ସକାଳଭୋଜନରେ ଏସବୁ ଖାଦ୍ୟପଦାର୍ଥ ସାମିଲ କରୁଛନ୍ତି କି…

ସୁସ୍ବାସ୍ଥ୍ୟ ପାଇଁ ନିୟନ୍ତ୍ରିତ ଆହାର ଜରୁରୀ। କୁହାଯାଏ ଠିକ୍‌ ସମୟରେ ସକାଳଭୋଜନ କରିବା ଦ୍ୱାରା ଅନେକ ରୋଗରୁ ରକ୍ଷା ପାଇହୁଏ। ଏହା ଦିନ ତମାମ ଜଣଙ୍କୁ ଫୁର୍ତ୍ତି ରଖେ। ହେଲେ ଅନେକ ସମୟରେ ସକାଳଭୋଜନ କରୁଥିଲେ ମଧ୍ୟ ସ୍ବାସ୍ଥ୍ୟ ଠିକ୍‌ ରହୁ ନ ଥିବା ପରିଲକ୍ଷିତ ହୋଇଥାଏ। ଏସବୁ ପଛରେ ରହିଛି ଆପଣ ଖାଉଥିବା ଖାଦ୍ୟ। କ’ଣ ଖାଇଲେ ସମସ୍ୟା ଉପୁଜିପାରେ ତାହା ଜାଣି ରଖନ୍ତୁ।

-ଫଳ ରସ: ସକାଳ ଭୋଜନରେ ଫଳରସକୁ ସାମିଲ କରନ୍ତୁ ନାହିଁ। ଏହାଦ୍ୱାରା ରକ୍ତରେ ଶର୍କରା ପରିମାଣ, ହଜମଶକ୍ତି, ଟାଇପ୍‌-୨ ଡାଇବେଟିସ୍‌ ଆଦି ହୋଇପାରେ।

-ମିଠାଦହି: ଏଥିରେ ଚିନିର ମାତ୍ରା ଅଧିକ ଥାଏ। କହିବାକୁ ଗଲେ ଆଇସ୍‌କ୍ରିମ୍‌ ତୁଳନାରେ ମଧ୍ୟ ଚିନିର ମାତ୍ରା ଅଧିକ ଥାଏ। ଏହାକୁ ଖାଇଲେ ଆପଣଙ୍କୁ ଶୀଘ୍ର ଭୋକ ଲାଗିପାରେ।

-ପେଷ୍ଟ୍ରିଜ୍‌: ଏହାକୁ ସକାଳ ଭୋଜନରେ ସର୍ବଦା ସାମିଲ କରନ୍ତୁ ନାହିଁ। କାରଣ ଏହା ଭୋକ ବଢ଼ାଇଥାଏ। ଏହାକୁ ଖାଇବା ଦ୍ୱାରା ଓଜନ ବୃଦ୍ଧିର ସମସ୍ୟା ଉପୁଜିପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଶିମିଳିପାଳରେ ମାଉସ୍‌ ଡିଅର: ଜୋର୍‌ ଧରିଲା ଚର୍ଚ୍ଚା

ବାରିପଦା,୨ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନ ଓଡ଼ିଶାର ଏକ ଅନନ୍ୟ ବନ୍ୟପ୍ରାଣୀ ଆବାସସ୍ଥଳୀ ଭାବେ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଏଠାରେ ବିଶ୍ୱର କ୍ଷୁଦ୍ର…

ଶୈବପୀଠକୁ ୨ କୋଟି ଟଙ୍କା ମଞ୍ଜୁର: ଅଞ୍ଚଳରେ ଖେଳିଗଲା ଖୁସିର ଲହରୀ

ବରଗଡ଼,୨।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ବ୍ଲକ ଅନ୍ତର୍ଗତ ଗାଇସୀମାସ୍ଥିତ ଅଷ୍ଟଶମ୍ଭୁ ପୀଠ ମଧ୍ୟରେ ଅନ୍ୟତମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ମନ୍ଦିର ବିକାଶ ପାଇଁ ରାଜ୍ୟ ସରକାର ୨କୋଟି ଟଙ୍କା…

