ସକାଳୁ ଖାଲି ପେଟରେ ପିଅନ୍ତୁ ପଇଡ଼ ପାଣି..ମିଳିବ ଅନେକ ଫାଇଦା

ଶରୀର ପାଇଁ ବେଶ୍‌ ଲାଭଦାୟକ ପଇଡ଼ ପାଣି। ସକାଳେ ଖାଲି ପେଟରେ ପଇଡ ପାଣି ପିଇଲେ ଅଧିକ ଫଳପ୍ରଦ ହୋଇଥାଏ। ପଇଡ଼ ପାଣିରେ ଆଣ୍ଟିଅକ୍ସିଡାଣ୍ଟ, ଭିଟାମିନ-ସି, ଏନ୍‌ଜାଇମ, ବି-କମ୍ପ୍ଲେକ୍ସ ସହିତ ଅନ୍ୟ ଜରୁରୀ ପୋଷକ ତତ୍ତ୍ୱ ରହିଥାଏ। କେବଳ ଖରାଦିନ ନୁହେଁ, ଯେ କୌଣସି ଋତୁରେ ଆପଣ ଏହାକୁ ପିଇପାରିବେ। ଏଥିରେ ରୋଗ ପ୍ରତିରୋଧକ ଶକ୍ତି ରହିଛି। ଏହାସହ ଅନେକ ରୋଗ ସହ ଲଢିବାରେ ପଇଡପାଣି ଶକ୍ତି ଦେଇଥାଏ। ଯେଉଁ ଲୋକ ଓଜନ କମ କରିବାକୁ ଚାହୁଁଛନ୍ତି, ସେମାନଙ୍କୁ ଏହି ପାଣିକୁ ପ୍ରତିଦିନ ପିଇବା ଆବଶ୍ୟକ। ଏଥିରେ ମେଦବହୁଳତା କମିବାରେ ବହୁତ ସାହାଯ୍ୟକାରୀ ହୋଇଥାଏ। ପଇଡପାଣି ପିଇବା ଦ୍ବାରା ହାଇପରଟେନସନର ଚିନ୍ତା ଦୂର ହୋଇଥାଏ, ଯଦ୍ଦ୍ବାରା ରକ୍ତଚାପ ନିୟନ୍ତ୍ରଣରେ ରହିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

୨୮୦ କୋଟି ଟଙ୍କାର ହେରୋଇନ୍‌ ଜବତ

ଗାନ୍ଧିନଗର,୨୫।୪: ଆରବ ସାଗରରୁ ପାକିସ୍ତାନୀ ଡଙ୍ଗାକୁ ଧରିବା ପାଇଁ ଭାରତୀୟ ତଟରକ୍ଷୀ ବାହିନୀ ଏବଂ ଗୁଜରାଟ ଏଟିଏସକୁ ଗୁଳି ଚଳାଇବାକୁ ପଡିଛି। ପାକ ଡଙ୍ଗାରେ ଥିବା...

କ୍ରୋମ ୟୁଜରଙ୍କ ପାଇଁ ଚେତାବନୀ

ନୂଆଦିଲ୍ଲୀ,୮।୨: ଇଣ୍ଡିଆନ କମ୍ପ୍ୟୁଟର ଏମରଜେନ୍ସି ରେସପନ୍ସ ଟିମ୍‌ (ସିଇଆର୍‌ଟି-ଇନ) ପକ୍ଷରୁ କ୍ରୋମ ୟୁଜରଙ୍କୁ ଚେତାବନୀ ଦିଆଯାଇଛି। ଏହି ବ୍ରାଉଜରରେ ଅନେକ ସୁରକ୍ଷା ସମ୍ପର୍କୀତ ଦୁର୍ବଳତା ରହିଛି।...

୧୨ ଶହ ଟଙ୍କାରେ ମିଛ କରୋନା ରିପୋର୍ଟ…

ଲକ୍ଷ୍ନୌ,୧୦।୪: ଦେଶରେ କରୋନା ସଂକ୍ରମଣ ନେଇ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ମିଛ କରୋନା ରିପୋର୍ଟ ପ୍ରସ୍ତୁତ କରିବା ଅଭିଯୋଗରେ ୨ ଜଣଙ୍କୁ ଗିରଫ କରାଯାଇଛି।...

ଏହି ୪ ଫଳ ଖାଇଲେ ସଂକ୍ରମଣରୁ ମିଳିବ ମୁକ୍ତି

ଅନେକ ସ୍ବାସ୍ଥ୍ୟ ସମସ୍ୟାରୁ ମୁକ୍ତି ପାଇବା ପାଇଁ ଏଣୁତେଣୁ ଖାଇବା ଉଚିତ ହୋଇ ନ ଥାଏ। ଏହା ସହ ଦୈନିକ କିଛି ଫଳ ଖାଇବା ନିହାତି...

ସରକାର ଗଠନ ପାଇଁ ଅଣ୍ଟାଭିଡ଼ା: ଶୁକ୍ରବାର ଶିବସେନା-ଏନ୍‌ସିପି-କଂଗ୍ରେସ ବୈଠକ

ମୁମ୍ବାଇ,୨୧।୧୧: ମହାରାଷ୍ଟ୍ରରେ ସରକାର ଗଠନ ପାଇଁ ଅଣ୍ଟା ଭିଡ଼ିଛନ୍ତି ଶିବସେନା, ଏନ୍‌ସିପି ଏବଂ କଂଗ୍ରେସ। ଏନେଇ ଶୁକ୍ରବାର ଏହି ତିନି ଦଳଙ୍କ ମଧ୍ୟରେ ବୈଠକ ହେବାର...

ଏସବୁ ଅଞ୍ଚଳରେ ପ୍ରଥମେ ଆରମ୍ଭ ହେଲା ଡିଜିଟାଲ ସ୍ବାସ୍ଥ୍ୟ ମିଶନ

ନୂଆଦିଲ୍ଲୀ, ୧୬।୮: ଦେଶର ସମସ୍ତ ଲୋକଙ୍କୁ ଏବେ ଡିଜିଟାଲ ସ୍ମାର୍ଟ ହେଲଥ୍‌ କାର୍ଡ ମିଳିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବାଧିନତା ଦିବସ ଅବସରରେ ଘୋଷଣା...

ହୃଦ୍‌ରୋଗ ଓ ଖାଦ୍ୟ

ଆଜିକାଲି ହୃଦ୍‌ରୋଗ ଏକ ସାଧାରଣ ସମସ୍ୟା ପାଲଟିଗଲାଣି କହିଲେ ଆଦୌ ଭୁଲ୍‌ ହେବ ନାହିଁ। ଅସନ୍ତୁଳିତ ଜୀବନଶୈଳୀ, ଖାଦ୍ୟପେୟ, ରକ୍ତ ସଞ୍ଚାଳନରେ ବାଧା ସୃଷ୍ଟି ହେଲେ...

ନ୍ୟାଶନାଲ ଚାମ୍ପିୟନଙ୍କ ସହିତ ଟେବୁଲ ଟେନିସ ଖେଳିଲେ ଆଇନମନ୍ତ୍ରୀ: ସୋସିଆଲ ମିଡ଼ିଆରେ ଭାଇରାଲ…

ନୂଆଦିଲ୍ଲୀ,୧୯।୩ : କେନ୍ଦ୍ର ଆଇନ ମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ବିବୃତ୍ତି ଏବଂ ପୋଷ୍ଟ ପାଇଁ ସବୁବେଳେ ଚର୍ଚ୍ଚାରେ ଥାଆନ୍ତି। ସେ ସୋସିଆଲ...

Advertisement
Archives

Model This Week