ସଙ୍ଗରୋଧ କେନ୍ଦ୍ରରେ ଯୋଗ, ପ୍ରାଣାୟମ

ବୁଗୁଡ଼ା,୭ା୫(ଡି.ଏନ.ଏ.)- ବୁଗୁଡ଼ା ବ୍ଲକ ତାଳଶାକର ମହାମାୟୀ ଉଚ୍ଚ ବିଦ୍ୟାଳୟ ସଙ୍ଗରୋଧ କେନ୍ଦ୍ରରେ ପ୍ରବାସୀ ଓଡ଼ିଆମାନଙ୍କୁ ଗୁରୁବାର ଯୋଗ, ପ୍ରାଣାୟମ ସମ୍ପର୍କରେ ଶିକ୍ଷା ଦିଆଯାଉଛି। ଉକ୍ତ କେନ୍ଦ୍ରକୁ ବୁଧବାର ରାତିରେ ପୁରୁଷ, ମହିଳା ଓ ଶିଶୁ ମିଶି ୭୫ ଜଣ ପହଞ୍ଚତ୍ବା ପରେ ତାଙ୍କର ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଥିଲା। ଗୁରୁବାର ସକାଳେ କ୍ରୀଡ଼ା ଶିକ୍ଷକ ବି. ଗୋପାଳ ଚନ୍ଦ୍ର ପାତ୍ର ସେମାନଙ୍କୁ ଯୋଗ ଓ ପ୍ରାଣାୟମ କରାଇଥିଲେ। ଏହି ଅବସରରେ ସେଠାରେ ସରପଞ୍ଚ ସୂର୍ଯ୍ୟମଣି ଗୌଡ଼ ଉପସ୍ଥିତ ରହି ନିୟମ ମାନି ଚଳିବାକୁ ପରାମର୍ଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫେରିବା ପରେ ବି ଗ୍ରହଣ କରାଗଲାନି

ପୁରୀ ଅଫିସ, ୫।୧୨: ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶରେ ଲାଗିଥିବା ଚନ୍ଦ୍ର- ସୂର୍ଯ୍ୟ କେହି ନେଇଯାଇଥିବା ଅଭିଯୋଗ ହୋଇଥିଲା। ନାଗାର୍ଜୁନ ବେଶ ପରଦିନ ଅର୍ଥାତ୍‌ ଗତ...

ଏଟିଏମ୍‌ରୁ ଟଙ୍କା ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ସମବାୟ ବ୍ୟାଙ୍କ ଅସ୍ଥାୟୀ କର୍ମଚାରୀ, ସହଯୋଗୀ ଗିରଫ

ବଲାଙ୍ଗୀର ଅଫିସ,୧୦।୧୧: ବଲାଙ୍ଗୀର ଜିଲା କେନ୍ଦ୍ର ସମବାୟ ବ୍ୟାଙ୍କ ଜମାକାରୀଙ୍କ ଆକାଉଣ୍ଟରୁ ଲକ୍ଷାଧିକ ଟଙ୍କା ଲୁଟ୍‌ ଘଟଣାର ରବିବାର ପର୍ଦ୍ଦାଫାଶ ହୋଇଛି। ଏହି ଘଟଣାରେ ସମବାୟ...

ଶ୍ରେଣୀଗୃହରେ ଶିକ୍ଷକ ଶୋଇଥିବା ଭିଡିଓ ଭାଇରାଲ

ଦାରିଙ୍ଗବାଡ଼ି,୩୧।୧(ଡି.ଏନ.ଏ)- ଦାରିଙ୍ଗବାଡ଼ି ବ୍ଲକରେ ଶିକ୍ଷା ବ୍ୟବସ୍ଥା ଭୁଶୁଡି ପଡିଛି। କେଉଁଠି ଶିକ୍ଷକ ଅଭାବ ତ ଆଉ କେଉଁଠି ଛାତ୍ରୀଛାତ୍ର ଅଭାବରୁ ଶିକ୍ଷାଦାନ ବାଧାପ୍ରାପ୍ତ ହେଉଛି। ଚଳିତ...

କରୋନାରେ ଆଖିବୁଜିଲେ ପୂର୍ବତନ ଏମ୍‌ପି

ଫୁଲବାଣୀ ଅଫିସ,୨୬।୪: କନ୍ଧମାଳ ଜିଲାର ପୂର୍ବତନ ଏମ୍‌ପି ସୁଗ୍ରୀବ ସିଂଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୫୮ ବର୍ଷ ହୋଇଥିଲା। ମିଳିଥିବା ସୂଚନା ଅନୁସାରେ,...

ନବଜାତ ଶିଶୁର ପେଟ ବାହାରେ ପାକସ୍ଥଳୀ

ବରଗଡ଼ ଅଫିସ,୧୯।୨: ବରଗଡ଼ ଜିଲା ପାଇକମାଳ ସରକାରୀ ସ୍ବାସ୍ଥ୍ୟକେନ୍ଦ୍ରରେ ଶୁକ୍ରବାର ଏକ ଅଦ୍ଭୁତ ଶିଶୁପୁତ୍ର ଜନ୍ମ ନେଇଛି। ଶିଶୁପୁତ୍ରର ପେଟ ବାହାରେ ପାକସ୍ଥଳୀ ରହିଥିବା ଜଣାପଡ଼ିଛି।...

ଚୈତନ୍ୟଙ୍କ ପରିବାର ଉପରେ ଦୁଃଖର ପାହାଡ଼: ସରକାରୀ ସହାୟତାକୁ ଅପେକ୍ଷା

ଡାବୁଗାଁ,୧୫।୩(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ଜୟନ୍ତୀନଗରଠାରେ ଦୀର୍ଘଦିନ ଧରି ବିଛଣାରେ ପଡ଼ିରହିଛନ୍ତି ଚୈତନ୍ୟ ଜାନି। ପକ୍ଷାଘାତ ରୋଗରେ ଆକ୍ରାନ୍ତ ହୋଇ ତାଙ୍କ ବାମ ହାତ...

ଶ୍ରୀମନ୍ଦିର ଚତୁଃପାର୍ଶ୍ୱରୁ ୭୫ ମିଟର ଯାଏ ଉଚ୍ଛେଦ କାର୍ଯ୍ୟ ଆରମ୍ଭ: ସୁରକ୍ଷା କଡ଼ାକଡ଼ି

ପୁରୀ ଅଫିସ,୨୭।୮: ଶ୍ରୀମନ୍ଦିର ମେଘନାଦ ପ୍ରାଚୀରଠାରୁ ୭୫ ମିଟର ପରିଧି ମଧ୍ୟରେ ଥିବା ନିର୍ମାଣ ଉଚ୍ଛେଦ ମଙ୍ଗଳବାର ସକାଳ ୯ ଟା ୫୫ ମିନିଟ୍‌ରୁ ଆରମ୍ଭ...

୧୪ ନମ୍ବର ଜୋନରେ ବିଜେଡିର ବାଜିମାତ୍‌

ଗଞ୍ଜାମ,୨୭।୨(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ୧୪ ନମ୍ବର ଜୋନରେ ବିଜେଡି ମାଜିମାତ କରିଛି। ବିଜେଡି ପାର୍ଥିନୀ ସସ୍ମିତା ସ୍ବାଇଁ ୧୫ ହଜାର ୧୬୦ ଖଣ୍ଡ ଭୋଟ ପାଇଛନ୍ତି।...

Advertisement
Archives

Model This Week