ସଙ୍ଗରୋଧ କେନ୍ଦ୍ରରେ ସାପ

ହିଞ୍ଜିଳିକାଟୁ,୨୪ା୫(ଡ଼ି.ଏନ୍‌.ଏ.)- ହିଞ୍ଜିଳିକାଟୁ ବ୍ଲକ ପୋଚିଲିମା ଖମ୍ବେୟାଦୋରା ଜୁନିୟର କଲେଜରେ ହୋଇଥିବା କ୍ୱାରାଣ୍ଟାଇନ ସେଣ୍ଟରରେ ସରୀସୃପ ଦେଖି ଅନ୍ତେବାସୀମାନେ ଅତଙ୍କିତ ହୋଇ ପଡ଼ିଛନ୍ତି। ଗତ ୪ଦିନ ହେଲା ଏଠାରେ ବିଷାକ୍ତ ସାପ ଓ ଗୋଧି ବିଚରଣ କରୁଥିବା ଫଟୋ ରାଳବ ଗ୍ରାମର ଜଣେ ଯୁବକ ଉଠାଇ ସୋସିଆଲ ମିଡିଆରେ ଛାଡିଛନ୍ତି। ୨ଟି ସାପକୁ ଅନ୍ତେବାସୀ ମାରି ଦେଇଥିବା ଫଟୋ ମଧ୍ୟ ଭାଇରାଲ ହୋଇଛି। ଏନେଇ ଅନ୍ତେବାସୀ କେନ୍ଦ୍ରର ଦାୟିତ୍ୱରେ ଥିବା ଅଧିକାରୀଙ୍କୁ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୭ ମନ୍ଦିରରେ ବିଗ୍ରହ ପ୍ରତିଷ୍ଠା ହେବ

ଭଞ୍ଜନଗର,୨୮।୫(ଡି.ଏନ.ଏ)- ରାଜ୍ୟର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଭଞ୍ଜନଗର ବେଲେଶ୍ୱେର ଶୈବପୀଠରେ ଆଜକୁ ୪ଦିନ ହେବ ୭ ମନ୍ଦିର ପ୍ରତିଷ୍ଠା ଉସତ୍ବ ଚାଲିଛି। ବୁଧବାର ଉଦ୍‌ଯାପିତ ହେବ। ବୁଧବାର...

ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ବ୍ରହ୍ମପୁର ଅଫିସ,୩୦ା୮-ସାପ କାମୁଡ଼ାରେ ଗୁରୁତର ଜଣେ ମହିଳାଙ୍କ ବ୍ରହ୍ମପୁର ବଡ଼ ମେଡିକାଲରେ ଶୁକ୍ରବାର ମୃତ୍ୟୁ ଘଟିଛି। ସେ ହେଲେ ସଦର ଥାନା ଅନ୍ତର୍ଗତ ଅଲାରିଗଡ ଗ୍ରାମର...

କରୋନା ସନ୍ଦେହ: ସୁରାଟ ଫେରନ୍ତା ଏମ୍‌କେସିଜିରେ ଭର୍ତ୍ତି

ବ୍ରହ୍ମପୁର ଅଫିସ,୧ା୪- କରୋନା ମୁକାବିଲା ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ କଟକଣା ଜାରି ହୋଇଛି। ଅନ୍ୟପଟେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ମଧ୍ୟ ବଢିବାରେ...

ମଦ ଜବତ, ୩ ଗିରଫ

ଆର,ଉଦୟଗିରି,୧୫ା୪(ଡି.ଏନ୍‌.ଏ.)- ଗଜପତି ଜିଲାପାଳ ଅନୁପମ ସାହା ଏବଂ ଅବକାରୀ ଅଧ୍ୟକ୍ଷ ପ୍ରଦୀପ କୁମାର ପାଣିଗ୍ରାହୀଙ୍କ ନିର୍ଦ୍ଦେଶକ୍ରମେ ଆର. ଉଦୟଗିରି ଅବକାରୀ ବିଭାଗ କର୍ମଚାରୀ ଆସିସାହି, ଖଜୁରିପଦା...

ନାବାଳିକାଙ୍କୁ ବଳାତ୍କାର, ଜଣେ ଗିରଫ

ଆସିକା,୨୨ା୧୦(ଡି.ଏନ୍‌.ଏ.)- ଗାଙ୍ଗପୁର ଥାନା ଇଲାକାରେ ଜଣେ ୧୩ ବର୍ଷର ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୋଲିସ ସୋମବାର ଘଟଣାରେ ସମ୍ପୃକ୍ତ ଅଭିଯୋଗରେ ଜଣେ ଯୁବକଙ୍କୁ ଗିରଫ...

ଜଙ୍ଗଲ ଆଇନ ସଂଶୋଧନ ଯୋଜନା:  ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆଦିବାସୀଙ୍କ ବିକ୍ଷୋଭ

ଭଞ୍ଜନଗର,୨୮।୯(ଡି.ଏନ.ଏ.)-୧୯୨୭ ମସିହା ଜଙ୍ଗଲ ଜମି ଆଇନକୁ କେନ୍ଦ୍ର ସରକାର ସଂଶୋଧନ କରିବାକୁ ଯାଉଛନ୍ତି। ଉକ୍ତ ଆଇନ କାର୍ଯ୍ୟାକାରୀ ହେଲେ ଦେଶରେ ୧୧ଲକ୍ଷ ଆଦିବାସୀ ପରିବାର ଜଙ୍ଗଲ...

ଗଞ୍ଜମ ଜିଲା ପ୍ରଶାସନର ଅଭିନବ ପଦକ୍ଷେପ: ଅନ୍‌ଲାଇନ୍‌ରେ ୧୪ ଦିନିଆ ମାଗଣା ଡ୍ରଇଂ, ଫଟୋଶପ୍‌ ଶିକ୍ଷା

ଛତ୍ରପୁର,୧୬ା୪(ଡି.ଏନ୍‌.ଏ.): କରୋନା ପରିପ୍ରେକ୍ଷୀରେ ଗଞ୍ଜାମ ଜିଲାରେ ଲକ୍‌ଡାଉନ୍‌ ଓ ପ୍ରତ୍ୟହ ୧୯ଘଣ୍ଟା ସଟ୍‌ଡାଉନ୍‌ ଜାରି ରହିଛି। ସମସ୍ତେ ଘରେ ଅଛନ୍ତି। ବୋରିଂରୁ ମୁକ୍ତି ପାଇବା ସହ...

ନିଶାସକ୍ତ ଯୁବକଙ୍କ ଠେଙ୍ଗା ମାଡ଼ରେ: ମହିଳା ଗୁରୁତର

ସୋରଡ଼ା,୧୨ା୧୦(ଡି.ଏନ.ଏ.)-ସୋରଡ଼ା ବ୍ଲକ ଗୋପାଳପୁର ଶାସନ ହାତିପଡ଼ା ଗ୍ରାମର ବିଦେଶୀ ଗୌଡ଼ଙ୍କ ସ୍ତ୍ରୀ ନୟନୀଙ୍କୁ ଶୁକ୍ରବାର ଜଣେ ନିଶାସକ୍ତ ଯୁବକ ଠେଙ୍ଗାରେ ଆକ୍ରମଣ କରିଛନ୍ତି। ନୟନୀ ଅପରାହ୍ନରେ...

Advertisement


Archives

Model This Week