ବିନା କଟ୍‌ନୀରେ ମଣ୍ଡିରୁ ଉଠୁନି ଧାନ: ସିଏସ୍‌ଓଙ୍କୁ ଫେରାଦ ହେଲେ ଚାଷୀ

ବରଗଡ଼,୨।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ୩ସପ୍ତାହ ବିତି ଯାଇଛି। ହେଲେ ଏପର୍ଯ୍ୟନ୍ତ ଜିଲାରେ ଧାନ ବିକ୍ରିବଟାରେ ଦେଖାଯାଇଥିବା ସମସ୍ୟା ଅସମାହିତ ରହିଛି। ଟୋକନ ସମସ୍ୟା…

ଭାଜପା ଛାଡ଼ି ନୂଆ ଦଳ ଗଢ଼ିବେ ଆନ୍ନାମଲାଇ, କାହିଁକି ଏହି ନିଷ୍ପତ୍ତି ଜାଣନ୍ତୁ

ଚେନ୍ନାଇ,୨।୬: ଦକ୍ଷିଣ ଭାରତରେ ଭାଜପାର ଅନ୍ୟତମ ପ୍ରମୁଖ ଚେହେରା ତଥା ତାମିଲନାଡୁରେ ଦଳର ପୂର୍ବତନ ସଭାପତି କେ. ଆନ୍ନାମଲାଇ ଇସ୍ତଫା ଦେବାକୁ ନିଷ୍ପତ୍ତି ନେଇଛନ୍ତି । ସେ…

ଏନ୍‌ଭିଡିଆ ଆଣିଲା ଶକ୍ତିଶାଳୀ ଚିପ୍‌: ପିସି, ଲାପ୍‌ଟପ୍‌ କ୍ଷେତ୍ରରେ ଆସିବ ଏଆଇ କ୍ରାନ୍ତି

ତାଇପେଇ,୨ା୬(ରଏଟର୍ସ):ବିଶ୍ୱର ପ୍ରମୁଖ ଚିପ୍‌ ନିର୍ମାଣକାରୀ ସଂସ୍ଥା ‘ଏନ୍‌ଭିଡିଆ’ ବ୍ୟକ୍ତିଗତ କମ୍ପ୍ୟୁଟର (ପିସି) ଏବଂ ଲାପ୍‌ଟପ୍‌ ଜଗତରେ ବଡ଼ ବିପ୍ଳବ ଆଣିବାକୁ ଯାଉଛି। କମ୍ପାନୀ ପକ୍ଷରୁ ସୋମବାର ଏକ…

ଇଟାଭାଟିକୁ ଯାଉଥିବା ବେଳେ ହାତୀ ହାବୁଡରେ ପଡ଼ିଗଲେ ଯୁବକ, ତାପରେ ଯାହା ଘଟିଲା……

ପରଜଙ୍ଗ,୨।୬(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ଡମୋଳ ଝରା ସାହି ନିକଟରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି ।ଗୋଟିକିଆ ଦନ୍ତା…

ବିଜେଡି କର୍ମୀ-ପଟାଙ୍ଗି ବିଧାୟକଙ୍କ ମଧ୍ୟରେ ରାଜନୈତିକ ଛକାପଞ୍ଝା: ବିଜେଡି କଲା ଘୋଷଣା-ଆସନ୍ତା ବୁଧବାର…

ନନ୍ଦପୁର, ୧।୬ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକରେ ଗତ ଦୁଇଦିନ ହେଲା ସରପଞ୍ଚ ସମିତି ସଭ୍ୟ, ବିଜେଡି କର୍ମୀ ଓ ପଟାଙ୍ଗି ବିଧାୟକଙ୍କ…

ନିମିଷକେ ଉଜୁଡିଗଲା ସଂସାର…ବିବାହର କିଛି ଘଣ୍ଟା ପରେ ଆଖିବୁଜିଲେ ପାଇଲଟ୍‌: ସ୍ତ୍ରୀଙ୍କ ସହ କରୁଥିଲେ…

ଓ୍ବାଶିଂଟନ୍‌,୧।୬: ଆମେରିକାରେ ଏକ ହେଲିକପ୍ଟର ଦୁର୍ଘଟଣାରେ ଜଣେ ଭାରତୀୟ ବଂଶୋଦ୍ଭବ ପାଇଲଟ ମୃତ୍ୟୁବରଣ କରିଛନ୍ତି। ଏହି ଦୁଃଖଦ ଘଟଣା ତାଙ୍କ ବିବାହର ମାତ୍ର କିଛି ଘଣ୍ଟା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri