ସଙ୍ଗରୋଧ କେନ୍ଦ୍ରରେ ସାପ

ହିଞ୍ଜିଳିକାଟୁ,୨୪ା୫(ଡ଼ି.ଏନ୍‌.ଏ.)- ହିଞ୍ଜିଳିକାଟୁ ବ୍ଲକ ପୋଚିଲିମା ଖମ୍ବେୟାଦୋରା ଜୁନିୟର କଲେଜରେ ହୋଇଥିବା କ୍ୱାରାଣ୍ଟାଇନ ସେଣ୍ଟରରେ ସରୀସୃପ ଦେଖି ଅନ୍ତେବାସୀମାନେ ଅତଙ୍କିତ ହୋଇ ପଡ଼ିଛନ୍ତି। ଗତ ୪ଦିନ ହେଲା ଏଠାରେ ବିଷାକ୍ତ ସାପ ଓ ଗୋଧି ବିଚରଣ କରୁଥିବା ଫଟୋ ରାଳବ ଗ୍ରାମର ଜଣେ ଯୁବକ ଉଠାଇ ସୋସିଆଲ ମିଡିଆରେ ଛାଡିଛନ୍ତି। ୨ଟି ସାପକୁ ଅନ୍ତେବାସୀ ମାରି ଦେଇଥିବା ଫଟୋ ମଧ୍ୟ ଭାଇରାଲ ହୋଇଛି। ଏନେଇ ଅନ୍ତେବାସୀ କେନ୍ଦ୍ରର ଦାୟିତ୍ୱରେ ଥିବା ଅଧିକାରୀଙ୍କୁ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କମାରଶାଳରୁ ମିଳିଲା ଯୁବକଙ୍କ ମୃତଦେହ

ହିଞ୍ଜିଳିକାଟୁ,୨୭।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ଆହାରକେନ୍ଦ୍ର ନିକଟ କମାରଶାଳରୁ ମଙ୍ଗଳବାର ସକାଳେ ଜଣେ ବ୍ୟକ୍ତିଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତକ ହିଞ୍ଜିଳିକାଟୁ ପାଟଣାସାହିର ନିରଞ୍ଜନ...

ବେଆଇନ ପଥର, ବାଲି ଚାଲାଣ ବେଳେ ଚଢ଼ାଉ: ୧ଲକ୍ଷ ୪୪ ହଜାର ଆଦାୟ

ପୁରୁଷୋତ୍ତମପୁର, ୧୦।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରର ବିଭିନ୍ନ ସ୍ଥାନରୁ ବେଆଇନ ଭାବେ ବାଲି ଓ ପଥର ଚାଲାଣ ହେଉଥିଲା। ସୋମବାର ତହସିଲଦାର ଅରୁଣ କୁମାର ନାୟକ,...

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଚାଷୀଙ୍କ ଜୀବନଗଲା

ଦିଗପହଣ୍ଡି,୧୭।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଦଶିପୁର ଗ୍ରାମର ଜଣେ ଚାଷୀ ବୁଧବାର ପୂର୍ବାହ୍ନରେ ୧୧ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ...

ନରେନ୍ଦ୍ରପୁରରେ ୨ ଡେଙ୍ଗୁ ରୋଗୀ ଚିହ୍ନଟ

ଶେରଗଡ଼,୨୧ା୮(ଡି.ଏନ୍‌.ଏ.): ଶେରଗଡ଼ ବ୍ଲକ ନରେନ୍ଦ୍ରପୁର ଗ୍ରାମରେ ମଙ୍ଗଳବାର ୨ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ସେମାନେ ଗୋଟିଏ ପରିବାରର ଦୁଇ ଭାଇ। ଉଭୟଙ୍କୁ ଜ୍ୱର ହେବାରୁ...

ପାନ ଦୋକାନୀରୁ ଓଏଏସ୍‌: ନାରାୟଣଙ୍କୁ ପୁରୁଷୋତ୍ତମପୁରରେ ସମ୍ବର୍ଦ୍ଧନା

ପୁରୁଷୋତ୍ତମପୁର, ୧୦।୧(ଡି.ଏନ୍‌.ଏ.) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରର ନାରାୟଣ ବେହେରା(୨୫) ଓଡିଶା ପ୍ରଶାସନିକ ସେବା(ଓଏଏସ୍‌) ପରୀକ୍ଷାରେ ୫୧ ନଂ ର଼୍ୟାଙ୍କରେ ରହି ପୁରୁଷୋତ୍ତମପୁର ଲାଗି ଗୌରବ...

ପୁଣି ଚେନ୍ନାଇରୁ ବୋଟରେ ଫେରିଲେ ୩୯ ଦାଦନ ଶ୍ରମିକ

ଚିକିଟି,୨୭ା୪(ଡି.ଏନ.ଏ.)- ଲକ୍‌ଡାଉନ କଟକଣା ପରେ ଚେନ୍ନାଇରେ ଫସିଥିବା ଗଞ୍ଜାମ ଜିଲାର ବହୁ ଦାଦନ ଶ୍ରମିକ ବିପଦପୂର୍ଣ୍ଣ ଭାବେ ଜଳପଥ ଦେଇ ଘରକୁ ଫେରୁଛନ୍ତି। ୩୮ଜଣ ଶନିବାର...

ପାର୍ଶ୍ୱତଳି ଅଞ୍ଚଳକୁ ବ୍ରହ୍ମପୁର ମହାନଗର ନିଗମରେ ସାମିଲ ଦାବି ନେଇ ବୈଠକ

ବ୍ରହ୍ମପୁର ଅଫିସ,୧୧।୮: ଗଞ୍ଜାମ ଜିଲା ବ୍ରହ୍ମପୁର ସହର ନିକଟ ତଥା ପାର୍ଶ୍ୱତଳି ଅଞ୍ଚଳକୁ ବ୍ରହ୍ମପୁର ମହାନଗର ନିଗମରେ ସାମିଲ ଦାବି ସମ୍ପର୍କରେ ରବିବାର ଏକ ସତନ୍ତ୍ର...

ଶେରଗଡ଼ର ଦେବାଶିଷଙ୍କୁ ରୌପ୍ୟ ପଦକ

ଶେରଗଡ଼,୭ା୧୦(ଡି.ଏନ.ଏ.)- କେରଳରେ ଅନୁଷ୍ଠିତ ଜାତୀୟ ଭାରୋତ୍ତୋଳନ ପ୍ରତିଯୋଗିତାରେ ଗଞ୍ଜାମ ଜିଲା ଶେରଗଡ ବ୍ଲକ ଶେରଗଡ଼ ଗ୍ରାମର ଦେବାଶିଷ ମହାନ୍ତି ରୌପ୍ୟ ପଦକ ହାସଲ କରିଛନ୍ତି। ପ୍ରତିଯୋଗିତାରେ...

Advertisement
Archives

Model This Week