ସଙ୍ଗରୋଧ କେନ୍ଦ୍ର ପରିଦର୍ଶନ କଲେ ଉପ ଜିଲାପାଳ

ପାଟପୁର,୮ା୫- ସାନଖେମୁଣ୍ଡି ବ୍ଲକର ବିଭିନ୍ନ ସଙ୍ଗରୋଧ କେନ୍ଦ୍ରରେ ୧୭୨୪ ଜଣ ପ୍ରବାସୀ ରହୁଛନ୍ତି। ବ୍ରହ୍ମପୁର ଉପ ଜିଲାପାଳ ସିନ୍ଧେ ଦତ୍ତାତ୍ରୟ ଭାଉସାହେବ ଶୁକ୍ରବାର ବ୍ଲକରେ ପହଞ୍ଚତ୍ ସଙ୍ଗରୋଧ କେନ୍ଦ୍ରର ପରିଚାଳନା ନେଇ ସମୀକ୍ଷା କରିଥିଲେ। ପାଟପୁର ବିଶ୍ୱାସରାୟ କେନ୍ଦ୍ରକୁ ଯାଇ ବୁଲି ଦେଖିବା ସହ ସେଠାରେ ଥିବା ଶିଶୁ ମାନଙ୍କ ସୁବିଧା ଅସୁବିଧା ସମ୍ପର୍କରେ କେନ୍ଦ୍ର ଦାୟିତ୍ୱରେ ଥିବା ଅଧିକାରୀଙ୍କୁ ପଚାରି ବୁଝିଥିଲେ। ସାନଖେମୁଣ୍ଡି ତହସିଲଦାର ଅମିତ କୁମାର ନାୟକ, ସାନଖେମୁଣ୍ଡି ବିଡ଼ିଓ ଗାୟତ୍ରୀଦତ୍ତ ନାୟକଙ୍କ ସହ ଭାଉସାହେବ ବ୍ଲକର ଖଲିଙ୍ଗି, ଆଡ଼ପଡା ଓ ଅନ୍ୟ କେନ୍ଦ୍ର ମଧ୍ୟ ପରିଦର୍ଶନ କରିଥିଲେ। ଏପରି ଘଡିସନ୍ଧି ମୁହୂର୍ତ୍ତରେ ନିୟମ ମାନିବା ସମସ୍ତଙ୍କ ଦାୟିତ୍ୱ ବୋଲି ଉପଜିଲାପାଳ ପ୍ରବାସୀ ମାନଙ୍କୁ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରାଘାତରେ ଯୁବକଙ୍କ ମୃତ୍ୟୁ

ଶେରଗଡ଼/ପାଟପୁର,୮ା୪(ଡି.ଏନ୍‌.ଏ.)- ଶେରଗଡ ଅଞ୍ଚଳରେ ମଙ୍ଗଳବାର ରାତିରେ ବର୍ଷା ସହ ବଜ୍ରପାତ ହୋଇଛି। ବଜ୍ରାଘାତରେ ରାତି ପ୍ରାୟ ୯ଟା ରତନି ପାହାଡ଼ରେ ଥିବା ମନ୍ଦିରରେ ଜଣେ ଯୁବକଙ୍କ...

ହାତୀ ଛୁଆକୁ ଛାଡ଼ି ପଳାଇଲା ମା’: ମଣିଷ ଗନ୍ଧ ଦୂରେଇବାକୁ ବୋଳାଗଲା ଗୋବର

ଢେଙ୍କାନାଳ ଅଫିସ, ୨୬।୬-ହିନ୍ଦୋଳ ରେଞ୍ଜ ଅଧୀନ କନ୍ଧରା ସଂରକ୍ଷିତ ଜଙ୍ଗଲ ତଳି ଜନବସତି ନିକଟରେ ସୋମବାର ଏକ ମାଈ ହାତୀ ତା’ର ଶାବକକୁ ଛାଡ଼ି ପଳାଇଛି।...

