ଆର.ଉଦୟଗିରି,୨୦ା୫(ଡି.ଏନ୍.ଏ.)- ନୂଆଗଡ଼ ବ୍ଲକ ତାବରଡ଼ା ଗ୍ରାମ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଥିବା ସଙ୍ଗରୋଧ କେନ୍ଦ୍ରରେ ଅନ୍ତେବାସୀମାନଙ୍କ ପାଇଁ ପାଣିର ସୁବିଧା ନିମନ୍ତେ ୧୦ହଜାର ଲିଟର ବିଶିଷ୍ଟ ଏକ ପାଣି ଟାଙ୍କି ନିର୍ମାଣ ହୋଇଥିଲା। ଏହି କାମ ବିଭାଗୀୟ ଅଧିକାରୀଙ୍କ ଦ୍ୱାରା କରାଯାଇଥିଲା। ନିର୍ମାଣର ୬ଦିନ ପରେ ଏହା ଭୁଶୁଡି ପଡିଛି। ନିର୍ମାଣର ୫ ଦିନରେ ଯନ୍ତ୍ରୀମାନେ ଟାଙ୍କିରେ ପାଣି ଭରି ଦେଖିବାକୁ କହିଥିଲେ। ସୋମବାର ସନ୍ଧ୍ୟାରେ ପାଣି ଭର୍ତ୍ତି କରାଯାଇଥିବାବେଳେ ରାତିରେ ଭୁଶୁଡି ପଡିଥିଲା। ଏନେଇ ନୂଆଗଡ଼ ସହକାରୀ ଯନ୍ତ୍ରୀ ପୂର୍ଣ୍ଣଚନ୍ଦ୍ର ପଟ୍ଟନାୟକଙ୍କୁ ପଚାରିବାରୁ ସେ କହିଥିଲେ ଯେ, ପୁନର୍ବାର ନିର୍ମାଣ କରାଯିବ। ଟାଙ୍କିର ଅଟକଳ ମୂଲ୍ୟ ୨୦ ହଜାର ଟଙ୍କା ଭିତରେ ହେବ ବୋଲି ସେ କହିଥିବାବେଳେ କନିଷ୍ଠ ଯନ୍ତ୍ରୀ ଏହାର କ୍ଷତି ଭରଣା କରିବେ ବୋଲି କହିଛନ୍ତି।
Posted inଆମ ଜିଲା ଖବର, ଗଞ୍ଜାମ View All
କଳାହାଣ୍ଡିରେ କଲେଜ ନିର୍ବାଚନ ନ ହେଉଣୁ ଉତ୍ତେଜନା: ପୋଷ୍ଟର ଚିରାକୁ ନେଇ ଜାତୀୟ ରାଜପଥରେ ଏବିଭିପିର ବିକ୍ଷୋଭ, ଥାନାରେ…
ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ)-କଲେଜ ନିର୍ବାଚନ ତାରିଖ ନିକଟତର ହେଉଥିବା ବେଳେ କଳାହାଣ୍ଡି ଜିଲାରେ କ୍ୟାମ୍ପସ ରାଜନୀତି ସରଗରମ ହେବାରେ ଲାଗିଛି। ବୁଧବାର ଅପରାହ୍ନରେ ଭବାନୀପାଟଣା କଲେଜ ଛକ…
କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…
କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…
କନ୍ୟା ସଶକ୍ତୀକରଣର ବାର୍ତ୍ତା: ଦାରିଙ୍ଗବାଡ଼ିରେ ‘ୟୁଥ୍ କନ୍କ୍ଲେଭ୍’; ସହର ପରିକ୍ରମା କଲା ବିଶାଳ ଶୋଭାଯାତ୍ରା
ଦାରିଙ୍ଗବାଡି, ୭।୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ଡଃ ଭୀମରାଓ ଆମ୍ବେଦକର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ମଙ୍ଗଳବାର ବ୍ଲକ୍ ସ୍ତରୀୟ ୟୁଥ୍ କନ୍କ୍ଲେଭ୍ ତଥା…
ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟରେ ପ୍ରକାଶ ପାଇଲା ନିର୍ବାଚନୀ ବିଜ୍ଞପ୍ତି: ୯ରେ ନାମାଙ୍କନ
ଛତ୍ରପୁର,୭।୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ) : ବିଗତ ଦିନରେ ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ର ନିର୍ବାଚନ ନେଇ ଖବର ପ୍ରକାଶ ପାଇବା ପରେ ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟ…
ବିଇଓ ଅଫିସ ଆଗରେ ଶିକ୍ଷକଙ୍କ ଗଣଧାରଣା: କାରଣ ଦର୍ଶାଅ ନୋଟିସ ପ୍ରତ୍ୟାହାର ପରେ…
ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ଭୋପେନ କୁମାର ମହାନ୍ତ ଶିକ୍ଷକ ସଂଘର କାର୍ଯ୍ୟକର୍ତ୍ତାଙ୍କୁ ଜାରି କରିଥିବା କାରଣ ଦର୍ଶାଅ ନୋଟିସ…
ଭୟଙ୍କର ଦୁର୍ଘଟଣା; ଟ୍ରକ୍-ବାଇକ୍ ଧକ୍କାରେ ଆଖିବୁଜିଲେ ଉପେନ୍ଦ୍ର
ପାରଳାଖେମୁଣ୍ଡି, ୭।୧୦ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ୍ ଅନ୍ତର୍ଗତ ଗୁରାଣ୍ଡା ଥାନା ପାଟିକୋଟା ଗ୍ରାମ ନିକଟରେ ଟ୍ରକ୍-ବାଇକ୍ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…
କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….
କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ…
ଅକ୍ଟୋବର ୮ରେ ଓଡ଼ିଶା ବନ୍ଦ, ସଫଳ କରିବାକୁ ଛତ୍ରପୁରରେ ପଥପ୍ରାନ୍ତ ସଭା
ଛତ୍ରପୁର,୭।୧୦(ଦିଲ୍ଲୀପ ସାମଲ): ଏମଏମଡ଼ିଆର ସଂଶୋଧିତ ଅଧିନିୟମ ତୁରନ୍ତ ରଦ୍ଦ କରିବା, ମୁଖ୍ୟ ନିର୍ବାଚନ ଅଧିକାରୀ ଜ୍ଞାନେସ କୁମାରଙ୍କ ବହିଷ୍କାର ଓ ଗିରଫଦାରୀ, ଏସଆଇଆର ପ୍ରତ୍ୟାହାର କରିବା, ଗଣଶିକ୍ଷା…

