ସଙ୍ଗରୋଧ କେନ୍ଦ୍ର ପରିଦର୍ଶନ କଲେ ଏସ୍‌ପି

ସୋରଡା,୬ା୫(ଡି.ଏନ୍‌.ଏ.)- ସୋରଡା ବ୍ଲକର ବିଭିନ୍ନ ସଙ୍ଗରୋଧ କେନ୍ଦ୍ରରେ ୨୨୦୮ ଜଣ ପ୍ରବାସୀ ରହୁଛନ୍ତି। ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରୟ ବ୍ଲକରେ ପହଞ୍ଚତ୍ ସଙ୍ଗରୋଧ କେନ୍ଦ୍ରର ପରିଚାଳନା ନେଇ ସମୀକ୍ଷା କରିଥିଲେ। ଆଦର୍ଶ ବିଦ୍ୟାଳୟ କେନ୍ଦ୍ରକୁ ଯାଇ ବୁଲି ଦେଖିବା ସହ ସେଠାରେ ଥିବା ଶିଶୁ ମାନଙ୍କ ସୁବିଧାଅସୁବିଧା ସମ୍ପର୍କରେ କେନ୍ଦ୍ର ଦାୟିତ୍ୱରେ ଥିବା ଅଧିକାରୀଙ୍କୁ ପଚାରି ବୁଝିଥିଲେ। ଥାନା ଅଧିକାରୀ ରମେଶ କୁମାର ପ୍ରଧାନ, ଗୋଷ୍ଠୀ ଶିକ୍ଷା ଅଧିକାରୀ ବିଜୟ କୁମାର ପ୍ରଧାନଙ୍କ ସହ ବ୍ଲକର ଅନ୍ୟ କେନ୍ଦ୍ରମାନଙ୍କୁ ଯାଇ ପରିଦର୍ଶନ କରିଥିଲେ। ଏପରି ଘଡିସନ୍ଧି ମୁହୂର୍ତ୍ତରେ ପୋଲିସ ପ୍ରଶାସନ, ସ୍ବାସ୍ଥ୍ୟ ବିଭାଗର ନିୟମ ମାନିବା ସମସ୍ତଙ୍କ ପାଇଁ ଦାୟିତ୍ୱ ବୋଲି ଏସ୍‌ପି ରୟ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରେଢାଖୋଲରେ ନିରାଡ଼ମ୍ବରରେ ପାଳିତ ହେଲା ସନ୍ଥକବି ଭୀମ ଭୋଇଙ୍କ ଜୟନ୍ତୀ

ରେଢାଖୋଲ,୭।୫(ଡି.ଏନ.ଏ.): ସମ୍ବଲପୁର ଜିଲା ରେଢାଖୋଲରେ ସନ୍ଥକବି ଭୀମ ଭୋଇଙ୍କ ଜୟନ୍ତୀ ଗୁରୁବାର ନିରାଡ଼ମ୍ବର ଭାବେ ପାଳିତ ହୋଇଛି। ବ୍ରହ୍ମ ଅବଧୁତ ବାବା ଆନନ୍ଦ ଦାସ ଦୀପ...

ବିଦ୍ୟୁତ୍‌ ନେଲା ନାବାଳିକାଙ୍କ ଜୀବନ, ଢୁଢୁଆରେ ଉତ୍ତେଜନା

ଭଞ୍ଜନଗର,୩।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଢୁଢୁଆରେ ମଙ୍ଗଳବାର ପୂର୍ବାହ୍ନରେ ବିଦ୍ୟୁତ୍‌ ଆଘାତରେ ଜଣେ ନାବାଳିକାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ରାଣୀ ନାଇକ...