ସଚେତନ ପରେ ପଲିଥିନ ଚଢ଼ାଉ:ଜରିମାନା ଆଦାୟ କଲା ପୌର ପ୍ରଶାସନ

ଅନୁଗୋଳ ଅଫିସ, ୨୫ା୬ଅନୁଗୋଳ ସହରରେ ପଲିଥିନ ବ୍ୟାନ କରାଯାଇଥିଲେ ବି ବହୁ ବ୍ୟବସାୟୀ ଏହାର ଉଲ୍ଲଂଘନ କରି ପଲିଥିନ ବ୍ୟବହାର କରୁଛନ୍ତି। ଗତ ତିନି ଦିନ...

କରୋନା ବଢ଼ାଇଛି ଚିନ୍ତା: ଗଞ୍ଜାମ ଯିବେ ବିଶେଷଜ୍ଞ ଟିମ୍‌

ଭୁବନେଶ୍ୱର,୬।୫(ବ୍ୟୁରୋ): ଗଞ୍ଜାମ ଜିଲାରେ ୩ଟି କରୋନା ପଜିଟିଭ୍‌ ମାମଲା ଆସିଛି। ଏହାକୁ ଦୃଷ୍ଟିରେ ରଖି ପରିବାର କଲ୍ୟାଣ ବିଭାଗ ନିର୍ଦ୍ଦେଶକ ଓ ଆର୍‌ଏମ୍‌ଆର୍‌ସି ବୈଜ୍ଞାନିକଙ୍କୁ ନେଇ...

ବନ୍ତ ଛକ ବସ୍‌ଷ୍ଟାଣ୍ଡରୁ ୩ ବର୍ଷର ଶିଶୁକନ୍ୟା ଉଦ୍ଧାର

ଭଦ୍ରକ ଅଫିସ,୧୪।୯: ଭଦ୍ରକ ଜିଲା ବନ୍ତ ଛକ ବସ୍‌ଷ୍ଟାଣ୍ଡରୁ ଶନିବାର ଜଣେ ତିନି ବର୍ଷର ଶିଶୁକନ୍ୟାକୁ ଉଦ୍ଧାର କରାଯାଇଛି। ପିଲାଟି କାନ୍ଦୁଥିବା ବେଳେ ଯାତ୍ରୀମାନେ ତାହା...

ରାଜପଥରୁ କାଠ ବୋଝେଇ ଭ୍ୟାନ୍‌ ଜବତ

ରୂପ୍‌ସା, ୧୨।୯(ଡି.ଏନ.ଏ.)-ବାଲେଶ୍ୱର ୬୦ନଂ. ଜାତୀୟ ରାଜପଥର ରୂପ୍‌ସା ଥାନା ନିକଟରୁ ବୁଧବାର ରାତିରେ ପୋଲିସ ଏକ ଚୋରା କାଠ ବୋଝେଇ ଭ୍ୟାନ୍‌ (ନଂ. ଡବ୍ଲ୍ୟୁବି-୧୧ଡି-୦୯୩୭) ଜବତ...

‘ଭଞ୍ଜଙ୍କ ଉପରେ ଅଧିକ ଗବେଷଣା ଆବଶ୍ୟକ’

ଭଞ୍ଜନଗର,୩୦।୧(ଡି.ଏନ.ଏ.)-କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ଜଣେ ବିଶ୍ୱ ପ୍ରସିଦ୍ଧ କବି। ତାଙ୍କ ସମ୍ପର୍କରେ ଯେଉଁଭଳି ପ୍ରଚାର ଓ ପ୍ରସାର ହେବା କଥା ତାହା ଆଜି ପର୍ଯ୍ୟନ୍ତ ହୋଇପାରିନାହିଁ...

ମକଡ଼ଦମପଡ଼ାରେ କିଡ଼୍‌ନୀ ରୋଗ୍‌ ଆତଁକ୍‌

ସିନାପାଲି,୨୦।୫ (ଡି.ଏନ.ଏ)-  ନୂଆପଡା ଜିଲା ସିନାପାଲି ବ୍ଲକ ଲିଟିଗୁଡା ପଁଚେତ୍‌ ମକଡଦମପଡା ଗାଁବାସୀ ନିରମଲ ପାଏନ୍‌ ଅଭାବୁ ଫ୍ଲୋରାଇଡ୍‌ ମିଶା ପାଏନ୍‌ ପିଇ ଅନେକ ଲୋକ୍‌...

Coronavirus Update

Archives

Model This Week

Why Dharitri