ସଙ୍ଗରୋଧ ଗୃହ ଉଦ୍ୟାନ ସଫାକରି ଉଦାହରଣ ସୃଷ୍ଟି କଲେ ସୁରଟ ଫେରନ୍ତା

ଧରାକୋଟ,୯ା୫(ଡି.ଏନ.ଏ.)- ଧରାକୋଟସ୍ଥିତ କୃଷ୍ଣସିଂହ ବାଳିକା ଉଚ୍ଚ ବିଦ୍ୟାଳୟ ଓ ଶ୍ରୀରାଜ ଉଚ୍ଚ ବିଦ୍ୟାଳୟ କ୍ୱାରାଣ୍ଟାଇନ ସେଣ୍ଟରରେ ୧୭୭ ଜଣ ସୁରଟ ଫେରନ୍ତା ରହୁଛନ୍ତି। ବିଭିନ୍ନ କେନ୍ଦ୍ରରେ ଗଣ୍ଡଗୋଳ ଓ ନିୟମ ଉଲ୍ଲଂଘନ ନେଇ ପ୍ରବାସୀ ଓଡ଼ିଆ ନିନ୍ଦିତ ହେଉଥିବାବେଳେ ଏଠାରେ ଥିବା ଲୋକେ ଉଦାହରଣ ସୃଷ୍ଟି କରିଛନ୍ତି। ଦୈନିକ ଏଠାରେ ଜାତୀୟ ସଙ୍ଗୀତ ପରିବେଷଣ ସହ ଯୋଗ ପ୍ରାଣାୟମ ଓ ଖବରକାଗଜ ପଢୁଛନ୍ତି। ଏଥିସହ ସ୍କୁଲ ଭିତରେ ଥିବା ଉଦ୍ୟାନର ସଫେଇ କରିବା ସହ ଗଛର ଯତ୍ନ ନେଉଛନ୍ତି। ଅଙ୍ଗନୱାଡ଼ି କର୍ମୀ, ଆଶାକର୍ମୀ ଓ ସ୍ବାସ୍ଥ୍ୟକର୍ମୀଙ୍କ ପ୍ରତ୍ୟେକ କାର୍ଯ୍ୟରେ ସହଯୋଗ ମଧ୍ୟ କରୁଛନ୍ତି। ସ୍ବେଚ୍ଛାସେବୀ ବାପୁନି ସ୍ବାଇଁ ଏବଂ ଯୋଗାଣ ସହାୟକ ଗୋପାଳ ହରି ଗୌଡ଼ ଓ ସ୍କୁଲର କର୍ମଚାରୀ ଖାଦ୍ୟପେୟ ପ୍ରଦାନ ସହ ଆନୁଷଙ୍ଗିକ ବ୍ୟବସ୍ଥା କରୁଛନ୍ତି।
ଧରାକୋଟ ବ୍ଲକରେ ପ୍ରାୟ ୨୨ ଶହରୁ ଊର୍ଦ୍ଧ୍ୱ ସୁରଟ ଫେରନ୍ତା ବିଭିନ୍ନ କ୍ବାରାଣ୍ଟାଇନ ସେଣ୍ଟରରେ ରହିଛନ୍ତି। ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ଯୋଗୁ ପ୍ରଶାସନର ମୁଣ୍ଡବ୍ୟଥା ବଢୁଛି। ସ୍ଥାନୀୟ ସରପଞ୍ଚ ଅଞ୍ଜଳି ସ୍ବାଇଁ ଜିଲାପାଳ କ୍ଷମତାର ଉପଯୋଗ କରି ବିଭିନ୍ନ ଦୃଷ୍ଟାନ୍ତମୂଳକ ପଦକ୍ଷେପ ନେଉଥିବା ଦେଖିବାକୁ ମିଳିଛି। ସରପଞ୍ଚ ପ୍ରତିନିଧି ଦିଲିପ କୁମାର ସ୍ବାଇଁ ମଧ୍ୟ ଜଣେ ସ୍ବେଚ୍ଛାସେବୀ ପରି କାମରେ ଲାଗିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

LKG ଛାତ୍ରଙ୍କୁ ଚାପୁଡ଼ା ମାରିଲେ ଶିକ୍ଷୟିତ୍ରୀ: ହଠାତ୍‌ ଘଟିଗଲା ଏମିତି କିଛି, ଦେଖନ୍ତୁ ଛାତିଥରା VIDEO

ବିଶାଖାପାଟଣା,୨୨।୮: ବିଶାଖାପାଟଣାର ଏକ ସ୍କୁଲର ହୃଦୟ ବିଦାରକ ସିସିଟିଭି ଫୁଟେଜ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଜଣେ ନିର୍ଦ୍ଦୋଷ ୬ ବର୍ଷର ଶିଶୁକୁ ଜଣେ ଶିକ୍ଷୟିତ୍ରୀ ତା’ର…

ରାହୁଲଙ୍କ କାର୍ଯ୍ୟକ୍ରମ ପୂର୍ବରୁ ଉତ୍ତେଜନା; NSUI-ABVP ସମର୍ଥକଙ୍କ ମଧ୍ୟରେ ହାତାହାତି

ନୂଆଦିଲ୍ଲୀ,୨୨।୮: ଅଗଷ୍ଟ ୨୧ରେ ପୁଣେରେ ଲୋକ ସଭାରେ ବିରୋଧୀ ଦଳ ନେତା ଏବଂ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀଙ୍କୁ ନେଇ ‘ଛତ୍ରୋଂ କି ଗୁଞ୍ଜ’ (ଛାତ୍ରଙ୍କ ପ୍ରତିଧ୍ୱନି)…

ଏନଟିପିସି ପାୱାର୍‌ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ: ୫ ଶ୍ରମିକ ଗୁରୁତର

ତାଳଚେର,୨୨।୮(ମନୋଜ ନନ୍ଦ): ଅନୁଗୋଳ ଜିଲା କଣିହାଁ ଏନଟିପିସି ପାୱାର୍‌ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ ହୋଇଛି। ବଙ୍କର (ବି)ରେ ଏହି ବିସ୍ଫୋରଣ ହୋଇଥିବା ଜଣାପଡ଼ିଛି। ଏଥିରେ ୫ ଶ୍ରମିକ…

କୁଲଦୀପଙ୍କୁ ପ୍ଲେଇଂ ଇଲେଭେନରୁ ବାଦ ଦେବା ନେଇ ଚର୍ଚ୍ଚା; ଭାରତୀୟ କୋଚ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୨୨।୮: କୁଲଦୀପ ଯାଦବଙ୍କୁ ନେଇ ଖୁବ ଆଲୋଚନା ହେଉଛି, ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ସେ ଖେଳିବେ କି ନାହିଁ ସେ ବିଷୟରେ ପ୍ରଶ୍ନ ବାକି ରହିଛି।…

ଆଉ ମିଳିବନି ବ୍ରାଣ୍ଡେଡ କମ୍ପାନୀର ପିଜା-ବର୍ଗର! McDonald’s ସମତେ ୭ ଫୁଡ ଆଉଟଲେଟର ଲାଇସେନ୍ସ ରଦ୍ଦ

ମୁମ୍ବାଇ,୨୨।୮: ଖାଦ୍ୟ ସୁରକ୍ଷା ଏବଂ ପରିଷ୍କାର ପରିଚ୍ଛନ୍ନତା ମାନଦଣ୍ଡର ଉଲ୍ଲଂଘନ ଅଭିଯୋଗରେ ମହାରାଷ୍ଟ୍ର ଖାଦ୍ୟ ଏବଂ ଔଷଧ ପ୍ରଶାସନ (FDA) ରାଜ୍ୟବ୍ୟାପୀ ୧୩ଟି ଖାଦ୍ୟ ଦୋକାନର ଲାଇସେନ୍ସକୁ…

କେନ୍ଦ୍ରମନ୍ତ୍ରୀଙ୍କ ବଡ଼ ଘୋଷଣା: ଦେଶର ମେଗା ପୋର୍ଟ ହେବ ପାରାଦୀପ

ପାରାଦୀପ, ୨୨।୮(ଶରତ ରାଉତ):କେନ୍ଦ୍ର ସରକାରଙ୍କ ବନ୍ଦର, ଜାହାଜ ଚଳାଚଳ ଓ ଜଳପଥ ମନ୍ତ୍ରଣାଳୟ ବିଭାଗ ମନ୍ତ୍ରୀ ସର୍ବାନନ୍ଦ ସୋନୱାଲ ଶୁକ୍ରବାର ପାରାଦୀପ ଗସ୍ତ କରିଥିଲେ। ଏହି ଅବସରରେ…

ଷ୍ଟେଜ ଉପରେ କାହିଁକି ହଠାତ ନାଚିଲେ ଟ୍ରମ୍ପ? ସାମ୍ନାକୁ ଆସିଲା ଭିଡ଼ିଓ

ଓ୍ବାଶିଂଟନ,୨୨।୮: ଦକ୍ଷିଣ କାରୋଲିନାର ପ୍ରସିଦ୍ଧ ରିସର୍ଟ ସହର ମର୍ଟଲ ବିଚରେ ଏକ କାର୍ଯ୍ୟକ୍ରମରେ ଡୋନାଲ୍ଡ ଟ୍ରମ୍ପ ନାଚିଥିବାର ଦେଖାଯାଇଥିଲା। ଏହି କାର୍ଯ୍ୟକ୍ରମ ଶୁକ୍ରବାର ରାତିରେ ଅନୁଷ୍ଠିତ ହୋଇଥିଲା…

ଚିନି ଦାମ ବୃଦ୍ଧି ପାଇଁ ଇଥାନଲ ଦାୟୀ ନୁହେଁ; ତେବେ, କିଏ କଲା ମୂଲ୍ୟ ବୃଦ୍ଧି? ନାମ ପ୍ରକାଶ କଲେ ସରକାର

ନୂଆଦିଲ୍ଲୀ,୨୨।୮: ସାରା ଦେଶରେ ଚିନି ମୂଲ୍ୟରେ ଦ୍ରୁତ ବୃଦ୍ଧି ମଧ୍ୟରେ, ସରକାର ଶୁକ୍ରବାର ଏହି ଦାବିକୁ ଖାରଜ କରି ଦେଇଛନ୍ତି ଯେ ଇଥାନଲ ପାଇଁ ଚିନିର ମୂଲ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri