ସଙ୍କଟରେ ଶହ ଶହ ଭାରତୀୟ ନର୍ସଙ୍କ ଚାକିରି

ଦୁବଇ,୧୫।୧୦: ୟୁନାଇଟେଡ ଅରବ ଏମିରେଟ୍ସ (ୟୁଏଇ)ରେ ଡିପ୍ଲୋମା ଡିଗ୍ରିଧାରୀ ଶହ ଶହ ଭାରତୀୟ ନର୍ସଙ୍କ ଚାକିରି ଏବେ ସଙ୍କଟରେ ବୋଲି ସୂଚନା ମିଳିଛି। ଗଣମାଧ୍ୟମର ସୂଚନା ଅନୁଯାୟୀ, ଏହାର ମୁଖ୍ୟ କାରଣ ହେଉଛି ଶିକ୍ଷାଗତ ଯୋଗ୍ୟତା। ଏହା ପୂର୍ବରୁ ୨ଶହ ନର୍ସଙ୍କୁ ଚାକିରି ହରାଇବାକୁ ପଡିଥିବା ବେଳେ ଅନ୍ୟ କେତେକଙ୍କ ପଦବୀକୁ ତଳ ସ୍ତରକୁ ଖସାଇ ଦିଆଯାଇଛି। ଗଲ୍ଫ ନ୍ୟୁଜର ସୂଚନା ଅନୁଯାୟୀ, ୟୁଏଇରେ ପଞ୍ଜିକୃତ ନର୍ସଙ୍କ ନ୍ୟୁନତମ ଶିକ୍ଷାଗତ ଯୋଗ୍ୟତା ନର୍ସିଂରେ ସ୍ନାତକ ଡିଗ୍ରୀ କରି ଦିଆଯାଇଥିବାରୁ ଏଭଳି ଅସୁବିଧା ଉପୁଜିଥିବା କୁହାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ଆସୁଛି ରଜ: ହେଲେ ଦରମା ପାଇବାରୁ ବଞ୍ଚିତ ଶିକ୍ଷୟିତ୍ରୀ-ଶିକ୍ଷକ

ପଟାଙ୍ଗି,୧୧ା୬(ଶରତ କୁମାର ଧଳ): ଆଉ କିଛିଦିନ ପରେ ରଜ। ଏହିପରି ସ୍ଥିତିରେ ଏସ୍‌ଏସ୍‌ଏ ଅନୁଦାନରୁ ପାଉଥିବା ଦରମା ପାଇବାରୁ ବଞ୍ଚିତ ହୋଇଛନ୍ତି ଶିକ୍ଷୟିତ୍ରୀ-ଶିକ୍ଷକଙ୍କଠାରୁ ଆରମ୍ଭ କରି ସମସ୍ତ…

ମାସେ ତଳେ ଫୁଲ ତୋଳିବାକୁ ଯାଉ ଆଉ ଫେରି ନ ଥିଲେ ସୁନ୍ଦରୀ: କେନାଲରୁ ମିଳିଲା…

ଭଞ୍ଜନଗର,୧୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଡୁମାକୁମ୍ପା ପଞ୍ଚାୟତ ଗୁଡିପଦର ଗ୍ରାମ ନିକଟ ଏକ କେନାଲ ପାଖରୁ ଏକ ନରକଙ୍କାଳ ଉଦ୍ଧାର ହୋଇଛି। ଖବର…

ଭାରତ ଉପରେ ମାଡ଼ିଆସୁଛି ବଡ଼ ସଙ୍କଟ: ହର୍ମୁଜ ପ୍ରଣାଳୀ ବନ୍ଦ ପରେ ଏବେ ବଢିବ…

ନୂଆଦିଲ୍ଲୀ,୧୧।୬: ପଶ୍ଚିମ ଏସିଆରେ ଉତ୍ତେଜନା ଏବଂ ସଙ୍କଟ ବିଶ୍ୱବ୍ୟାପୀ ଅସ୍ଥିରତା ସୃଷ୍ଟି କରିଛ ଭାରତ ଏହି ପରିସ୍ଥିତିରୁ ମୁକ୍ତ ନୁହେଁ। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା…

