ସଙ୍ଗରୋଧ କେନ୍ଦ୍ରରେ ଯୋଗ, ପ୍ରାଣାୟମ

ବୁଗୁଡ଼ା,୭ା୫(ଡି.ଏନ.ଏ.)- ବୁଗୁଡ଼ା ବ୍ଲକ ତାଳଶାକର ମହାମାୟୀ ଉଚ୍ଚ ବିଦ୍ୟାଳୟ ସଙ୍ଗରୋଧ କେନ୍ଦ୍ରରେ ପ୍ରବାସୀ ଓଡ଼ିଆମାନଙ୍କୁ ଗୁରୁବାର ଯୋଗ, ପ୍ରାଣାୟମ ସମ୍ପର୍କରେ ଶିକ୍ଷା ଦିଆଯାଉଛି। ଉକ୍ତ କେନ୍ଦ୍ରକୁ ବୁଧବାର ରାତିରେ ପୁରୁଷ, ମହିଳା ଓ ଶିଶୁ ମିଶି ୭୫ ଜଣ ପହଞ୍ଚତ୍ବା ପରେ ତାଙ୍କର ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଥିଲା। ଗୁରୁବାର ସକାଳେ କ୍ରୀଡ଼ା ଶିକ୍ଷକ ବି. ଗୋପାଳ ଚନ୍ଦ୍ର ପାତ୍ର ସେମାନଙ୍କୁ ଯୋଗ ଓ ପ୍ରାଣାୟମ କରାଇଥିଲେ। ଏହି ଅବସରରେ ସେଠାରେ ସରପଞ୍ଚ ସୂର୍ଯ୍ୟମଣି ଗୌଡ଼ ଉପସ୍ଥିତ ରହି ନିୟମ ମାନି ଚଳିବାକୁ ପରାମର୍ଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗଦାନ କରିବେ ୭୦ କିନ୍ନର

ଭଦ୍ରକ ଅଫିସ, ୨୧।୧୨- ମୃତ୍ୟୁ ପରେ ସେମାନଙ୍କ ଅଙ୍ଗ ସମାଜର ଯେକୌଣସି ବର୍ଗର ଲୋକଙ୍କ ପାଇଁ ଦାନ କରିବେ। ଭଦ୍ରକ ଚରମ୍ପାସ୍ଥିତ ହୋଟେଲ ମୁନ୍‌ଲାଇଟ ପରିସରରେ...

ଶ୍ରମିକଙ୍କ କାମ କରୁଛି ମେଶିନ, ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଯୋଜନା ବାଟବଣା

ବରୀ,୨୮ା୪(ଡି.ଏନ.ଏ.): ସରକାର ଶ୍ରମିକଙ୍କୁ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ କାମ ଯୋଗାଇ ଦେବାର ନିୟମ ରହିଛି। ଏଥିସହିତ ଶ୍ରମିକମାନେ...

ମାଟ୍ରିକ ପରୀକ୍ଷା ସରିବା ଖୁସିରେ ଡିଜେ ବଜାଇ ନାଚିଲେ

ଦିଗପହଣ୍ଡି,୭।୫(ଡି.ଏନ୍‌.ଏ.):  ଚଳିତ ବର୍ଷର ମାଟ୍ରିକ୍‌ ପରୀକ୍ଷା ଶନିବାର ଶେଷ ହୋଇଛି। ସାଧାରଣତଃ ପରୀକ୍ଷା ସରିବା ପରେ ଭବିଷ୍ୟତକୁ ନେଇ ପିଲାମାନେ ଚିନ୍ତିତ ହୋଇପଡ଼ିବା ନଚେତ ସ୍କୁଲ...

ବିଜେପୁର ଲାଉମୁଣ୍ଡାରେ ଫାଙ୍କା ଗୁଳିଚାଳନା, ୩ ଅଭିଯୁକ୍ତଙ୍କୁ କାବୁକଲେ ଗ୍ରାମବାସୀ

ବିଜେପୁର,୭।୬(ଡି.ଏନ୍‌.ଏ): ବରଗଡ଼ ଜିଲା ବିଜେପୁର ଆସନରୁ ମୁଖ୍ୟମନ୍ତ୍ରୀ ଇସ୍ତଫା ଦେବାପରେ ଉପନିର୍ବାଚନ ହେବା ସ୍ପଷ୍ଟ ହୋଇଛି। ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ଉପନିର୍ବାଚନ ନେଇ ଘୋଷଣା ହୋଇ...

୩ ଦିନ ପରେ ବି ପୋଲିସ ହାତ ଖାଲି

କଳିଙ୍ଗନଗର,୧୮ା୫(ଡି.ଏନ.ଏ.): ଯାଜପୁର ଜିଲା ବ୍ୟାସନଗରସ୍ଥିତ ସେନ୍‌କୋ ଜୁଏଲେରି ଶୋ’ରୁମ୍‌ ଲୁଟ୍‌ ଘଟଣାକୁ ବୁଧବାର ୩ ଦିନ ବିତିଛି। ହେଲେ ଡକାୟତମାନଙ୍କୁ ଠାବ କରିବାରେ ପୋଲିସ ବିଫଳ...

ରାଜୀବଙ୍କୁ ନୂଆ ପରିଚୟ ଦେଇଛି ଛତୁଚାଷ

ଜଗତ୍‌ସିଂହପୁର ଅଫିସ୍‌, ୨୮।୨: ବିଫଳତା ହିଁ ସଫଳତାର ମାପକାଠି। ଏହା ୩୫ ବର୍ଷର ରାଜୀବ ରଥଙ୍କ କ୍ଷେତ୍ରରେ ପ୍ରମାଣିତ ହୋଇଛି। ତିର୍ତ୍ତୋଲ ଥାନା ଗୋପାଳପୁର ପଞ୍ଚାୟତ...

ଗଛରେ ଫସିରହିଛି ଭାଲୁ

ମାଲକାନଗିରି,୫।୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଗୋରାଖୁଣ୍ଟ ପଞ୍ଚାୟତ ଏମ୍‌ ଭି୨୦ ଗ୍ରାମର ଏକ ଗଛରେ ଜଙ୍ଗଲୀ ଭାଲୁ ଫସିରହିଛି। ଭାଲୁଟି ଖାଦ୍ୟ ଅନ୍ବେଷଣରେ ଗାଁ ଅଭିମୁଖେ ପଶି...

‘ପଲ୍ଲିଶ୍ରୀ ମେଳା ଓ ଏକ୍ସପୋ ଓଡ଼ିଶା’ ଉଦ୍‌ଘାଟିତ

ବାଲେଶ୍ୱର ଅଫିସ, ୨୫।୧୨-ବାଲେଶ୍ୱର ଆଇଟିଆଇ ପଡ଼ିଆରେ ଜାତୀୟସ୍ତରୀୟ ଶିଳ୍ପ ଏବଂ ବାଣିଜ୍ୟ ମେଳା ‘ପଲ୍ଲିଶ୍ରୀ ମେଳା ଓ ଏକ୍ସପୋ ଓଡ଼ିଶା’ ମଙ୍ଗଳବାର ସନ୍ଧ୍ୟାରେ କେନ୍ଦ୍ର ଅଣୁ,...

Advertisement
Archives

Model This Week