କିଡ୍‌ନୀ ସମସ୍ୟାରୁ ଦୂରେଇ ରହିବା ପାଇଁ ସକାଳେ ପିଅନ୍ତୁ ମଞ୍ଜୁଆତି ପତ୍ର ପାଣି…

ପ୍ରତିଦିନ ସକାଳେ ଅଧାକପ୍‌ ମଞ୍ଜୁଆତି ପତ୍ର ପାଣି ପିଇଲେ ଅନେକ ଉପକାର ମିଳିଥାଏ। ମଞ୍ଜୁଆତି ପତ୍ରକୁ ରାତିରେ ସିଝାଇ ସକାଳେ ଏହାକୁ ଛାଣି ପିଇବାକୁ ପଡ଼ିଥାଏ। ଏହା ଦ୍ୱାରା ଡାଇବେଟିସ୍‌ରୁ ମୁକ୍ତି ମିଳିଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ଏହା ଇନସୁଲିନ୍‌ କ୍ଷରଣକୁ ନିୟନ୍ତ୍ରିତ କରେ। ସେହିପରି ଏଥିରେ ଥିବା ରାସାୟନିକ ପଦାର୍ଥ ରକ୍ତ ସଞ୍ଚାଳନକୁ ସ୍ବାଭାବିକ କରିଥାଏ। ଫଳରେ ହାର୍ଟ ଆଟାକ, କିଡ୍‌ନୀ ସମସ୍ୟା ଆଦିରୁ ମୁକ୍ତି ମିଳେ। ଏହାର ଚେରକୁ ଅରୁଆ ଚାଉଳ ଧୁଆ ପାଣିରେ ବାଟି ପିଇଲେ ଜଣ୍ଡିସ୍‌ରୁ ମୁକ୍ତି ମିଳିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଆଇନକୁ ପାଳନ କର

ନୂଆଦିଲ୍ଲୀ, ୧୯।୬: ଭାରତୀୟ ଆଇନ ଓ ନିୟମାବଳୀକୁ ଅନୁପାଳନ କରିବା ଲାଗି ସଂସଦୀୟ କମିଟି ଶୁକ୍ରବାର ଟୁଇଟର ଇଣ୍ଡିଆକୁ କଡ଼ା ବାର୍ତ୍ତା ଦେଇଛି। ନୂଆ ଆଇଟି...

ମୁଣ୍ଡବିନ୍ଧାର କାରଣ, ନିରାକରଣ ସମ୍ପର୍କରେ ଜାଣନ୍ତୁ…

ଆଜିକାଲି ମୁଣ୍ଡବିନ୍ଧା ମୁଖ୍ୟ ସମସ୍ୟା ପାଲଟିଛି। ଏପରିକି ଅଧିକାଂଶ ଲୋକଙ୍କର ସପ୍ତାହକୁ ୨-୩ ଥର ମୁଣ୍ଡବିନ୍ଧା ହୋଇଥାଏ। ଏହାର ଅନେକ କାରଣ ମଧ୍ୟ ରହିଛି। ମାନସିକ...

ମମତାଙ୍କ ପାଇଁ ବାଟ ଛାଡ଼ିଲେ ଭବାନୀପୁର ବିଧାୟକ

କୋଲକାତା,୨୧।୫: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପାଇଁ ବିଧାନସଭା ଉପ-ନିର୍ବାଚନ ଲାଗି ଏବେ ରାସ୍ତା ସଫା ହୋଇଯାଇଛି। କାରଣ ରାଜ୍ୟର ଶାସକ ଦଳ ତୃଣମୂଳ କଂଗ୍ରେସର...

କୋଠା ଭୁଶୁଡ଼ି ୨ ମୃତ

ନୂଆଦିଲ୍ଲୀ,୨୬୪: ଦକ୍ଷିଣ ଦିଲ୍ଲୀର ସତ୍ୟ ନିକେତନଠାରେ ସୋମବାର ଅପରାହ୍ନରେ ଏକ ୩ ମହଲା ବିଲ୍ଡିଂ ଭୁଶୁଡ଼ି ୨ ଜଣଙ୍କ ମୃତ୍ୟୁ ଘଟିଛି। ମାସେ ହେଲା ଉକ୍ତ...

ପ୍ରିୟଙ୍କା ଯିବେ ରାଜ୍ୟ ସଭା !

ନୂଆଦିଲ୍ଲୀ,୧୫।୨: କଂଗ୍ରେସର ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଛତିଶଗଡ଼ରୁ ରାଜ୍ୟ ସଭା ଆସିବା ନେଇ ଏବେ ଚର୍ଚ୍ଚା ହେଉଛି। ଆସନ୍ତା ଏପ୍ରିଲ୍‌ରେ ଛତିଶଗଡ଼, ରାଜସ୍ଥାନ...

‘ଚାଇନାର ମୁକାବିଲା ପାଇଁ ଭାରତୀୟ ସେନା ସମର୍ଥ’

ନୂଆଦିଲ୍ଲୀ,୪ା୯(ପି.ଟି.): ଚାଇନାର ଆକ୍ରମଣାତ୍ମକ କାର୍ଯ୍ୟାନୁଷ୍ଠାନର ଉପଯୁକ୍ତ ମୁକାବିଲା ଲାଗି ଭାରତୀୟ ସେନା ସମର୍ଥ ବୋଲି ଚିଫ୍‌ ଅଫ୍‌ ଡିଫେନ୍ସ ଷ୍ଟାଫ୍‌ (ସିଡିଏସ୍‌) ଜେନେରାଲ ବିପିନ ରାଓ୍ବତ...

ଉଦ୍ୟୋଗପତି ରାହୁଲ ବଜାଜ୍‌ଙ୍କ ପରଲୋକ…

ପୁଣେ, ୧୨।୨ : ଖ୍ୟାତି ସମ୍ପନ୍ନ ଉଦ୍ୟୋଗପତି ତଥା ବଜାଜ୍‌ ଗ୍ରୁପ୍‌ର ପୂର୍ବତନ ଅଧ୍ୟକ୍ଷ ରାହୁଲ ବଜାଜ୍‌ଙ୍କ ପରଲୋକ ଘଟିଛି। ଶନିବାର ପୁଣେଠାରେ ସେ ଶେଷ...

ଲକ୍ଷ୍ନୌ ପୂର୍ବରୁ ହାରିଲେ ଅନୁରାଗ ଭଦୁରିଆ

ଲକ୍ଷ୍ନୌ,୧୧।୩: ଲକ୍ଷ୍ନୌ ପୂର୍ବ ବିଧାନସଭା ଆସନରୁ ଭାଜପାର ବରିଷ୍ଠ ନେତା ତଥା କ୍ୟାବିନେଟ ମନ୍ତ୍ରୀ ଆଶୁତୋଷ ଟଣ୍ଡନ ବିଜୟୀ ହୋଇଛନ୍ତି। ତାଙ୍କର ନିକଟତମ ପ୍ରତିନ୍ଦ୍ୱନ୍ଦ୍ୱି ସମାଜବାଦୀ...

Advertisement
Archives

Model This Week