ମମତାଙ୍କୁ ଆଉ ଏକ ବଡ଼ ଝଟ୍‌କା: TMCରୁ ଆଉ ଜଣେ ଏମ୍‌ପିଙ୍କ ଇସ୍ତଫା; ଜାଣନ୍ତୁ ଏବେ ଦିଦିଙ୍କ ସହ କେତେ ରହିଲେ ଏମ୍‌ପି-ବିଧାୟକ

କୋଲକାତା,୧୧।୫: ପଶ୍ଚିମବଙ୍ଗର ଶାସକ ଦଳ ତୃଣମୂଳ କଂଗ୍ରେସ (TMC) ମଧ୍ୟରେ ସବୁ କିଛି ଠିକ୍‌ ଚାଲିନାହିଁ ଏବଂ ଦଳରେ ଦଳବଦଳର ସ୍ଥିତି ସୃଷ୍ଟି ହୋଇଛି। ଦଳର ରାଜ୍ୟ…

ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ବ୍ଲକ ମୁଖ୍ୟ ଉନ୍ନୟନ ଅଧିକାରୀ

ଲାଞ୍ଜିଗଡ଼,୧୧ା୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ପରିଦର୍ଶନ କରି ପ୍ରଧାନମନ୍ତ୍ରୀ-ଜନମନ ଗୃହ ପ୍ରକଳ୍ପର ଅଗ୍ରଗତି ଓ ଅନ୍ୟାନ୍ୟ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଥିଲେ ମୁଖ୍ୟ…

ସବୁଠାରୁ ଦୀର୍ଘ ସମୟ ପ୍ରଧାନମନ୍ତ୍ରୀ ରହିବାର ରେକର୍ଡ: ପିଏମ ମୋଦିଙ୍କୁ ‘ଡୋୟନ’ କହିଲା ରୁଷିଆ, ଏହାର ପ୍ରକୃତ ଅର୍ଥ ଜାଣିଲେ…

ନୂଆଦିଲ୍ଲୀ, ୧୧।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ରମାଗତ ଭାବେ ସବୁଠାରୁ ଦୀର୍ଘ ସମୟ ପର୍ଯ୍ୟନ୍ତ ନିର୍ବାଚିତ ପ୍ରଧାନମନ୍ତ୍ରୀ ଭାବରେ ସେବା ପ୍ରଦାନ କରି ଏକ ନୂଆ ରେକର୍ଡ…

୩୦ ଜୁନ୍ ସୁଦ୍ଧା କରିନିଅନ୍ତୁ ଇ-କେୱାଇସି, ନଚେତ୍ ବନ୍ଦ ହୋଇଯିବ ଗ୍ୟାସ୍ ସବ୍‌ସିଡି-ସିଲିଣ୍ଡର ଡେଲିଭରି!

ନୂଆଦିଲ୍ଲୀ,୧୧ା୬: ଯଦି ଆପଣ ସମୟ ଅନୁସାରେ ଘରକୁ ଗ୍ୟାସ୍ ସିଲିଣ୍ଡରର ଡେଲିଭରି ଚାହୁଁଛନ୍ତି ଏବଂ ଏହା ଉପରେ ମିଳୁଥିବା ସବ୍‌ସିଡିର ଲାଭ ଉଠାଇବାକୁ ଚାହୁଁଛନ୍ତି, ତେବେ ଏହି…

୩୦୦ କିଲୋ ମାଛ, ୬,୦୦୦ କମଳା ଧରି ଫିଫା ବିଶ୍ୱକପ୍‌ରେ ପହଞ୍ଚିଲା ଏହି ଦେଶ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୧।୬: ଫିଫା ବିଶ୍ୱକପ (FIFA ବିଶ୍ୱକପ ୨୦୨୬)ର ୨୩ତମ ସଂସ୍କରଣ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଘଣ୍ଟା ବାକି ଅଛି। ଏଥର ମୋଟ ୪୮ଟି ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri