ସଙ୍ଗରୋଧ କେନ୍ଦ୍ରରେ ଯୋଗଶିକ୍ଷା

ଖଇରା, ୬ା୬(ଡି.ଏନ.ଏ.)-ବାଲେଶ୍ବର ଜିଲା ଖଇରା ବ୍ଲକ ଅଧୀନ ଖଇରା ହାଇସ୍କୁଲ ସଙ୍ଗରୋଧ କେନ୍ଦ୍ରରେ ଗୁରୁବାର ସରପଞ୍ଚ ସୁଦର୍ଶନ ସେଠୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ପ୍ରବାସୀଙ୍କୁ ଯୋଗ ଶିକ୍ଷା ଦିଆଯାଇଛି। ଜିଲା ଯୋଗ ପ୍ରଚାରକ ମୁକ୍ତିକାନ୍ତ ପାଣିଗ୍ରାହୀ ଦେହରେ ପ୍ରତିରୋଧକ ଶକ୍ତି ବଢାଇବାକୁ ହେଲେ ପ୍ରତ୍ୟେକ ବ୍ୟକ୍ତିଙ୍କ ପାଇଁ ଯୋଗ ଅର୍ନିବାଯ୍ୟ ବୋଲି କହିଥିଲେ। ୩୦ଜଣ ପ୍ରବାସୀଙ୍କୁ ବିଭିନ୍ନ ଯୋଗ ସମ୍ବନ୍ଧରେ ପ୍ରାଥମିକ ଶିକ୍ଷା ଦିଆଯାଇଥିଲା। ଶଶାଙ୍କ ମହାପାତ୍ରଙ୍କ ସମେତ ବିଦ୍ୟାଳୟର ଶିକ୍ଷକଗଣ ସହଯୋଗ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

CJP ଆଗରେ ନଇଁଲେ ମୋଦି ସରକାର! କହିଲେ ଯାହା ଚାହିଁବେ…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ CJP (କକରୋଚ୍ ଜନତା ପାର୍ଟି) ତରଫରୁ ଜାରି ରହିଥିବା ପ୍ରତିବାଦ ପ୍ରଦର୍ଶନ ମଧ୍ୟରେ କେନ୍ଦ୍ର ସରକାର ଆଲୋଚନା ପାଇଁ ନିଜର ପ୍ରସ୍ତୁତି ଦେଖାଇଛନ୍ତି। ସରକାରୀ…

ଅସୁରକ୍ଷିତ ପଞ୍ଚସଖାଙ୍କ ପ୍ରତିମୂର୍ତ୍ତି: ଉପରୁ ଖସିଲା ସିଲିଂ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସତ୍ୟବାଦୀ ଅଞ୍ଚଳର ଏକମାତ୍ର ପୁରାତନ ସରକାରୀ ପାଠାଗାର ପଞ୍ଚସଖା ସ୍ମୃତି ପାଠାଗାରରେ ଦୀର୍ଘଦିନ ହେଲା ଦୁରାବସ୍ଥା ଲାଗିରହିଛି। ମଙ୍ଗଳବାର ଲଗାଣ ବର୍ଷାରେ…

ମହାକାଳଙ୍କ ଶରଣରେ କାର୍ତ୍ତିକ

ମୁମ୍ବାଇ:ବଲିଉଡ୍‌ ଅଭିନେତା କାର୍ତ୍ତିକ ଆର୍ୟ୍ୟନ୍‌ଙ୍କୁ ନିକଟରେ ତାଙ୍କ ଅଭିନୀତ ଚଳଚ୍ଚିତ୍ର ‘ଚନ୍ଦୁ ଚାମ୍ପିୟନ’(୨୦୨୪) ପାଇଁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ମିଳିଛି। ଏହା ତାଙ୍କର ପ୍ରଥମ ଜାତୀୟ ପୁରସ୍କାର।…

ଶରଦ ପାଓ୍ବାରଙ୍କ ହାତ ଧରି ଆଣିଲେ ମୋଦି: ରାଜନୀତିରେ ବଡ଼ ହଲହଲ

ନୂଆଦିଲ୍ଲୀ,୨୨।୭: ଜନ୍ତରମନ୍ତରରେ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ଏବଂ ପ୍ରତିବାଦ ମଧ୍ୟରେ ଏନସିପି ମୁଖ୍ୟ ଶରଦ ପାୱାର ଏବଂ ତାଙ୍କ ଝିଅ ସୁପ୍ରିୟା ସୁଲେ ବୁଧବାର ସଂସଦ ଭବନରେ…

ରଥଯାତ୍ରାରେ ଦ୍ୱିତୀୟ ଶିଶୁ ମୃତ୍ୟୁ: ପରିଚାଳନାକୁ ନେଇ ଉଠିଲା ପ୍ରଶ୍ନ

ପାରଳାଖେମୁଣ୍ଡି,୨୨ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଚଳିତ ବର୍ଷର ରଥଯାତ୍ରା ଅବସରରେ ଘଟିଥିବା ଅଘଟଣାରେ ଆଉ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ଏଥିସହ ରଥଯାତ୍ରା ସମୟରେ ଘଟିଥିବା…

ଉଦ୍ଧବ ଠାକ୍‌ରେଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟ୍‌କା, ୬ ଏମ୍‌ପିଙ୍କ ମିଶ୍ରଣକୁ…

ନୂଆଦିଲ୍ଲୀ,୨୨ା୭: ଶିବସେନାରେ ମିଶ୍ରଣକୁ ଅନୁମୋଦନ କରିବା ପାଇଁ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଦେଇଥିବା ଆଦେଶକୁ ବୁଧବାର ଅସ୍ଥାୟୀ ଭାବରେ ସ୍ଥଗିତ ରଖିବାକୁ ମନା କରିଦେଇଛନ୍ତି…

ପୌର ପରିଷଦ ଅଧ୍ୟକ୍ଷା,ଉପାଧ୍ୟକ୍ଷଙ୍କୁ ଭାଜପାର ସ୍ବାଗତ

ଗୁଣପୁର,୨୨।୭(ସୁଜାତା ପାଢ଼ୀ)- ନିକଟରେ ଗୁଣପୁର ପୌର ପରିଷଦ ଅଧ୍ୟକ୍ଷା ମମତା ଗୌଡ଼ ଓ ଉପାଧ୍ୟକ୍ଷ ଶିବପ୍ରସାଦ ଗୌଡ଼ ତାଙ୍କ ସମର୍ଥକଙ୍କ ସହ ବିଧିବଦ୍ଧ ଭାବେ ଭାଜପାରେ ଯୋଗଦାନ…

ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ, ସୂଚନା ଜାରି କରି ବିଭାଗ କହିଲା ଏହି…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ। ମେଟ୍ରୋ ରେଳ ନିଗମ (DMRC) ସୂଚନା ଦେଇଛି ଯେ, ଜାତୀୟ ରାଜଧାନୀରେ ସୁରକ୍ଷା କାରଣରୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri