ଏବେ ସଙ୍ଗରୋଧରେ ୧୪୧୫ ପ୍ରବାସୀ

ସୋର, ୩।୬(ଡି.ଏନ୍‌.ଏ.)-ସୋର ମ୍ୟୁନିସିପାଲିଟି ଓ ବ୍ଲକରେ ଏବେ ୨୫ଟି ସଙ୍ଗରୋଧ କେନ୍ଦ୍ରରେ ୧୪୧୫ ଜଣ ପ୍ରବାସୀ ଅଛନ୍ତି। ମ୍ୟୁନିସିପାଲିଟି ଅନ୍ତର୍ଗତ ପ୍ରସ୍ତୁତ ଥିବା ୧୫ଟି କେନ୍ଦ୍ର ମଧ୍ୟରୁ କେବଳ ଏସ୍‌ଏନ୍‌ ହାଇସ୍କୁଲରେ ଏବେ ୧୧୧ ଜଣ ପ୍ରବାସୀ ସଙ୍ଗରୋଧରେ ଅଛନ୍ତି। ସେହିପରି ବ୍ଲକର ୨୪ଟି କେନ୍ଦ୍ରରେ ୧୩୦୪ ଜଣ ସଙ୍ଗରୋଧରେ ଥିବା ବେଳେ ୨୮୬୬ ଜଣ ପ୍ରବାସୀ କେନ୍ଦ୍ରରୁ ଫେରିଛନ୍ତି। ସୋରର ବିଭିନ୍ନ ପଞ୍ଚାୟତକୁ ଫେରିବାକୁ ୧୦ହଜାର ୧୯୦ ଜଣ ନାମ ପଞ୍ଜୀକୃତ କରିଥିବା ବେଳେ ଅଦ୍ୟାବଧି ୪,୧୭୦ ଜଣ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସନ୍ଦେହ ଘେରରେ ଦାରିଙ୍ଗବାଡି ତାପମାପକ ଯନ୍ତ୍ର: ଜିଲାପାଳଙ୍କ ନିକଟରେ ଅଭିଯୋଗ ପରେ କାର୍ଯ୍ୟାନୁଷ୍ଠାନ ଶୂନ

ଦାରିଙ୍ଗବାଡି, ୧୧।୧୨ (ଅରୁଣ ସାହୁ ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ବ୍ଲକ କାର୍ଯ୍ୟାଳୟରେ ଆଇଏମଡି ପକ୍ଷରୁ ରହିଥିବା ତାପମାପକ ଯନ୍ତ୍ର ତ୍ରୁଟି ରହିଥିବା ଗୋଟିଏ...

ବାଇକ୍‌ରେ ଯାଉଥିଲେ ଯୁବକ, ଅଗରୁ ଜଗି ରହିଥିଲେ ଦୁର୍ବୃତ୍ତ: ପେଟରେ ଛୁରି ପୁରାଇ …

ଆସିକା,୧୧।୧୨(ସୁରେନ୍ଦ୍ରନାଥ ସାହୁ): ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ଗବନଳା-ଅତରଙ୍ଗ ରାସ୍ତା ତତରାନାଳ ନିକଟରେ ଜଣେ ଯୁବକଙ୍କୁ ସଙ୍ଘ ବଧ୍ୟ ଆକ୍ରମଣ ହୋଇଛି। ଦୁର୍ବୃତ୍ତ ଛୁରିରେ...

ସକାଳୁ ସକାଳୁ ବାଜିଲା ଗୁଳି….

ଅନୁଗୋଳ,୧୨।୧୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଶିକ୍ଷକପଡ଼ା ଛକ ନିକଟରେ ଜଣେ ବ୍ୟକ୍ତିଙ୍କୁ ଗୁଳିମାଡ଼ ହୋଇଛି। ଗୁଳିମାଡ଼ର କାରଣ ଅସ୍ପଷ୍ଟ ରହିଛି ଗୁରୁତର ବ୍ୟକ୍ତଙ୍କୁ କଟକ ସ୍ଥାନାନ୍ତର...

ଗୋଆ ଅଗ୍ନିକାଣ୍ଡ: ଥାଇଲ୍ୟାଣ୍ଡରେ ଅଟକ ଦୁଇ କ୍ଲବ୍ ମାଲିକ

ଗୋଆ,୧୧ା୧୨: ଗୋଆ ଅଗ୍ନିକାଣ୍ଡ ଘଟଣାରେ ବଡ଼ ଆକ୍ସନ । ଥାଇଲ୍ୟାଣ୍ଡରେ ଅଟକ ରହିଲେ କ୍ଲବର ଦୁଇ ମାଲିକ । ତେବେ ଡିସେମ୍ବର ୬ ତାରିଖରେ ଗୋଆର ଆରପୋରାରେ...

ଅସହ୍ୟ, ଅସମ୍ଭାଳ  ହୋଇପଡ଼ିଲାଣି ଶୀତ: ଥରୁଛି  ଓଡ଼ିଶାର କଶ୍ମୀର 

ଦାରିଙ୍ଗବାଡି,୧୧।୧୨ (ଅରୁଣ ସାହୁ ): ଦିନକୁ ଦିନ ତାପମାତ୍ରା ତଳ ମୁହାଁ ହେବାରେ ଲାଗିଛି । ଏବେ ଶୀତ ଯେମିତି ଦାଉ ସାଧୁଛି ।ଏଭଳି ସ୍ଥିତି...

ତହସିଲଦାରଙ୍କ ସରକାରୀ ଗାଡ଼ି ଜବତ: ସିଲ୍‌ କରିବାକୁ ଯିବାବେଳେ…

ଢେଙ୍କାନାଳ,୧୧।୧୨ (ରତନ ନାୟାର): ଜମି ଅଧିଗ୍ରହଣ ବାବଦ କ୍ଷତିପୂରଣ ପ୍ରଦାନ ନିମନ୍ତେ ଅଦାଲତଙ୍କ ନିର୍ଦ୍ଦେଶକୁ ଅବମାନନା କରି ଢେଙ୍କାନାଳ ସଦର ତହସିଲଦାର ସ୍ବାଧୀନ କୁମାର ବେହେରା...

ଚନ୍ଦାହାଣ୍ଡି ଧରିତ୍ରୀ ଖବରଦାତା ଦିଲୀପ ଦାସଙ୍କ ପରଲୋକ

ନବରଙ୍ଗପୁର,୧୧।୧୨(ସଦାଶିବ ପ୍ରହରାଜ):ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ୍‌ ଧରିତ୍ରୀ ଖବରଦାତା ଦିଲୀପ ଦାସ (୫୪)ଙ୍କ ବୁଧବାର ସକାଳ ୯ଟାରେ ପରଲୋକ ଘଟିଛି। ସେ ୨୦୦୯ରୁ ଧରିତ୍ରୀ ଖବରଦାତାଭାବେ...

ଓଏଏସ୍‌ସ୍ତରରେ ବଡ଼ ଧରଣର ଅଦଳବଦଳ, ୨୩ ଓଏଏସ୍‌ଙ୍କୁ…

ଭୁବନେଶ୍ୱର,୧୧ା୧୨ (ରବିନାରାୟଣ ଜେନା): ରାଜସ୍ୱ ବିଭାଗ ପକ୍ଷରୁ ବୁଧବାର ୨୩ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ଅଧିକାରୀଙ୍କ ବଦଳି କରାଯାଇଛି। ବିଭାଗର ବିଜ୍ଞପ୍ତି ଅନୁଯାୟୀ, ମୋ-ସ୍କୁଲ ଅଭିଯାନର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri