ସମ୍ମୁଖୀନ ହେଲେ ସେଥିରେ ବ୍ୟତିବ୍ୟସ୍ତ ନ ହୋଇ ତାହାର ସମାଧାନ କରିବାକୁ ଚେଷ୍ଟା କରନ୍ତୁ। ନିଜର ସାମର୍ଥ୍ୟ ଅନୁସାରେ କାମ କରନ୍ତୁ। ଅଯଥା ଗୁଡ଼ାଏ କାମକୁ ଆବୋରି ବସି ତାହାକୁ ତୁଲାଇ ନ ପାରିଲେ ମନ ଭାରାକ୍ରାନ୍ତ ଲାଗିବା ସ୍ବାଭାବିକ। ତେଣୁ ସବୁବେଳେ ଯୋଜନାବଦ୍ଧ ଭାବରେ କାମ କଲେ ମନ ସକାରାତ୍ମକ ରହିଥାଏ। ଯେତେ ସମ୍ଭବ ନିଜକୁ ଖୁସିର ମାହୋଲ ଭିତରେ ରଖିବାକୁ ଚେଷ୍ଟା କରନ୍ତୁ। ଏହାଦ୍ୱାରା କାର୍ଯ୍ୟଦକ୍ଷତା ବୃଦ୍ଧି ପାଇଥାଏ ।


Enter your email to get our daily news in your inbox.

All Right Reserved By Dharitri.Com

ମୃତ ଯୁବକଙ୍କ ମିଳିଲା ପରିଚୟ: ସେଲଫି ନେବା ହେଲା କାଳ

କୋକସରା,୩।୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକର ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀଚଞ୍ଚରାର ଡୋକରୀଦର ଝରଣା ନିକଟରେ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଥିଲା। ଶୁକ୍ରବାର ସକାଳୁ…

ସମୁଦ୍ର କୂଳ ଲଙ୍ଘିବା ଘଟଣା: ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ପୋଡ଼ମପେଟାକୁ ନିଷିଦ୍ଧାଞ୍ଚଳ ଘୋଷଣା

ଗଞ୍ଜାମ/ ଛତ୍ରପୁର,୩।୭ (/ଅନାଥ ତରାଇ/ଦିଲ୍ଲୀପି ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୋଡମପେଟାରେ ସମୁଦ୍ର କୂଳ କ୍ଷୟ ଦିନକୁ ଦିନ ଉଦ୍‌ବେଗଜନକ ରୂପ ନେବାରେ ଲାଗିଛି। ସମୁଦ୍ର ଦ୍ରୁତ…

ଦାଦନ ଖଟି ଯାଇଥିଲେ, ଫେରିଲା ମୃତଦେହ: ତେଲେଙ୍ଗାନାରେ ବିଦ୍ୟୁତ ଆଘାତରେ ଗଜପତିର ଶ୍ରମିକଙ୍କ ମୃତ୍ୟୁ

ପାରଳାଖେମୁଣ୍ଡି,୩।୭(ଗିରିଧାରୀ ପରିଛା): ଗଜପତି ଜିଲାରେ ଦାଦନ ଦୁଃଖର କରୁଣ ଚିତ୍ର ପୁଣି ସାମ୍ନାକୁ ଆସିଛି। ସ୍ଥାନୀୟ ଅଞ୍ଚଳରେ କାମର ଅଭାବ ଯୋଗୁ ଜୀବିକା ଅନ୍ୱେଷଣରେ ବାହାର ରାଜ୍ୟକୁ…

ଡାକ୍ତରଙ୍କ ଆନ୍ଦୋଳନ ଯୋଗୁ ରୋଗୀସେବା ବ୍ୟାହତ: ଦୁର୍ଘଟଣାରେ ଆହତଙ୍କୁ ଚିକିତ୍ସା ନ ମିଳିବାରୁ ବୁର୍ଲା ସ୍ଥାନାନ୍ତର

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ)- ରାଜ୍ୟରେ ଡାକ୍ତରମାନଙ୍କ ବିଭିନ୍ନ ଦାବିକୁ ନେଇ ଚାଲିଥିବା ଆନ୍ଦୋଳନ ଯୋଗୁ ସାଧାରଣ ସ୍ୱାସ୍ଥ୍ୟସେବା ଗୁରୁତର ଭାବେ ପ୍ରଭାବିତ ହୋଇଛି। ଡାକ୍ତରଖାନା ଗୁଡ଼ିକରେ ରୋଗୀସେବା ତଥା…

୪୦ ବର୍ଷ ପରେ ନ୍ୟୁଜିଲାଣ୍ଡ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ, ଇଣ୍ଡୋନେସିଆରୁ ଅଷ୍ଟ୍ରେଲିଆ ଯାଏ ଦେଖିବାକୁ ମିଳିବ… 

ନୂଆଦିଲ୍ଲୀ,୩।୪: ବିଶ୍ୱର ବଦଳୁଥିବା ଭୂ-ରାଜନୈତିକ ସମୀକରଣ ମଧ୍ୟରେ ଭାରତ ନିଜର ବୈଦେଶିକ ନୀତି ଏବଂ ବାଣିଜ୍ୟିକ ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ପାଇଁ ଏକ ବଡ଼ ପଦକ୍ଷେପ…

ଯୌତୁକ ପାଇଁ ନିର୍ଯ୍ୟାତନା ପରେ  ସ୍ତ୍ରୀଙ୍କୁ ଶ୍ୱାସରୁଦ୍ଧ କରି ହତ୍ୟା ଉଦ୍ୟମ: ସ୍ବାମୀ ଗଲେ ଜେଲ 

ଦିଗପହଣ୍ଡି,୩|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଶୁଣ୍ଡିପଲ୍ଲୀ ଗ୍ରାମର ବର୍ଷା ସିଂ(୨୦)ଙ୍କୁ ଯୌତୁକ ପାଇଁ ଶ୍ବଶୁର ଘର ଲୋକେ ଶାରୀରିକ ଓ ମାନସିକ ନିର୍ଯ୍ୟାତନା…

ହେଲୋ ପଏଣ୍ଟଠାରେ ୭୭ତମ ବନ ମହୋତ୍ସବ: ଯୋଗଦେଲେ…

ଥୁଆମୂଳ ରାମପୁର, ୩।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରାସ୍ଥିତ ହେଲୋ ପଏଣ୍ଟଠାରେ ଶୁକ୍ରବାର ଥୁଆମୂଳ ରାମପୁର ଦକ୍ଷିଣ ବନାଞ୍ଚଳ ପକ୍ଷରୁ…

ଶିକ୍ଷକ ଅଭାବ ପାଠ ପଢ଼ାରେ ସମସ୍ୟା : ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୩ ଜଣ ଶିକ୍ଷକ

ରିଷିଡା, ୩/୭ (ସୁଶାନ୍ତ ମଲ୍ଲିକ): ଶିକ୍ଷକ ଅଭାବ ଯୋଗୁଁ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ବିଦ୍ୟାଳୟରେ ଶିକ୍ଷାଦାନ ବ୍ୟାହତ ହେଉଥିବା ଅଭିଯୋଗ ହୋଇଛି। କେଉଁଠି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri