ସଙ୍ଗରୋଧ କେନ୍ଦ୍ରରୁ ଫେରାର ପ୍ରବାସୀଙ୍କୁ ଉଦ୍ଧାର କଲେ ଗ୍ରାମବାସୀ

ବେତନଟୀ,୩ା୬(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ଯୁଗଳ ପଞ୍ଚାୟତ ସଙ୍ଗରୋଧ କେନ୍ଦ୍ରରୁ ଜଣେ ପ୍ରବାସୀ ମଙ୍ଗଳବାର ଅପରାହ୍ନ ୨ଟା ବେଳେ ଫେରାର ହୋଇଯାଇଥିଲେ। ସଙ୍ଗରୋଧ କେନ୍ଦ୍ର ଦାୟିତ୍ୱରେ ଥିବା ଅଧିକାରୀ ଓ ସ୍ଥାନୀୟ ଗ୍ରାମବାସୀ ସନ୍ଧ୍ୟାରେ ଯୁଗଳ ହାଟରୁ ତାଙ୍କୁ ଉଦ୍ଧାର କରି ପୁନର୍ବାର ସଙ୍ଗରୋଧ କେନ୍ଦ୍ରରେ ଛାଡ଼ିଛନ୍ତି। ସୂଚନା ଅନୁଯାୟୀ, ଗତ ସୋମବାର ଗୁଜରାଟରୁ ଫେରିଥିବା ୨ ପ୍ରବାସୀଙ୍କୁ ଯୁଗଳ ପଞ୍ଚାୟତର ଥିବା ସଙ୍ଗରୋଧ କେନ୍ଦ୍ରରେ ରଖା ଯାଇଥିଲା। ଏହି ୨ଯୁବକ ବିଭିନ୍ନ ବାହାନା କରି ସଙ୍ଗରୋଧ କେନ୍ଦ୍ରରେ ପାଟିତୁଣ୍ଡ କରୁଥିଲେ l ସେମାନଙ୍କ ମଧ୍ୟରୁ ଜଣେ ଯୁବକ ସଙ୍ଗରୋଧ କେନ୍ଦ୍ରରୁ ଫେରାର ହୋଇଯାଇଥିବା ନେଇ ସଙ୍ଗରୋଧ କେନ୍ଦ୍ର ଦାୟିତ୍ୱରେ ଥିବା ଜଣେ ଶିକ୍ଷକ ବୈଶିଙ୍ଗା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି l ପୋଲିସ ସଙ୍ଗରୋଧ କେନ୍ଦ୍ରକୁ ଆସି ତଦନ୍ତ କରି ଫେରିଛି। ଏହି ଘଟଣାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଡିଭାଇଡରରେ ପିଟି ହୋଇ ଚାଲିଗଲା ୨ ବାଇକ୍‌ ଆରୋହୀଙ୍କ ଜୀବନ

ଛତ୍ରପୁର,୨୫ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଡିଆରଡିଏ ଛକ ନିକଟ ଜାତୀୟ ରାଜପଥରେ ଗୁରୁବାର ଏକ ଦୁର୍ଘଟଣା ଘଟିଛି। ଡିଭାଇଡରରେ ବାଇକ୍‌ ପିଟି ହେବାରୁ ୨ ଆରୋହୀଙ୍କ...

ପୁଅକୁ ବଞ୍ଚାଇବାକୁ ଯାଇ ଗଲା ବାପାଙ୍କ ଜୀବନ

ଭବାନୀପାଟଣା,୨୪।୧୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ନିକଟ ଫୁର୍ଲିଝରଣ ଜଳପ୍ରପାତରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଜଳପ୍ରପାତରେ ଖସିପଡିଥିବା ୨ପୁଅକୁ ବଞ୍ଚାଇବାକୁ ଯାଇ ପାଣିରେ ବୁଡି...

