ସକାଳ ଜଳଖିଆରେ ସାମିଲ କରନ୍ତୁ ନାହିଁ ଏସବୁ ଖାଦ୍ୟ

ସକାଳ ଜଳଖିଆ ଶରୀର ପାଇଁ ନିହାତି ଆବଶ୍ୟକ। ତାହା ପୁଣି ଉପଯୁକ୍ତ କ୍ୟାଲୋରୀର ହୋଇଥିଲେ ଭଲ। ଏମିତି କିଛି ଖାଦ୍ୟ ଅଛି ଯାହା ପାଟିକୁ ସ୍ବାଦ ଲାଗୁଥିଲେ ମଧ୍ୟ ଶରୀର ପାଇଁ ଆଦୌ ଗ୍ରହଣୀୟ ନୁହେଁ। ସେଥିପାଇଁ ସକାଳର ଖାଦ୍ୟ ଖାଇବା ବେଳେ କେତେଗୁଡିଏ ମୁଖ୍ୟ ଖାଦ୍ୟକୁ ସାମିଲ କଲେ ଭଲ।
-ସକାଳ ଖାଦ୍ୟରେ ଚାଉଳରୁ ପ୍ରସ୍ତୁତ ଖାଦ୍ୟ ଓ ବେକରି ପ୍ରଡକ୍ଟସକୁ ଦୂରେଇ ରଖିବା ଭଲ। କାରଣ ଏଭଳି ଖାଦ୍ୟ ବେଳେ ବେଳେ ବ୍ଲଡସୁଗାରକୁ ବଢାଇ ଦେଉଥିବା ବେଳ କେବେ କେବେ ବ୍ଲଡ ସୁଗାରକୁ କମାଇ ଦେଇଥାଏ।
-ଡବା ବନ୍ଦ ବା ଫ୍ରୋଜନ୍‌ ଫୁଡ୍‌କୁ ଜଳଖିଆରେ ସାମିଲ କରିବା ଭଲ ନୁହେଁ। ଘରେ ପ୍ରସ୍ତୁତ ହୋଇଥିବା ସ୍ୟାଣ୍ଡଉଇଚ୍‌ ଖାଇବା ଭଲ। କାରଣ ଘରେ ଏହା ବିଭିନ୍ନ ପ୍ରକାରର ପରିବାରେ ଏହା ପ୍ରସ୍ତୁତ କରାଯାଇଥାଏ। ଯାହା ସ୍ବାସ୍ଥ୍ୟ ପାଇଁ ଲାଭଦାୟକ। ତେବେ ସକାଳ ଜଳଖିଆରେ ଅଣ୍ଡା, ମାଂସ, ପନିର ଆଦିକୁ ବାଦ୍‌ ଦେବା ଭଲ।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟାଇଲିସ୍‌ ଲୁକ୍‌ ଦିଏ ସ୍କଟ୍‌

ସମୟ ସହ ତାଳ ଦେଇ ଏବେ ଫ୍ୟାଶନ୍‌ ମଧ୍ୟ ବଦଳିବାରେ ଲାଚିଛି। ଯୁବତୀ ହୁଅନ୍ତୁ କିମ୍ବା ମହିଳା, ନିଜକୁ ଷ୍ଟାଇଲିସ୍‌ ଲୁକ୍‌ ଦେବା ପାଇଁ ବିଭିନ୍ନ...

ସକାଳ ଜଳଖିଆରେ ସାମିଲ କରନ୍ତୁ ନାହିଁ ଏସବୁ ଖାଦ୍ୟ

ସକାଳ ଜଳଖିଆ ଶରୀର ପାଇଁ ନିହାତି ଆବଶ୍ୟକ। ତାହା ପୁଣି ଉପଯୁକ୍ତ କ୍ୟାଲୋରୀର ହୋଇଥିଲେ ଭଲ। ଏମିତି କିଛି ଖାଦ୍ୟ ଅଛି ଯାହା ପାଟିକୁ ସ୍ବାଦ...

ଶୀତଦିନେ ରୋଗ ପ୍ରତିରୋଧକ ଶକ୍ତି ବଢ଼ାଏ…

ଆମ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି କମ୍‌ ଥିଲେ ଅସମୟରେ ଅନେକ ରୋଗ ଆମକୁ କବଳିତ କରେ। ଏଥିରୁ ମୁକ୍ତି ପାଇବା ପାଇଁ ରୋଗ ପ୍ରତିରୋଧକ...

ଋତୁ ବଦଳିଲେ ବି ନଷ୍ଟ ହେବନି କରୋନା ଭୂତାଣୁ !

ଓ୍ବାଶିଂଟନ, ୨୩।୩: କରୋନା ମହାମାରୀ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ତେବେ ଏହା କିପରି ବ୍ୟାପୁଛି ସେ ନେଇ ବହୁ ଗୁଜବ ମଧ୍ୟ...

ଏହି ୪ ରାଶିର ଯୁବତୀ ହୋଇଥାନ୍ତି ବେଶ୍‌ ରୋମାଣ୍ଟିକ୍‌; ଜୀବନସାଥୀଙ୍କୁ ରଖିଥାନ୍ତି ଖୁସିରେ…

କିଛି ଲୋକଙ୍କ ପାଇଁ ପ୍ରେମର ସମ୍ପର୍କ ବହୁତ ଗୁରୁତ୍ୱ ରଖିଥାଏ। ଏମାନେ ନିଜ ପାର୍ଟନରଙ୍କୁ ବେଶ ଭଲପାଇଥାନ୍ତି। ତାଙ୍କର ଛୋଟବଡ଼ କଥା ପ୍ରତି ଯତ୍ନବାନ ହୋଇଥାନ୍ତି।...

ଏସବୁ କଥା ମାନି ଚଳିଳେ ସ୍ତ୍ରୀ-ସ୍ବାମୀଙ୍କ ମଧ୍ୟରେ ହେବନି ଝଗଡ଼ା, ବଢ଼ିବ ଧନ

କୁହାଯାଏ, ସ୍ତ୍ରୀ-ସ୍ବାମୀ ଗୋଟିଏ ଗାଡିର ଦୁଇଟି ଚକ। ଯଦି ଗୋଟିଏ ଚକ ନ ରୁହେ, ତେବେ ଗାଡି ଚାଲିବା କଷ୍ଟକର ହୋଇପଡେ। ଠିକ୍‌ ସେହିପରି ସ୍ତ୍ରୀ-ସ୍ବାମୀଙ୍କ...

ଦୂରକରନ୍ତୁ ରୁପି

ଶୀତଦିନେ ରୁପି ସମସ୍ୟା ଅନେକଙ୍କ ଲାଗି ଚିନ୍ତାର କାରଣ ପାଲଟେ, ଯାହାକୁ ରୋକିବା ଲାଗି ସେମାନେ ବିଭିନ୍ନ ଉପାୟ ଆପଣେଇଥାନ୍ତି। ହେଲେ ଏଭଳି କିଛି ଖାଦ୍ୟ...

ଲୁଣର ଉପକାରୀ ଗୁଣ

ଲୁଣ ରୋଷେଇ ଘରର ସବୁଠାରୁ ବଡ଼ ମସଲା ବୋଲି କେହି କେହି କହିଥାଆନ୍ତି। କାରଣ ଲୁଣ ବିନା କୌଣସି ରନ୍ଧା ଖାଦ୍ୟ ସ୍ବାଦିଷ୍ଟ ହୋଇ ନ...

Advertisement
Archives

Model This Week