ସଙ୍ଗରୋଧ କେନ୍ଦ୍ରରେ ଅସନ୍ତୋଷ: ୨ ଅନ୍ତେବାସୀଙ୍କ ବିରୋଧରେ ଏତଲା ଦେଲେ ସରପଞ୍ଚ

ଭଞ୍ଜନଗର,୨୭।୫(ଡି.ଏନ.ଏ)-ତାରସିଂ ଥାନା ଗାଲେରୀ ସଙ୍ଗରୋଧ କେନ୍ଦ୍ରରେ ଅବ୍ୟବସ୍ଥା ନେଇ ଅନ୍ତେବାସୀମାନେ ବୁଧବାର ହୋହଲ୍ଲା କରିବା ସହ ଖାଦ୍ୟ ଗ୍ରହଣ କରିନଥିଲେ। ଏହାପରେ ପ୍ରଶାସନର ହସ୍ତକ୍ଷେପ ପରେ ସମସ୍ୟାର ସମାଧାନ ହୋଇଥିଲା। ମଙ୍ଗଳବାର ଗାଲେରୀ ସରପଞ୍ଚ ତାରସିଂ ଥାନାରେ ୨ଜଣ ଅନ୍ତେବାସୀଙ୍କ ବିରୋଧରେ ଅଭିଯୋଗ କରିଛନ୍ତି। କେନ୍ଦ୍ରରେ ରହୁଥିବା ତୁରୁମୁର ୨ଜଣ ବ୍ୟକ୍ତି ବିଶୃଙ୍ଖଳା କରୁଥିବାରୁ ପରିଚାଳନାରେ ବାଧା ଉପୁଜୁଥିବା ଏତଲାରେ ସେ ଦର୍ଶାଇଛନ୍ତି। ଅପରପକ୍ଷେ କେତେଜଣ ଅନ୍ତେବାସୀଙ୍କ ପକ୍ଷରୁ ଏକ ଭିଡ଼ିଓ ଭାଇରଲ ହୋଇଛି। ସେଥିରେ ସେମାନଙ୍କୁ ରାତିରେ ଶୋଇବା ପାଇଁ ବିଛଣା ଦିଆଯାଇନାହିଁ, ପାଣି ଠିକ୍‌ ଭାବେ ଆସୁନାହିଁ, ଖାଦ୍ୟ ମଧ୍ୟ ଠିକ୍‌ରେ ଦିଆଯାଉ ନାହିଁ। ସମସ୍ୟାର ସମାଧାନ କରାନଗଲେ ଏଠାରେ ଆତ୍ମହତ୍ୟା କରିବୁ ବୋଲି ଅନ୍ତେବାସୀ ଭିଡ଼ିଓରେ କହୁଛନ୍ତି। ଏନେଇ ବିଡ଼ିଓ ଅନିଲ କୁମାର ସେଠୀଙ୍କ ସହ ଯୋଗାଯୋଗ କରିବାରୁ ସେମିତି କିଛି ସମସ୍ୟା ନାହିଁ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚିକିତ୍ସା ଅବହେଳାରୁ ଶିଶୁ ମୃତ୍ୟୁ ଅଭିଯୋଗ

ଗୋପ,୨୫ା୭(ଡି.ଏନ୍‌.ଏ.): ଚିକିତ୍ସା ଅବହେଳାରୁ ଗୋପ ବ୍ଲକ ଅନ୍ତର୍ଗତ ମୁଗୁରିଆ ଗ୍ରାମର ତ୍ରିଲୋଚନ କାଣ୍ଡିଙ୍କ ଦେଢ଼ବର୍ଷ ଶିଶୁପୁତ୍ରର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏ ସମ୍ପର୍କରେ ଗୋପ...

ଧାମନଗର ଉପନିର୍ବାଚନ ପରବର୍ତ୍ତୀ ହିଂସା: ଦୋକାନୀଙ୍କୁ ସଂଘବଦ୍ଧ ଆକ୍ରମଣ

ଭଦ୍ରକ ଅଫିସ,୫।୧୧: ଭଦ୍ରକ ଜିଲା ଧାମନଗର ଉପନିର୍ବାଚନ ସରିବା ପରେ ଶୁକ୍ରବାର ସନ୍ଧ୍ୟାରେ ତିହିଡି ଥାନା ତଳଗୋପବିନ୍ଧା ପଞ୍ଚାୟତ ପାଇକ ସାହିରେ ନିର୍ବାଚନ ପରବର୍ତ୍ତୀ ହିଂସା...

ପାଣିଘେରରେ ବିଦ୍ୟାଳୟ

ରଣପୁର,୨୬।୧୦(ସ୍ବ.ପ୍ର.): ରଣପୁର ବ୍ଳକ ଓ ଏନ୍‌ଏସି ଅଞ୍ଚଳରେ ୩ଦିନ ଧରି ଲାଗି ରହିଥିବା ବର୍ଷାରେ ବହୁ ଘରର କାନ୍ଥ ଭାଙ୍ଗିପଡିଛି। ଏକର ଏକର ଜମିର ଧାନ...

ନାବାଳିକା ବଳାତ୍କାର ମାମଲା ଦୋଷୀଙ୍କୁ ୨୦ ବର୍ଷ ଜେଲ୍‌

ବାଲେଶ୍ୱର ଅଫିସ,୧୭।୧୨-ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ସୋମବାର ବାଲେଶ୍ୱର ପୋକ୍‌ସୋ ଅଦାଲତର ସ୍ବତନ୍ତ୍ର ବିଚାରପତି ଗିରିଜା ମହାପାତ୍ର ଦୋଷୀଙ୍କୁ ୨୦ ବର୍ଷ ଜେଲ...

କ୍ଷେତ୍ର ପରିଦର୍ଶନ କଲେ ମୃତ୍ତିକା ସଂରକ୍ଷଣ, ଜଳ ବିଭାଜିକା ଉନ୍ନୟନ ନିର୍ଦ୍ଦେଶକ

କେନ୍ଦୁଝର, ୨୮ା୫(ଡି.ଏନ.ଏ.) କେନ୍ଦୁଝର ଜିଲାର ନୋଡାଲ ଅଫିସର ତଥା ମୃତ୍ତିକା ସଂରକ୍ଷଣ ଓ ଜଳ ବିଭାଜିକା ଉନ୍ନୟନ ବିଭାଗ ନିର୍ଦ୍ଦେଶକ ହେମନ୍ତ କୁମାର ପଣ୍ଡା ଦୁଇଦିନିଆ...

ଶିକ୍ଷା ବିଭାଗରେ ଡେପୁଟେଶନ ଦୁର୍ନୀତି

ରାୟଗଡ଼ା ଅଫିସ,୨୫ା୧୧: ରାୟଗଡ଼ା ଜିଲା ଶିକ୍ଷା ବିଭାଗକୁ ପିଛା ଛାଡ଼ୁନି ଦୁର୍ନୀତି। କେତେବେଳେ ନକଲି ଶିକ୍ଷକ ଆଉ କେତେବେଳେ ଡେପୁଟେଶନ୍‌ ପାଇଁ ପ୍ରତିଯୋଗିତା। ଏବେ ଡେପୁଟେସନ...

ବୁଧବାରଠାରୁ ମାଟ୍ରିକ ପ୍ରାକ୍ଟିକାଲ ପରୀକ୍ଷା ଆରମ୍ଭ, ୨୮ ଯାଏ ଚାଲିବ

କଟକ ଅଫିସ,୧୪ା୨: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ଧନ୍ଦାମୂଳକ ଶିକ୍ଷାର ଦ୍ୱିତୀୟ ସମ୍ମେଟିଭ ଆସେସ୍‌ମେଣ୍ଟ(ଏସ୍‌ଏ-୨) ପ୍ରାକ୍ଟିକାଲ ପରୀକ୍ଷା ବୁଧବାରଠାରୁ ଆରମ୍ଭ...

କନ୍ଧମାଳ-ଗଞ୍ଜାମ ସୀମା ସିଲ୍‌, ଗାଡ଼ି ଜବତ, ୨ ଗିରଫ

ଦାରିଙ୍ଗବାଡ଼ି,୧ା୪(ଡି.ଏନ୍‌.ଏ.): କରୋନା ସଂକ୍ରମଣ ପ୍ରତିହତ ପାଇଁ ପ୍ରଶାସନ ପକ୍ଷରୁ ଲକ୍‌ଡାଉନ୍‌କୁ କଡ଼ାକଡ଼ି କରାଯାଇଛି। ଏନେଇ କନ୍ଧମାଳ-ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ୫୯ ନଂ. ଜାତୀୟ ରାଜପଥର...

Advertisement
Archives

Model This Week