ଲକ୍‌ଡାଉନ ସମୟରେ ୧୪୯ଟି ରେକ୍‌ରେ ଚାଉଳ ପରିବହନ

ସମ୍ବଲପୁର, ୨୭।୪ (ବ୍ୟୁରୋ)- କରୋନା ମୁକାବିଲା ପାଇଁ ଲକ୍‌ ଡାଉନ ଜାରି ରହିଛି । ଏହି ସମୟରେ ସମ୍ବଲପୁର ରେଳମଣ୍ଡଳ ଅନବରତ ଭାବେ ଅତ୍ୟାବଶ୍ୟକ ସାମଗ୍ରୀ...

ତମ୍ବା ପଇସାକୁ ନେଇ ହୋଇଥିଲା ହତ୍ୟାକାଣ୍ଡ

ନୂଆପଡା ଅଫିସ,୨୮ା୮ ବହୁ ଚର୍ଚ୍ଚିତ ଡବଲ ମର୍ଡର ଘଟଣାର ପର୍ଦ୍ଦାଫାଶ କରିଛି ନୂଆପଡା ପୋଲିସ । ଏହି ହତ୍ୟାକାଣ୍ଡରେ ସମ୍ପୃକ୍ତ ୩ ଅଭିଯୁକ୍ତଙ୍କୁ ପୋଲିସ ଗିରଫ...

କେନ୍ଦ୍ରାପଡ଼ା ପୌରପାଳିକାକୁ ମାସିକ ୧ଲକ୍ଷ ଟଙ୍କା ଜରିମାନା

କେନ୍ଦ୍ରାପଡ଼ା ଅଫିସ, ୨୦ା୭: କେନ୍ଦ୍ରାପଡ଼ା ସହର ନିକଟ ଗୋବରୀ ନଦୀ ପ୍ରଦୂଷଣ ମାମଲାରେ ସ୍ଥାନୀୟ ପୌରପାଳିକାକୁ ଅର୍ଥ ଦଣ୍ଡରେ ଦଣ୍ଡିତ କରାଯାଇଛି। ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ(ଏନ୍‌ଜିଟି)ରେ...

ରେଳ ବିଭାଗ ଅଧୀନ ରାସ୍ତାର ଦୁରବସ୍ଥା

କେନ୍ଦୁଝର,୨୪।୮ (ସ୍ବ.ପ୍ର.)- ରେଳପଥ ବିକାଶରେ ସହାୟକ ହେଉଥିବା କୁହାଯାଉଥିବା ବେଳେ ରେଳ ବିଭାଗ ଅଧୀନରେ ଥିବା ରାସ୍ତାର ଦୁରବସ୍ଥା ଏକ ଭିନ୍ନ ଚିତ୍ର ବୟାନ କରୁଛି।...

ଜଗତ୍‌ସିଂହପୁରରେ ହେବ ଗାମ୍ବୁସିଆ ମାଛ ଚାଷ

ଜଗତ୍‌ସିଂହପୁର ଅଫିସ, ୧୦ା୯: ଜଗତ୍‌ସିଂହପୁର ଜିଲାରେ ସନ୍ତୋଷଜନକ ଭାବେ ଅଲ୍‌ଟ୍ରାସାଉଣ୍ଡ ସେବା ଉପଲବ୍ଧ ହେଉନାହିଁ। ବିଶେଷକରି ସରକାରୀ ଡାକ୍ତରଖାନାରେ ଏହି ଅଭାବ ଚିନ୍ତାର କାରଣ ହୋଇଛି।...

କାଠଯୋଡି ନଦୀକୁ ଡେଇଁଲେ ମା’ ଝିଅ

କଟକ ଅଫିସ, ୮।୭-କଟକ ତ୍ରିଶୁଳିଆ ବ୍ରିଜରୁ କାଠଯୋଡି ନଦୀକୁ ବୁଧବାର ମା ଓ ଝିଅ ଡେଇଁପଡିଛନ୍ତି। ବ୍ରିଜ ଉପରେ ଗାଡି ଥୋଇ ଉଭୟେ ନଦୀକୁ ଡେଇଁ...

Advertisement
Archives

Model This Week