ସଙ୍କଟରେ ଇମ୍ରାନ୍‌ ସରକାର: ଜେନେରାଲ ବାଜଓ୍ବା ଦଖଲ କରିପାରନ୍ତି କ୍ଷମତା !

ଇସଲାମାବାଦ୍‌,୩।୧୦: ପାକିସ୍ତାନରେ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁ ସରକାର ପ୍ରତି ସଙ୍କଟ ସୃଷ୍ଟି ହୋଇଛି। ପାକିସ୍ତାନ ସୈନ୍ୟ ବାହିନୀ ମୁଖ୍ୟ ଜେନେରାଲ କରମ ଜାଭେଦ୍‌ ବାଜଓ୍ବା କ୍ଷମତା ଦଖଲ କରିବାର ଆଶଙ୍କା ଦେଖାଦେଇଛି। ଇତିମଧ୍ୟରେ ବାଜଓ୍ବା ଦେଶର ବଡ଼ବଡ଼ ଶିଳ୍ପପତିଙ୍କ ସହିତ ଏକ ବୈଠକରେ ଯୋଗଦେଇଛନ୍ତି। ଶିଳ୍ପପତିମାନେ ସେମାନଙ୍କର ସମସ୍ୟା ସମ୍ପର୍କରେ ବାଜଓ୍ବାଙ୍କୁ ଅବଗତ କରାଇଛନ୍ତି। ତେବେ ବାଜଓ୍ବାଙ୍କ ଏହି ବୈଠକକୁ କେତେକ ନାପସନ୍ଦ କରିଛନ୍ତି। ସୈନ୍ୟ ବାହିନୀ ମୁଖ୍ୟ ଦେଶର ସୀମା ପ୍ରତି ଦୃଷ୍ଟି ନ ଦେଇ ଆଭ୍ୟନ୍ତରୀଣ କାର୍ଯ୍ୟରେ ଦଖଲ ଦେବା ଅନାବଶ୍ୟକ ବୋଲି ସେମାନେ କହିଛନ୍ତି। ସୂଚନାଯୋଗ୍ୟ, ପାକିସ୍ତାନର ୭୨ ବର୍ଷ ଇତିହାସରେ ସୈନ୍ୟ ବାହିନୀ ମୁଖ୍ୟଙ୍କ ଦ୍ୱାରା ଏଭଳି ଅନେକଥର କ୍ଷମତା ଦଖଲ ହୋଇଛି। ଫିଲ୍ଡ ମାର୍ଶଲ ଆୟୁବ ଖାଁ, ୟହିୟା ଖାଁ, ଜିଆଉଲ୍‌ ହକ୍‌, ପରବେଜ୍‌ ମୁଶାରଫ ଆଦି ପ୍ରାୟ ୩୫ ବର୍ଷ ଧରି ପାକିସ୍ତାନର ଶାସନ ଡୋର ଧରିଛନ୍ତି। ପୁଣି ଏବେ ପାକିସ୍ତାନରେ ସେହିପରିି ସ୍ଥିତି ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାକୁ ଧୋଇଲେ ଜୟଶଙ୍କର: କଡ଼ା ଟାର୍ଗେଟ୍‌ କରି କହିଲେ…

ନୂଆଦିଲ୍ଲୀ,୧୩।୬:ଓମାନ ଉପକୂଳ ନିକଟରେ ଏକ ବାଣିଜି୍ୟକ ଜାହାଜ ଉପରେ ଆମେରିକା ନୌସେନାର କାର୍ଯ୍ୟାନୁଷ୍ଠାନରେ ୩ ଜଣ ଭାରତୀୟ ନାବିକଙ୍କ ମୃତ୍ୟୁ ପରେ ଭାରତ ଆମେରିକା ନିକଟରେ କଡ଼ା…

ହର୍ମୁଜରେ ଭାରତୀୟ ଜାହାଜ ଉପରେ ହୋଇଛି ଆକ୍ରମଣ: ଟ୍ରମ୍ପଙ୍କ ଦାବିକୁ ନେଇ ଚାଞ୍ଚଲ୍ୟକର ଖୁଲାସା କଲା ଇରାନ

ଓ୍ବାଶିଂଟନ୍‌,୧୩।୬:ହର୍ମୁଜ ପ୍ରଣାଳୀ ନିକଟରେ ଏକ ଭାରତୀୟ ଜାହାଜ ଉପରେ ଆକ୍ରମଣ ସମ୍ପର୍କରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦାବି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି।…

ଗ୍ରାହକଙ୍କୁ ଝଟ୍‌କା: ହୁ ହୁ ବଢିବ ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀ ମୂଲ୍ୟ

ନୂଆଦିଲ୍ଲୀ,୧୩ା୬(ଏଜେନ୍ସି):ପେଟ୍ରୋଲ ଏବଂ ଡିଜେଲର ପ୍ରାରମ୍ଭିକ ମୂଲ୍ୟ ବୃଦ୍ଧିକୁ ନେଇ ପୂର୍ବରୁ କେତେକ ଖାଦ୍ୟ ସାମଗ୍ରୀ ସମେତ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ମୂଲ୍ୟ ବୃଦ୍ଧି ପାଇଥିଲା। କିନ୍ତୁ ଇତି…

ଆକ୍ରମଣ ସ୍ଥଗିତ, ଟ୍ରମ୍ପ୍‌ ଅସ୍ପଷ୍ଟ

ଦୁବାଇ/ଓ୍ବାଶିଂଟନ/ପ୍ୟାରିସ୍‌ ,୧୩ା୬: ଉପସାଗରୀୟ ଅଞ୍ଚଳରେ ଯୁଦ୍ଧ ବନ୍ଦ ପାଇଁ ରବିବାର ସୁଦ୍ଧା ଆମେରିକା ଏବଂ ଇରାନ ମଧ୍ୟରେ ବହୁପ୍ରତୀକ୍ଷିତ ଶାନ୍ତି ଚୁକ୍ତିନାମା ସ୍ବାକ୍ଷର ହୋଇପାରେ। ଏକ ପାଶ୍ଚାତ୍ୟ…

ମାସେ ବିତିଲା, ତୁଟିନି ଟୋକନ ସମସ୍ୟା: ଲାଗି ରହିଛି ଧାନ କିଣାବିକା ସମସ୍ୟା

ବରଗଡ଼,୧୩।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ମାତ୍ର ଧାନ କିଣାବିକା ସମସ୍ୟା ଲାଗି ରହିଛି। ଅନ୍ୟଥର ଅପେକ୍ଷା ଏଥର ଚାଷୀମାନେ ଟୋକନ…

ବିଶ୍ୱ ବ୍ୟବସାୟ ଜଗତରେ ନୂଆ ଅଧ୍ୟାୟ ସୃଷ୍ଟି କଲେ ଏଲନ ମସ୍କ: ବିଶ୍ୱର ପ୍ରଥମ ବ୍ୟକ୍ତି ଭାବେ…

ନୂଆଦିଲ୍ଲୀ/ଶିକାଗୋ,୧୩ା୬(ରଏଟର୍ସ):ବିଶ୍ୱ ବ୍ୟବସାୟ ଜଗତରେ ଏକ ନୂଆ ଅଧ୍ୟାୟ ସୃଷ୍ଟି ହୋଇଛି। ପ୍ରତିଷ୍ଠିତ ଆମେରିକୀୟ ଉଦ୍ୟୋଗୀ ତଥା ଟେସ୍‌ଲା ଓ ସ୍ପେସ୍‌ଏକ୍ସର ମୁଖ୍ୟ ଏଲନ୍‌ ମସ୍କ ବିଶ୍ୱର ପ୍ରଥମ…

ଜୀବନ ରକ୍ଷାକାରୀ ମେଡିସିନ ଦର ୫୦% ବଢ଼ାଇଲେ ସରକାର: କ୍ୟାନ୍‌ସର ଔଷଧ, ଟିଟାନସ୍‌ ମହଙ୍ଗା

ନୂଆଦିଲ୍ଲୀ,୧୩ା୬(ଏଜେନ୍ସି):ରନ୍ଧନ ଗ୍ୟାସ (ଏଲ୍‌ପିଜି), ପେଟ୍ରୋଲ ଓ ଡିଜେଲ ପରେ ଏବେ ଜୀବନ ରକ୍ଷାକାରୀ ଜରୁରିକାଳୀନ ଔଷଧ ଉପରେ ପଶ୍ଚିମ ଏସିଆ ଯୁଦ୍ଧର ସାଙ୍ଘାତିକ ପ୍ରଭାବ ଦେଖିବାକୁ ମିଳିଛି।…

୬ଟି ବିଭାଗର ୮ଟି ବଡ଼ ପ୍ରସ୍ତାବକୁ ଓଡ଼ିଶା କ୍ୟାବିନେଟର ମଞ୍ଜୁରି 

ଭୁବନେଶ୍ୱର, ୧୨/୬ : ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ରାଜ୍ୟ କ୍ୟାବିନେଟ ବୈଠକରେ ୬ଟି ବିଭାଗ ପକ୍ଷରୁ ଆଗତ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରି ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri