ସଙ୍ଗରୋଧ କେନ୍ଦ୍ରରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିଲେ ଅନ୍ତେବାସୀ

ବୁଗୁଡ଼ା,୨୧ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ଅନ୍ତର୍ଗତ ତାଳଶାକର ମହାମାୟୀ ଉଚ୍ଚ ବିଦ୍ୟାଳୟ ସଙ୍ଗରୋଧ କେନ୍ଦ୍ରରେ ରବିବାର ବିଶ୍ୱ ଯୋଗ ଦିବସ ପାଳିତ
ହୋଇଯାଇଛି। ଏହି ଅବସରରେ ଉକ୍ତ ବିଦ୍ୟାଳୟର କ୍ରୀଡ଼ା ଶିକ୍ଷକ ବି.ଗୋପାଳ ଚନ୍ଦ୍ର ପାତ୍ର ଯୋଗାଶନ ଦ୍ବାରା ଶାରୀରିକ ଓ ମାନସିକ ଶକ୍ତିର କିପରି ଉନ୍ନତି ହୁଏ ସେ
ବିଷୟରେ ଆଲୋଚନା କରିଥିଲେ। ଏଥି ସହିତ ସେ ସଙ୍ଗରୋଧ କେନ୍ଦ୍ରରେ ଥିବା ଅନ୍ତେବାସୀମାନଙ୍କୁ ଶାରୀରିକ କ୍ରୀଡ଼ା ସହ ବିଭିନ୍ନ ପ୍ରକାର ଯୋଗ ଆସନ ଓ ପ୍ରାଣାୟମ ବିଷୟରେ ଶିକ୍ଷାଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୪ ଘଣ୍ଟାରେ ୬ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ: ବନ୍ଧୁକ, ଖଣ୍ଡା ସହ ବାଇକ୍‌ ଜବତ କରି…

ପୁରୁଷୋତ୍ତମପୁର,୨୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସକୁ ଏକ ବଡ଼ସଫଳତା ମିଳିଥିବା ବେଳେ ସହ ଅଭିଯୋଗର ୨୪ ଘଣ୍ଟା ମଧ୍ୟରେ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୬ ଜଣଙ୍କୁ…

ଭିଜିଲାନ୍ସ ଜାଲରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରିନ୍ସିପାଲ, SHG ମହିଳାଙ୍କଠାରୁ…

ଭବାନୀପାଟଣା,୨୨ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଓଡିଶା ଆଦର୍ଶ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରିନ୍ସିପାଲ ସୀତାକାନ୍ତ ରଣା ବୁଧବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସ୍କୁଲରେ ନିୟୋଜିତ…

ଗଞ୍ଜେଇ ଚୋରା ଚାଲାଣର ସାମ୍ରାଜ୍ୟ ଚଳାଇଥିଲେ, ୨ ଯୁବକଙ୍କୁ ଧରି..

ଦାରିଙ୍ଗବାଡ଼ି,୨୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଗଞ୍ଜେଇ ପ୍ୟାକିଂ କରି ବାହାରକୁ ଚାଲାଣ କରୁଥିବା ୨ ଜଣିଆ ଟିମ୍‌କୁ…

ପଞ୍ଚସଖା ସ୍ମୃତି ପାଠାଗାର ଅସୁରକ୍ଷିତ: ଉପରୁ ଖସିଲା ସିଲିଂ, କର୍ମଚାରୀ କହିଲେ…

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସତ୍ୟବାଦୀ ଅଞ୍ଚଳର ଏକମାତ୍ର ପୁରାତନ ସରକାରୀ ପାଠାଗାର ପଞ୍ଚସଖା ସ୍ମୃତି ପାଠାଗାରରେ ଦୀର୍ଘଦିନ ହେଲା ଦୁରାବସ୍ଥା ଲାଗିରହିଛି। ମଙ୍ଗଳବାର ଲଗାଣ ବର୍ଷାରେ…

ରଥଯାତ୍ରାରେ ଦ୍ୱିତୀୟ ଶିଶୁ ମୃତ୍ୟୁ: ପରିଚାଳନାକୁ ନେଇ ଉଠିଲା ପ୍ରଶ୍ନ

ପାରଳାଖେମୁଣ୍ଡି,୨୨ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଚଳିତ ବର୍ଷର ରଥଯାତ୍ରା ଅବସରରେ ଘଟିଥିବା ଅଘଟଣାରେ ଆଉ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ଏଥିସହ ରଥଯାତ୍ରା ସମୟରେ ଘଟିଥିବା…

ପୌର ପରିଷଦ ଅଧ୍ୟକ୍ଷା,ଉପାଧ୍ୟକ୍ଷଙ୍କୁ ଭାଜପାର ସ୍ବାଗତ

ଗୁଣପୁର,୨୨।୭(ସୁଜାତା ପାଢ଼ୀ)- ନିକଟରେ ଗୁଣପୁର ପୌର ପରିଷଦ ଅଧ୍ୟକ୍ଷା ମମତା ଗୌଡ଼ ଓ ଉପାଧ୍ୟକ୍ଷ ଶିବପ୍ରସାଦ ଗୌଡ଼ ତାଙ୍କ ସମର୍ଥକଙ୍କ ସହ ବିଧିବଦ୍ଧ ଭାବେ ଭାଜପାରେ ଯୋଗଦାନ…

ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ

ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଳିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri