ସଙ୍ଗରୋଧ ଗୃହରେ ଯୋଗ କଲେ ପ୍ରବାସୀ

ପାଟପୁର,୧୩।୫- ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ବିଭିନ୍ନ ସଙ୍ଗରୋଧ ଗୃହରେ ୨୦୫୩ ଜଣ ସୁରଟ ଫେରନ୍ତା ରହିଛନ୍ତି। ତେବେ ଅନ୍ୟ ବ୍ଲକ ଅଞ୍ଚଳର ସଙ୍ଗରୋଧ କେନ୍ଦ୍ରମାନଙ୍କରେ ଯୁବକମାନେ ପାଟିତୁଣ୍ଡ ସହ ଖାଦ୍ୟ ଫିଙ୍ଗୁଥିବାବେଳେ ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର କେନ୍ଦ୍ରରେ କିନ୍ତୁ ଭିନ୍ନ ଦୃଶ୍ୟ ଦେଖିବାକୁ ମିଳୁଛି। ସେଠାରେ ଥିବା ୫୯ ଜଣ ଯୁବକ ସକାଳୁ ସାମାଜିକ ଦୂରତା ରଖି ଯୋଗ, ପ୍ରାଣାୟମ କରୁଛନ୍ତି। ଏହା ସହ ସରକାରୀ ନୀତିନିୟମ ମାନି ରହିବାକୁ ମଧ୍ୟ ଅନ୍ୟ କେନ୍ଦ୍ରର ପ୍ରବାସୀ ଓଡ଼ିଆଙ୍କୁ ସେମାନେ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଶତ୍ରୁତାରୁ ତୀରମାଡ଼

ପାଲଲହଡ଼ା, ୧୬ା୮(ଡି.ଏନ.ଏ.)- ଅନୁଗୋଳ ଜିଲା ପାଲଲହଡ଼ା ଥାନା ଯମରଡ଼ିହ ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୁରୁ ଧୀବରଙ୍କୁ ତୀର ମାଡ଼ ହୋଇଛି। ଏ ନେଇ...

ସଚେତନ କଲେ ଡିଏସ୍‌ପି

ବନ୍ତଳା,୨୭।୩(ଡି.ଏନ.ଏ.):ବନ୍ତଳା ଥାନା ହମାମିର ଗ୍ରାମରେ କରୋନା ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଗାଁ ଯୁବଗୋଷ୍ଠୀଙ୍କ ନେତୃତ୍ୱରେ ଏହାର ଆୟୋଜନ ହୋଇଥିବା ବେଳେ ଏଥିରେ ବନ୍ତଳା...

ଜିଲାପାଳ କ୍ଷମତାର ଉପଯୋଗ କଲେ ସରପଞ୍ଚ: ପଞ୍ଚାୟତରେ ୮ଦିନ ପର୍ଯ୍ୟନ୍ତ ୨୦ ଘଣ୍ଟିଆ ଶଟ୍‌ଡାଉନ୍‌

ବୁଗୁଡ଼ା,୯ା୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ମାଣିତରା ପଞ୍ଚାୟତ ସରପଞ୍ଚ ଶାନ୍ତିଲତା ନାୟକ କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ଦେଇଥିବା ଜିଲାପାଳ କ୍ଷମତାର ଉପଯୋଗ କରିଛନ୍ତି।...

ନବବର୍ଷରେ ମା’ ତାରାତାରିଣୀଙ୍କ ଦର୍ଶନ ଲାଗି ପ୍ରବଳ ଭିଡ଼

ପୁରୁଷୋତ୍ତମପୁର,୧।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଇଂରାଜୀ ନବବର୍ଷ ଅବସରରେ ମା’ଙ୍କ ଦର୍ଶନ ଲାଗି ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ରାଜ୍ୟର...

କେନ୍ଦ୍ରାପଡ଼ାରେ ଆଉ ୮ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତ ସଂଖ୍ୟା ୩୮

କେନ୍ଦ୍ରାପଡ଼ା ଅଫିସ/ଡେରାବିଶ/ମହାକାଳପଡ଼ା ୧୯।୫(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଓ ମହାକାଳପଡା ବ୍ଲକ ଅଞ୍ଚଳରେ ୮ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମଙ୍ଗଳବାର...

ମାଗଣାରେ ମା’ଙ୍କୁ ଦର୍ଶନ କରିବେ ଭକ୍ତ

ପୁରୁଷୋତ୍ତମପୁର,୨୩ା୨(ଡି.ଏନ.ଏ.)-ଗଞ୍ଜାମର ପ୍ରସିଦ୍ଧ ଇଷ୍ଟ ଦେବୀ ମା’ତାରାତାରିଣିଙ୍କ ଚୈତ୍ର ଯାତ୍ରା ଆସନ୍ତା ମାର୍ଚ୍ଚ ମାସ ୧୦ ତାରିଖଠାରୁ ହେବ। ଏହାର ସୁପରିଚାଳନା ଲାଗି ଶନିବାର ଗଞ୍ଜାମ ଜିଲାପାଳ...

ଲାଞ୍ଚନେବା ପଡ଼ିଲା ମହଙ୍ଗା: ବାଧ୍ୟତାମୂଳକ ଅବସର ଗ୍ରହଣ କଲେ କୋକସରା ତହସିଲର ରେଭିନ୍ୟୁ ଇନ୍ସପେକ୍ଟର

ଭବାନୀପାଟଣା,୨୫।୨(ଡି.ଏନ୍‌.ଏ.): ଲାଞ୍ଚନେବା କଳାହାଣ୍ଡି ଜିଲା କୋକସରା ତହସିଲର ରେ୍‌ଭିନ୍ୟୁ ଇନ୍ସପେକ୍ଟରଙ୍କୁ ମହଙ୍ଗା ପଡ଼ିଛି। ଚାକିରି ଶେଷ ହୋଇ ନ ଥିଲେ ମଧ୍ୟ ବାଧ୍ୟତାମୂଳକ ଭାବେ ରେଭିନ୍ୟୁ...

ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୪ ଅସୁସ୍ଥ

ଝରିଗାଁ,୨୪।୬(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଧଙ୍ଗଡ଼ାମାଲ ଗ୍ରାମରେ ବୁଧବାର ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୪ ଜଣ ଅସୁସ୍ଥ ହୋଇଛନ୍ତି। ସେମାନେ ହେଲେ...

Coronavirus Update

Archives

Model This Week

Why Dharitri