ସଙ୍ଗରୋଧରେ ରହିଲେ କରଣ ଜୋହର

ବଲିଉଡର ଜଣାଶୁଣା ନିର୍ମାତା ତଥା ନିର୍ଦ୍ଦେଶକ କରଣ ଜୋହରଙ୍କ ଘରେ କାମ କରୁଥିବା ଦୁଇ ଜଣ କର୍ମଚାରୀ କରୋନାରେ ସଂକ୍ରମିତ ହୋଇଛନ୍ତି। ଏହି ଖବର ଜଣାପଡିବା ପରେ କରଣ ନିଜକୁ ସଙ୍ଗରୋଧରେ ରଖିଛନ୍ତି। କରଣ ଜୋହର ନିଜେ ଏନେଇ ସୂଚନା ଦେଇ କହିଛନ୍ତି ଯେ, ଏହି ଏହି ଦୁଇ କର୍ମଚାରୀଙ୍କ ମଧ୍ୟରେ କରୋନା ଲକ୍ଷଣ ଦେଖିବା ମାତ୍ରେ ମୁଁ ଦୁଇ ଜଣଙ୍କୁ ନିଜ ବିଲ୍ଡିଂରେ ହୋମ କ୍ୱାରାଣ୍ଟାଇନ୍‌ରେ ରଖିଥିଲି।
ସେ ଆହୁରି ମଧ୍ୟ କହିଛନ୍ତି, ତାଙ୍କ ଅବଶିଷ୍ଟ ପରିବାର ସୁସ୍ଥ ଏବଂ ନିରାପଦରେ ଅଛନ୍ତି। ପରିବାରର ସମସ୍ତ ସଦସ୍ୟ ସୋମବାର ସକାଳେ ସେମାନଙ୍କର ସ୍ବାବ ପରୀକ୍ଷା କରିଥିଲେ ଏବଂ ଫଳାଫଳ ସବୁ ନେଗେଟିଭ ଆସିଥିଲା। ଏହା ସତ୍ତ୍ୱେ ତାଙ୍କ ପରିବାରର ସମସ୍ତ ସଦସ୍ୟ ଆସନ୍ତା ୧୪ ଦିନ ହୋମ-କ୍ବାରାଣ୍ଟାଇନ୍‌ରେ ରହିବେ। ଏହାପୂର୍ବରୁ ଚଳଚ୍ଚିତ୍ର ନିର୍ମାତା ବୋନି କପୁରଙ୍କ ଘରେ କାମ କରୁଥିବା ତିନିଜଣ କର୍ମଚାରୀ ମଧ୍ୟ କରୋନାରେ ସଂକ୍ରମିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଠପଢ଼ା ବୟସରେ ହାତରେ ବନିଶୀ କଣ୍ଟା, ମାଛ ମାରି ପେଟ ପୋଷୁଛନ୍ତି ଜନଜାତି ପିଲା

ମହାକାଳପଡ଼ା,୨ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଶବରପଡ଼ା, ଜଙ୍ଗଲଘେରି, ବାଘୁଆମେଦି, ଜମ୍ବୁ , ସୁନିତି ଅଠର ବାଙ୍କି ଓ ପାଣିଖିଆ…

ମାତ୍ର ୧୦୦ ଦିନରେ ଶାହରୁଖଙ୍କ ସ୍ବପ୍ନ ହେଲା ପୂରଣ: ଏବେ…

ନୂଆଦିଲ୍ଲୀ,୨।୭: ଅଭିନେତା ଶାହରୁଖ ଖାନଙ୍କ ଦୀର୍ଘ ଦିନର ସ୍ବପ୍ନ ପୂରଣ ହୋଇଛି। ତାଙ୍କ ସ୍ବପ୍ନ ପୂରଣ କରିଛନ୍ତି ଆଇସିସି ଅଧ୍ୟକ୍ଷ ଜୟ ଶାହ। ଏଥିପାଇଁ ଶାହରୁଖ ତାଙ୍କୁ…

ଚାଷୀଙ୍କ ମୁଁହରେ ଫେରିଲା ହସ, ଖୁବ ଶୀଘ୍ର କାର୍ଯ୍ୟକ୍ଷମ ହେବ ଅଚଳ ଶୀତଳ ଭଣ୍ଡାର

ଗଞ୍ଜାମ,୨।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ବୁରୁଡ଼ି ଠାରେ ୨୦୧୦ ମସିହାରେ ନିର୍ମିତ ଶୀତଳ ଭଣ୍ଡାର ଅଚଳ ଅବସ୍ଥାରେ ରହିଛି । ଉକ୍ତ ଶୀତଳ ଭଣ୍ଡାରଟି ଆରଏମସି…

ରେଳ ଷ୍ଟେସନରେ ଚାଞ୍ଚଲ୍ୟ! ମା’ କୋଳରେ ଶୋଇଥିବା ପୁଅକୁ ଅପହରଣ, ସିସିଟିଭିରେ…

ହାଇଦ୍ରାବାଦ,୨।୭: ଦେଶର ସବୁଠାରୁ ବ୍ୟସ୍ତବହୁଳ ରେଳ ଷ୍ଟେସନ ମଧ୍ୟରୁ ହାଇଦ୍ରାବାଦର ସିକନ୍ଦରାବାଦ ରେଳ ଷ୍ଟେସନ ଅନ୍ୟତମ । ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଅପହରଣ ଘଟଣା ସାମ୍ନାକୁ ଆସିଛି…

ଲଗାଣ ବର୍ଷା: ଏହି ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା

ଫୁଲବାଣୀ,୨।୭(ରାକେଶ କୁମାର ରାଉତ): ସାରା ରାଜ୍ୟରେ ଗତ ୨ ଦିନ ହେବ ବର୍ଷା ଲାଗି ରହିଛି। ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲାରେ ୨ ଦିନ…

ବରଗଡ଼ ଏମପିଙ୍କ ବଡ଼ ସୂଚନା, ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ

ବରଗଡ଼,୨ା୭:(ପ୍ରେମାନନ୍ଦ ଖମାରୀ):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ ହୋଇଛି । ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଥିବା ବେଳେ ଏହା ବାତିଲ…

ବିକାଶ ବାଟବଣା: ବସଷ୍ଟାଣ୍ଡରେ ଲହଡ଼ି ମାରୁଛି ବର୍ଷାଜଳ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ବିକାଶ ବାଟବଣା ହୋଇ ପଡ଼ିଛି। ଏଠାରେ ଡ୍ରେନେଜ ବ୍ୟବସ୍ଥା ଭୁଷୁଡି ପଡିଛି। ସାମାନ୍ୟ ବର୍ଷାରେ ବରଗଡ ସହର କେନ୍ଦ୍ରସ୍ଥଳୀରେ ରହିଥିବା ସରକାରୀ…

ଇନଷ୍ଟାଗ୍ରାମ ପ୍ରେମର ଭୟଙ୍କର ଅନ୍ତ; ପ୍ରେମିକାଙ୍କୁ ହତ୍ୟା ପରେ କବର ଦେଲେ ପ୍ରେମିକ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୨ା୭: ଉତ୍ତର ପ୍ରଦେଶର ପ୍ରୟାଗରାଜରୁ ଏକ ଅଜବ ଏବଂ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଇନଷ୍ଟାଗ୍ରାମରୁ ହୋଇଥିବା ପ୍ରେମ ମୃତ୍ୟୁର କାରଣ ସାଜିଛି । ଘଟଣାଟି ପ୍ରୟାଗରାଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri