Posted inଖେଳ

ସଙ୍କଟରେ ଭାରତ

ଅକ୍‌ଲାଣ୍ଡ ,୮।୨- ସ୍ଥାନୀୟ ଇଡେନ ପାର୍କଠାରେ ଚାଲିଥିବା ଦ୍ୱିତୀୟ ଦିନିକିଆ ମ୍ୟାଚ୍‌ରେ ଭାରତୀୟ ଦଳ ସଙ୍କଟଜନକ ସ୍ଥିତିରେ ପହଞ୍ଚତ୍ଛି। ୨୭୪ ରନ୍‌ର ବିଜୟ ଲକ୍ଷ୍ୟର ପିଛା କରୁଥିବା ଟିମ ଇଣ୍ଡିଆ ୬୩ ରନ୍‌ରେ ୩ ଉଇକେଟ ହରାଇ ଦେଇଛି। ପୃଥ୍ବୀ ଶ (୨୪) ଓ ମୟଙ୍କ ଅଗ୍ରଓ୍ବାଲ(୩)ଙ୍କ ଓପନିଂ ଯୋଡ଼ି ବିଫଳ ହେବା ପରେ ଅଧିନାୟକ ବିରାଟ କୋହଲି (୧୫) ଆଉଟ୍‌ ହୋଇ ପ୍ୟାଭିଲିଅନ ଫେରିଛନ୍ତି। ଏବେ ଶ୍ରେୟାସ ଆୟାର (୧୬) ଓ ଲୋକେଶ ରାହୁଲ (୨) ଖେଳୁଛନ୍ତି। ଭାରତୀୟ ଦଳ ଏପର୍ଯ୍ୟନ୍ତ ୧୧ ଓଭରରେ ୩ ଉଇକେଟ ହରାଇ ୬୩ ରନ୍‌ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିବାହ ମୁଦି ହାତରେ ନୁହେଁ, ଏଠାରେ ପିନ୍ଧିଥାନ୍ତି କୋହଲି

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଏବଂ ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କ ବିବାହକୁ ୩ ବର୍ଷ ପୂରିଛି। ଏହି ଅବସରରେ ଉଭୟଙ୍କୁ ଚାରିଆଡ୍‌ୁ ଶୁଭେଚ୍ଛା...

ୟୁଏସ୍‌ ଓପନ ଟେନିସ ଶତପ୍ରତିଶତ ଦର୍ଶକଙ୍କୁ ଅନୁମତି

ନ୍ୟୁୟର୍କ, ୧୮ା୬(ଏପି)- ଚଳିତ ବର୍ଷର ଶେଷ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତା ୟୁଏସ୍‌ ଓପନ୍‌ରେ ଶତପ୍ରତିଶତ ଦର୍ଶକଙ୍କୁ ଅନୁମତି ମିଳିବ। କରୋନା ଭାଇରସ୍‌ ମହାମାରୀ ଯୋଗୁ ଗତବର୍ଷ...

ଆଇପିଏଲ୍‌ ଖେଳୁ ନ ଥିବାରୁ ଅବସୋସ ନାହିଁ: ଷ୍ଟାର୍କ

ମେଲବୋର୍ନ,୪।୮(ପି.ଟି.): ଚଳିତ ବର୍ଷ ୟୁନାଟେଡ ଆରବ ଏମିରେଟ୍ସ (ୟୁଏଇ)ରେ ଆୟୋଜନ ହେବାକୁ ଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଅଷ୍ଟ୍ରେଲୀୟ ବାମହାତୀ ଦ୍ରୁତ ବୋଲର ମିଚେଲ...

ଗ୍ୟାଲେରୀରେ ଆହିକା-ସୁତୀର୍ଥଙ୍କ ପିତାମାତା

କଟକ ଅଫିସ,୧୮ା୭- ଜବାହରଲାଲ ନେହେରୁ ଇନଡୋର ଷ୍ଟାଡିୟମରେ ୨୧ତମ ରାଜ୍ୟଗୋଷ୍ଠୀ ଟେବୁଲ ଟେନିସ ପ୍ରତିଯୋଗିତା ବୁଧବାର ଉଦ୍‌ଘାଟିତ ହୋଇଛି । ପ୍ରଥମ ଦିବସରେ ଅନୁଷ୍ଠିତ ମ୍ୟାଚ୍‌କୁ...

ବିରାଟ କୋହଲି ଏମିତି ପାଳିଲେ ନୂଆବର୍ଷ

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ତାଙ୍କ ବନ୍ଧୁଙ୍କ ସହ ନୂଆବର୍ଷ ପାଳନ କରିଛନ୍ତି। ଏହି ସମୟର କିଛି ଫଟୋ କୋହଲି ନିଜର ଇନ୍‌ଷ୍ଟାଗ୍ରାମ୍‌ରେ...

ଜାତୀୟ ସବ୍‌ଜୁନିୟର ମହିଳା ହକି: ଓଡ଼ିଶାର ବୃହତ୍‌ ବିଜୟ

ଭୁବନେଶ୍ୱର, ୧୧।୩(କ୍ରୀଡ଼ା ପ୍ରତିନିଧି)- ଝାଡ଼ଖଣ୍ଡର ସିମ୍‌ଡେଗାରେ ବୁଧବାର ଆରମ୍ଭ ହୋଇଥିବା ହକି ଇଣ୍ଡିଆ ଜାତୀୟ ସବ୍‌ଜୁନିୟର ମହିଳା ହକି ଚାମ୍ପିୟନଶିପ୍‌ରେ ଓଡ଼ିଶା ବୃହତ୍‌ ବିଜୟ ସହ...

ଟୋକିଓ ଅଲିମ୍ପିକ୍ସ: ନୂଆ କରୋନା ନିୟମ ଲାଗୁ କଲା ଜାପାନ

ଟୋକିଓ,୧୦।୪(ପି.ଟି.): ଆଗକୁ ଅଲିମ୍ପିକ୍ସ ଆୟୋଜନ ହେବାର କାର୍ଯ୍ୟକ୍ରମ ଥିବାରୁ ଆୟୋଜକ ଜାପାନ କୋଭିଡ୍‌-୧୯ର ବର୍ଦ୍ଧିତ ପ୍ରଭାବକୁ ଦୃଷ୍ଟିରେ ରଖି ନୂଆ ନିୟମ ଜାରି ରଖିଛି। ରାଜଧାନୀ...

ଅପହରଣ ପରେ ଛାଡ଼ ପାଇଲେ ମ୍ୟାକ୍‌ଗିଲ

ସିଡ୍‌ନୀ,୬।୫(ପି.ଟି.): ଅଷ୍ଟ୍ରେଲିଆ ପୂର୍ବତନ ଲେଗ୍‌ ସ୍ପିନର ଷ୍ଟୁଆର୍ଟ ମ୍ୟାକ୍‌ଗିଲ ସିଡ୍‌ନୀସ୍ଥିତ ତାଙ୍କ ଘରୁ ଅପହରଣ ହୋଇଥିଲେ ଓ ପରେ ତାଙ୍କୁ ଛାଡି ଦିଆଯାଇଥିଲା ବୋଲି ନ୍ୟୁ...

Advertisement
Archives

Model This Week