ବଡଗାଁ, ୬।୪ (ଡି.ଏନ.ଏ.)-ସୁନ୍ଦରଗଡ ଜିଲା ବଡଗାଁ ବ୍ଲକ ଅନ୍ତର୍ଗତ ବରଙ୍ଗାକଛାର ଗ୍ରାମର ସ୍କୁଲରେ ଖୋଲାଯାଇଥିବା ସଙ୍ଗରୋଧ କେନ୍ଦ୍ରରୁ ରବିବାର ସନ୍ଧ୍ୟାରେ ଜଣେ ଯୁବକ ପାଚେରୀ ଡେଇଁ ପଳାଇଛନ୍ତି। ଏହି ଘଟଣା ଜଣାପଡିବା ପରେ ସ୍ଥାନୀୟ ଜନପ୍ରତିନିଧିମାନେ ତାଙ୍କୁ ପୁଣି କେନ୍ଦ୍ରକୁ ଆଣିଥିଲେ । ହେଲେ ସେ ହୋ ହାଲ୍ଲା କରିବାରୁ ଡାକ୍ତରୀ ଦଳ ଆସି ସଂପୃକ୍ତ ଯୁବକଙ୍କୁ ରାତିରେ ତାଙ୍କ ଘରେ ଛାଡିଛନ୍ତି। ପଟୁଆବେଡାର ଏହି ଯୁବକ ଜଣକ ଚେନ୍ନାଇରୁ ଫେରିବା ପରେ ତାଙ୍କୁ ସଙ୍ଗରୋଧ କେନ୍ଦ୍ରରେ ରଖାଯାଇଥିଲା । ସନ୍ଧ୍ୟାରେ ତାଙ୍କର କେତେଜଣ ସାଙ୍ଗ ଆସି ତାଙ୍କୁ ସାଥିରେ ନେଇ ଯାଇଥିଲେ। ତେବେ ଏ ସମ୍ପର୍କରେ ସ୍ଥାନୀୟ ସରପଞ୍ଚଙ୍କୁ ପଚାରିବାରୁ ସୋମବାର ସକାଳେ ତାଙ୍କୁ ଛାଡିବାର ଥିଲା । କିନ୍ତୁ ସେ କେନ୍ଦ୍ରରୁ ଲୁଚି ପଳାଇଥିଲେ । ପୁଣି କେନ୍ଦ୍ରକୁ ଅଣାଗଲା ପରେ ପାଟିତୁଣ୍ଡ କରିବାରୁ ଡାକ୍ତରୀ ଦଳ ରାତିରେ ତାଙ୍କ ଘରେ ନେଇ ଛାଡିଛନ୍ତି ବୋଲି କହିଛନ୍ତି।
Posted inHome, Home Left, ଆମ ଜିଲା ଖବର, ସୁନ୍ଦରଗଡ଼ View All
ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ
ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...
କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ
କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...
AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ
ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...
ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ
ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...
ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ
ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...
ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…
ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...
ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ
ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...
MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ
ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...
Archives


