ସକାଳେ କପେ ରେଡ୍‌ ଟି…

ସକାଳେ ରେଡ୍‌ ଟି ପିିଇଲେ ଅନେକ ଉପକାର ମିଳିଥାଏ। ରେଡ୍‌ ଟିରେ ଲୌହ, ପୋଟାସିୟମ୍‌, ଜିଙ୍କ୍‌, ମାଙ୍ଗାନିଜ୍‌, କପର, କ୍ୟାଲସିୟମ୍‌, ସୋଡ଼ିୟମ୍‌, ମ୍ୟାଗ୍ନେସିୟମ୍‌, ଫ୍ଲୋରାଇଡ୍‌, କ୍ୟୁରସେଟିନ୍‌ ଆଦି ତତ୍ତ୍ୱ ରହିଥାଏ। ଏହାକୁ ନିୟମିତ ପିଇଲେ ରକ୍ତ ସଞ୍ଚାଳନ ବୃଦ୍ଧି ହୋଇ ହାର୍ଟ ଆଟାକ୍‌, ରକ୍ତଚାପ ଓ ଡାଇବେଟିସ୍‌ରୁ ମୁକ୍ତି ମିଳିଥାଏ । ରେଡ୍‌ ଟି ପାଚନ କ୍ରିୟାକୁ ସନ୍ତୁଳିତ କରିବା ସହିତ ହାଡ଼କୁ ଟାଣ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ଏଥିରେ ଥିବା ଆଣ୍ଟି ଏଜିଂ ତତ୍ତ୍ୱ ବୟସ ବୃଦ୍ଧିକୁ ରୋକି ତ୍ୱଚାରେ ଚମକ ଆଣିଥାଏ । ଫଳରେ ଯୁବସୁଲଭ ଠାଣି ବଜାୟ ରହିଥାଏ। ମେଦବହୁଳତା ଓ ବୃକ୍‌କ ଜନିତ ସମସ୍ୟାର ନିରାକରଣରେ ଏହା ମହୌଷଧୀ ସାବ୍ୟସ୍ତ ହୋଇଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏସବୁ ଜିନିଷ ସହ ମିଶାଇ ଖାଆନ୍ତୁ ନାହିଁ ମହୁ…

ମହୁ ସ୍ବାସ୍ଥ୍ୟ ପାଇଁ  ଉପକାରୀ ହୋଇଥିବା ବେଳେ ଥଣ୍ଡା ଲାଗି ବରଦାନ ସଦୃଶ ହୋଇଥାଏ। ଥଣ୍ଡା ଜ୍ୱର ସମୟରେ ତୁଳସୀ ପତ୍ରରେ ମହୁ ମିଶାଇ ସେବନ...

ଅବସାଦ ଦୂର ପାଇଁ ଶୁଣନ୍ତୁ ଏମିତି ଗୀତ

ଜଞ୍ଜାଳପୂର୍ଣ୍ଣ ଜୀବନରେ ଶାନ୍ତିରେ ନିଃଶ୍ୱାସ ମାରିବା ଏବେ କଷ୍ଟକର। ପିଲାଠୁ ନେଇ ବୟସ୍କ ସଭିଏଁ ନିଜ ନିଜ କ୍ଷେତ୍ରରେ ଚିନ୍ତିତ। ଏମିତିରେ ଅବସାଦ ଶରୀରକୁ ସମ୍ପୂର୍ଣ୍ଣ...

ସ୍ତ୍ରୀଙ୍କୁ ଧୋକା ଦିଅନ୍ତି ଏପରି ସ୍ବରରେ କଥା ହେଉଥିବା ସ୍ବାମୀ

କୁହାଯାଏ ଯେ, ଜଣଙ୍କ ବ୍ୟକ୍ତିତ୍ୱ ତାଙ୍କ ସ୍ବର ଦ୍ୱାରା ସହଜରେ ଜାଣିହେବ। ତେବେ ଏହି କଥା ଠିକ୍‌ କି ନାହିଁ ତାହା ଜାଣିବା ପାଇଁ ପୁରୁଷମାନଙ୍କ...

ଲିଭର ଏବଂ ଡାଇବେଟିସ୍‌ ସମସ୍ୟାରୁ ଦୂରେଇ ରହିବା ପାଇଁ ରାତିରେ ଶୋଇବା ପୂର୍ବରୁ ଖାଆନ୍ତୁ ଏଥିରୁ ୨ଟି…

ନୂଆଦିଲ୍ଲୀ: ଖାଦ୍ୟପେୟରେ ଅନିୟମିତତା ତଥା ପରିବର୍ତ୍ତିତ ଜୀବନଶୈଳୀ ଯୋଗୁ କେତେକଙ୍କଠାରେ ଲିଭର ଏବଂ ଡାଇବେଟିସ୍‌ ସମସ୍ୟା ଦେଖାଦେଇଥାଏ। ତେବେ ରାତିରେ ଶୋଇବା ପୂର୍ବରୁ ୨ଟି ଲବଙ୍ଗ...

ରସାବଳି

ଆବଶ୍ୟକ ସାମଗ୍ରୀ- ଏକ କପ୍‌ ପନିର, ଚିନି ପାଉଡର- ୧ କପ୍‌, ସୁଜି- ୨ ଚାମଚ, ବେକିଂ ସୋଡା- ଅଳ୍ପ ପରିମାଣରେ, ଅଳେଇଚ ପାଉଡର- ୧...

ସ୍ବାସ୍ଥ୍ୟୋପକାରୀ ଅମୃତଭଣ୍ଡା

ଅମୃତଭଣ୍ଡାରେ ଅନେକ ଉପକାରୀ ଗୁଣ ଭରି ରିହିଛି । ଏହାକୁ ଖାଦ୍ୟ ତାଲିକାରେ ସାମିଲ କଲେ ତାହା ଶରୀର ପାଇଁ ବରଦାନ ସଦୃଶ ହୋଇଥାଏ। ଜାଣନ୍ତୁ...

ହାତରେ ଖାଇଲେ ବଢ଼େ ଖାଦ୍ୟର ସ୍ବାଦ

ବର୍ତ୍ତମାନର ଆଧୁନିକ ଯୁଗରେ ଅଧିକାଶ ଲୋକେ ହାତ ପରିବର୍ତ୍ତେ ଚାମଚରେ ଖାଇବାକୁ ପସନ୍ଦ କରୁଛନ୍ତି। ମାତ୍ର ଚାମଚରେ ନ ଖାଇ ହାତରେ ଖାଇବା ଦ୍ୱାରା ଖାଦ୍ୟର...

ମମତାର ବନ୍ଧୁତ୍ୱ

ଏମିତି ଏକ ସମ୍ପର୍କ ଯେଉଁଠି ଥାଏ ଭଲପାଇବାର ଅଲିଖିତ ଚୁକ୍ତି। ଅନାବିଳ ପ୍ରେମ ଆଉ ଅଯାଚିତ ସ୍ନେହର ପ୍ରତିଶ୍ରୁତି। ଭରସା, ବିଶ୍ୱାସ ଆଉ ସ୍ନେହ ମମତାର...

Advertisement


Archives

Model This Week