ଆଞ୍ଚଳିକ କୃଷି ମହୋତ୍ସବ, କୃଷି ଯନ୍ତ୍ରପାତି ମେଳା ଉଦ୍‌ଘାଟିତ

ବ୍ରହ୍ମପୁର ଅଫିସ,୧୪ା୧: ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟ ଖେଳ ପଡିଆଠାରେ ଶୁକ୍ରବାର ଆଞ୍ଚଳିକ କୃଷି ମହୋତ୍ସବ ଓ ଗଞ୍ଜାମ ଜିଲା କୃଷି ଯନ୍ତ୍ରପାତି ମେଳା ଉଦ୍‌ଘାଟିତ ହୋଇଛି। ଆସନ୍ତା...

ନିଖୋଜ ନାବାଳିକାଙ୍କୁ ମିଳିଲା ଘର ଠିକଣା

କେନ୍ଦୁଝର, ୫ା୩ (ସ୍ବ.ପ୍ର.)-୪ବର୍ଷ ତଳେ ନିଖୋଜ ଥିବା ଜଣେ ୧୨ବର୍ଷୀୟା ନାବାଳିକା ଘର ଠିକଣା ପାଇ ମଙ୍ଗଳବାର ବାପା, ଭାଇ ନିକଟକୁ ଫେରିଆସିଛନ୍ତି। ତାଙ୍କୁ ଫେରି...

ଡିବିରି ଧୂଆଁରେ ଯୋଗୀଙ୍କ ଛବି

କଟକ ଅଫିସ, ୨୬ା୩: ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଯୋଗୀ ଆଦିତ୍ୟନାଥ ଦ୍ୱିତୀୟ ଥର ପାଇଁ ଶୁକ୍ରବାର ଶପଥ ଗ୍ରହଣ କରିଛନ୍ତି। ତାଙ୍କୁ ଶୁଭେଚ୍ଛା ଜଣାଇବା...

ଦକ୍ଷତା ବଢିଲେ ମହିଳା ଆତ୍ମନିର୍ଭରଶୀଳ ହୋଇପାରିବେ

ସୋନପୁର,୧୪।୯(ନି.ପ୍ର.) ପ୍ରଶିକ୍ଷଣ ମାଧ୍ୟମରେ ସ୍ବୟଂ ସହାୟକ ଗୋଷ୍ଠୀର ମହିଳାଙ୍କ ଦକ୍ଷତା ବୃଦ୍ଧି କରିବାକୁ ପଡିବ। ଦକ୍ଷତା ବଢିଲେ ହିଁ ମହିଳା ଆତ୍ମନିର୍ଭରଶୀଳ ହୋଇପାରିବେ ବୋଲି ସୁବର୍ଣ୍ଣପୁର...

ମହାନଦୀରେ ଲୀନ ହେବାକୁ ବସିଛି ସିଦ୍ଧେଶ୍ୱର ପୀଠ

ନରାଜ,୧୩।୯(ଡି.ଏନ.ଏ) : ବାରଙ୍ଗ ଥାନା ଅନ୍ତର୍ଗତ ତଳଗଡ ଓ ନରାଜର ମଧ୍ୟସ୍ଥ ଭାଗର ପର୍ବତରେ ସିଦ୍ଧେଶ୍ୱର ମନ୍ଦିର ଅବସ୍ଥିତ। ହେଲେ ପ୍ରତ୍ନତତ୍ତ୍ୱ ଓ ଦେବୋତ୍ତର ବିଭାଗର...

ନନ୍ଦନକାନନରେ ମାଈ ଶାବକ ମୃତ

ବାରଙ୍ଗ,୧୪।୪(ଡି.ଏନ୍‌.ଏ.): ନନ୍ଦନକାନନରେ ଧଳା ବାଘୁଣି ରୁପାଠାରୁ ଜନ୍ମିତ ଆଉ ଏକ ମାଈ ଶାବକ ପ୍ରାଣ ହରାଇଛି । ଛୁଆଟି ବୁଧବାର ଅସୁସ୍ଥ ହୋଇ ପଡିଥିବା ବେଳେ...

Advertisement
Archives

Model This Week