ସଙ୍ଗରୋଧ କେନ୍ଦ୍ରରୁ ପ୍ରବାସୀ ଶ୍ରମିକ ଫେରାର

ନୟାଗଡ ଅଫିସ/ରଣପୁର,୧୧ା୫(ସ୍ବ.ପ୍ର.): ନୟାଗଡ ଜିଲା ରଣପୁର ବ୍ଲକ ମଝିଆଖଣ୍ଡ ପଞ୍ଚାୟତର ଏକ ସଙ୍ଗରୋଧ କେନ୍ଦ୍ରରୁ ଜଣେ ପ୍ରବାସୀ ଶ୍ରମିକ ସୋମବାର ଫେରାର ହୋଇଯାଇଛନ୍ତି। ଲୋଧାଚୁଆ ଗଁାର ରମେଶ ଚନ୍ଦ୍ର ସାହୁ (୨୫) ୪ଦିନ ତଳେ କେରଳରୁ ଆସି ଏଠାରେ ରହିଥିଲେ। ଏ ନେଇ ସ୍ଥାନୀୟ ସରପଞ୍ଚ ବିଡିଓଙ୍କ ନିକଟରେ ଫେରାଦ୍‌ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟାୟ ପାଇଁ ଛାତ୍ରୀଛାତ୍ରଙ୍କ ଅହିଂସା ପଦଯାତ୍ରା: ଅଧାବାଟରୁ ଫେରାଇ ନେଲା ପ୍ରଶାସନ

ବାଲେଶ୍ୱର ଅଫିସ, ୬।୧୧-ତ୍ରୁଟିପୂର୍ଣ୍ଣ ଶିକ୍ଷାନୀତି ଯୋଗୁ ବିଏଡ୍‌-ଏମ୍‌ଏଡ୍‌ ଶିକ୍ଷାଲାଭ କରିଥିବା ଛାତ୍ରୀଛାତ୍ର ନିଯୁକ୍ତି ସୁଯୋଗରୁ ବଞ୍ଚିତ ହେଉଛନ୍ତି। ଏପରି କି ସେମାନଙ୍କୁ ଶିକ୍ଷକ ପ୍ରବେଶିକା ପରୀକ୍ଷା...

ବାଲେଶ୍ୱରରେ କୃଷି ମହାବିଦ୍ୟାଳୟ ପ୍ରତିଷ୍ଠା ହେଉ

ବାଲେଶ୍ୱର ଅଫିସ,୨୯।୧: ବାଲେଶ୍ୱର ଜିଲାର କୃଷି ଓ କୃଷକଙ୍କ ସ୍ବାର୍ଥରକ୍ଷା ନିମନ୍ତେ କୃଷି ମହାବିଦ୍ୟାଳୟ ଓ ଗବେଷଣା କ୍ଷେତ୍ର ପ୍ରତିଷ୍ଠା ପାଇଁ ଦାବି ଜୋର ଧରିଛି।...

ବାପ୍‌ ଆରପାରେ, ମା’ ନିଖୋଜ: ନାବାଲିକ୍‌ ଉପରେ ଭାଇବହେନ୍‌କଁର ବୋଝ

କେସିଙ୍ଗା, ୪।୧୨(ଡି.ଏନ୍‌.ଏ.)-କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଲଇତରା ପଁଚେତ୍‌ ଜୋଲକୋ ଗଁାର ଗଉଡ଼ପଡ଼ାର ସୁନୀଲ ବାଗ ଟିବି ରୋଗ୍‌ରେ ପଡ଼ି ୨୦୧୧ ସାଲେ ଆରପାରକେ ଚାଲିଯାଇଛନ୍‌।...

ଶେଷ ପର୍ଯ୍ୟାୟରେ ଚାରିନାହାକା କାମ

ପୁରୀ ଅଫିସ,୨୩ା୫: ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଜୋର୍‌ଦାର ଚାଲିଛି। ତିନିରଥର ମୁଖ୍ୟ ମହାରଣା ସେବକଙ୍କ ନେତୃତ୍ୱରେ ରଥଖଳାରେ କାମ ଜାରି ରହିଥିବାବେଳେ ଶୁକ୍ରବାର...

ବାଲିଚର ହୋଇ ଚାଷଜମି ନଷ୍ଟ

ଦେଓଗାଁ,୧୬ା୮(ଡି.ଏନ.ଏ.) : ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁଁ ହୋଇଥିବା ବନ୍ୟାରେ ଦେଓଗାଁ ଯୋଗୀସାଗର ତଳ ଅଞ୍ଚଳର ହାରାହାରି ୨୦ହେକ୍ଟର ଧାନଚାଷ ଜମି...

ସ୍ଥାନାନ୍ତର ଅପେକ୍ଷାରେ ୨୫୭ ହରିଣ

କଟକ ଅଫିସ, ୩ା୮: ସ୍ଥାନ ଚିହ୍ନଟ ସରିଛି ହେଲେ ସ୍ଥାନାନ୍ତର ହୋଇପାରୁନାହାନ୍ତି ହରିଣ। ୩ ବର୍ଷ ଧରି ଅନୁପଯୁକ୍ତ ପରିବେଶରେ ରହୁଛନ୍ତି। ୨ରୁ ୩ ହରିଣ...

ରବିଧାନର ଅଭାବୀ ବିକ୍ରି

ରୂପସା, ୨୫ା୫(ଡି.ଏନ.ଏ.) ବାଲେଶ୍ୱର ଜିଲାର ସଦର ଓ ବସ୍ତା ବ୍ଲକରେ ଚଳିତ ରବି ଋତୁରେ ଧାନ ଅମଳ ଶେଷ ହେବାକୁ ବସିଲାଣି। ହେଲେ ଏ ଯାଏ...

କନିଷ୍ଠ ରାଜସ୍ବ ସହାୟକ ନିଲମ୍ବିତ

ଯାଜପୁର ଅଫିସ,୨୨ା୪: ବିନାନୁମତିରେ ଛୁଟିରେ ରହିବା ଓ ଉପରିସ୍ଥ ଅଧିକାରୀଙ୍କ ଆଦେଶ ଅବମାନନା କରିବା ଯୋଗୁ ସୁକିନ୍ଦା ତହସିଲର କନିଷ୍ଠ ରାଜସ୍ବ ସହାୟକ (ଜୁନିୟର ରେଭିନ୍ୟୁ...

Advertisement
Archives

Model This Week