Posted inଖେଳ

ସଚିନଙ୍କୁ ‘କିଚେନ୍‌-୧୦୦’ ର ଚ୍ୟାଲେଞ୍ଜ୍‌ ଦେଲେ ଯୁବରାଜ

ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର କ୍ରିକେଟ ପଡିଆରେ ଅନେକ ରେକର୍ଡ ହାସଲ କରିଛନ୍ତି। ସଚିନଙ୍କୁ ଚ୍ୟାଲେଞ୍ଜ୍‌ ଦେବା ଅନ୍ୟ କ୍ରିକେଟରଙ୍କ ପାଇଁ କଷ୍ଟକର ବ୍ୟାପାର। କିନ୍ତୁ ପୂର୍ବତନ କ୍ରିକେଟର ଯୁବରାଜ ସିଂ ସଚିନଙ୍କୁ ଏକ ନୂଆ ଚ୍ୟାଲେଞ୍ଜ ଦେଇଛନ୍ତି। ଚ୍ୟାଲେଞ୍ଜ୍‌ଟି ହେଉଛି ‘କିଚେନ୍‌-୧୦୦’। ଯୁବରାଜ କିଚେନ ଭିତରେ ଆଖିରେ ପଟ୍ଟି ବାନ୍ଧି ଏକ ବେଲଣା କାଠିରେ ଟେନିସ ବଲରେ ୧୦୦ଥର ନକ୍‌ କରୁଥିବା ଦେଖାଯାଇଛି। ଏହାର ଏକ ଭିଡିଓ ସେ ଟୁଇଟରରେ ଶେୟାର କରି କହିଛନ୍ତି ସଚିନ ପାଜି ଏବେ ଆଉ ଗୋଟିଏ ଚ୍ୟାଲେଞ୍ଜ୍‌ ପାଇଁ ପ୍ରସ୍ତୁତ ହୁଅ। ଆପଣ ତ ପଡିଆରେ ଅନେକ ଶତକ ମାରିଛନ୍ତି ଏବେ କିଚେନ୍‌ରେ ଶତକ ଲଗାଇବାର ସମୟ ଆସିଛି। ମୁଁ ତ ଏହି ଚ୍ୟାଲେଞ୍ଜ୍‌ ପୂରା କରିଦେଲି। ଆଶା କରୁଛି ଆପଣ ଏହି ଚ୍ୟାଲେଞ୍ଜ୍‌ ପୂରଣ କରିବା ଚକ୍କରରେ କିଚେନ୍‌ର କୌଣସି ଜିନିଷପତ୍ର ଭାଙ୍ଗିବେ ନାହିଁ।

https://www.instagram.com/p/CA138hxjUS1/?utm_source=ig_web_copy_link


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁମୁଖରୁ ଯୁବତୀଙ୍କୁ ବଞ୍ଚାଇଥିଲେ ସାହସୀ ଯୁବକ ବଳରାମ, ଏବେ ମିଳିଲା…

କଲ୍ୟାଣସିଂହପୁର,୨୫ା୭(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଥିବା ଏକ ଅଭାବନୀୟ ଘଟଣା ମଧ୍ୟରେ ମାନବିକତା, ସାହସ ଓ କର୍ତ୍ତବ୍ୟନିଷ୍ଠାର ଏକ ଉଜ୍ଜ୍ୱଳ ଦୃଷ୍ଟାନ୍ତ ଉଦାହରଣ…

CJP ର ବଡ଼ ଘୋଷଣା, ଜୁଲାଇ ୨୬ରେ ପୁଣି ଦେଶରେ ହେବ ବଡ଼ ଆନ୍ଦୋଳନ, ଦିଲ୍ଲୀରେ ଚହଳ!

ନୂଆଦିଲ୍ଲୀ,୨୫।୭: କକରୋଚ୍ ଜନତା ପାର୍ଟି (CJP) ରବିବାର, ୨୬ ଜୁଲାଇ ୨୦୨୬ରେ ସାରା ଦେଶରେ କ୍ୟାଣ୍ଡେଲ ମାର୍ଚ୍ଚ ବାହାର କରିବା ପାଇଁ ଆହ୍ୱାନ ଦେଇଛି। ପାର୍ଟିର ସୂଚନା…

ପୁଣି ଭିଡିଓ ଜାରି କଲେ ସୋନମ ଓ଼୍ବାଙ୍ଗଚୁକ୍‌, ଆନ୍ଦୋଳନକୁ ନେଇ କଲେ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୫।୭: ଦେଶ-ବିଦେଶରେ ପ୍ରସିଦ୍ଧ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ୍ ଏକ ନୂଆ ଭିଡିଓ ଜାରି କରିଛନ୍ତି। ୨୬ ଦିନର ଆମରଣ ଅନଶନ ଭାଙ୍ଗିବା ପରେ ଉଠିଥିବା ପ୍ରଶ୍ନଗୁଡ଼ିକୁ…

ଲୁଟ ଟଙ୍କାରେ ମଉଜମସ୍ତି, ୨ ଗିରଫ

ପରଜଙ୍ଗ, ୨୫।୭ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଢେଙ୍କାନାଳ ଓ ଅନୁଗୋଳ ଜିଲାରେ ବିଭିନ୍ନ ଚୋରି, ଲୁଟ୍‌, ଡକାୟତି…

ଦିଗପହଣ୍ଡି ରେ ସନ୍ଥ ଅରକ୍ଷିତ ଦାସଙ୍କ ଜନ୍ମୋତ୍ସବ:  ପ୍ରତିମୂର୍ତ୍ତୀରେ …

ଦିଗପହଣ୍ଡି,୨୫|୭ (ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ରେ ମହାପୁରୁଷ ସନ୍ଥ ଅରକ୍ଷିତ ଦାସ ଙ୍କ ପବିତ୍ର ଜନ୍ମତ୍ସୋବ ଶନିବାର ପାଳିତ ହୋଇଯାଇଛି। ଦିଗପହଣ୍ଡି ସହର…

ଅନାସ୍ଥା ଆସିବା ପରେ ମୁହଁ ଖୋଲିଲେ ଚାମେଲି, କହିଲେ ମୋ’ ବିରୋଧରେ…

ମହାକାଳପଡ଼ା,୨୫ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ୨୨ରୁ ୨୧ ଜଣ ଓ୍ବାର୍ଡ ସଭ୍ୟା/ସଭ୍ୟ ଅନାସ୍ଥା ଆଣିଛନ୍ତି।…

ମୋଦି ସରକାରଙ୍କୁ ପୁଣି ଟାର୍ଗେଟ୍‌ କଲେ ରାହୁଲ: କହିଲେ, ୩ ଦାବି ପୂରଣ କର

ନୂଆଦିଲ୍ଲୀ,୨୫।୭: କଂଗ୍ରେସ ଏମ୍‌ପି ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର ଏକ ସାମ୍ବାଦିକ ସମ୍ମିଳନୀରେ NEET ପେପର ଲିକ ଏବଂ ପରୀକ୍ଷା…

ରୋହିତ ଶର୍ମାଙ୍କୁ ନେଇ ହୃଦୟସ୍ପର୍ଶୀ ବାର୍ତ୍ତା ଶେୟାର କଲେ ଜସ ବଟଲର୍‌

ନୂଆଦିଲ୍ଲୀ,୨୫।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଏକଦିବସୀୟ ସିରିଜ ଶେଷ ହେବା ପରେ, ଉଭୟ ଦଳର ଖେଳାଳିଙ୍କ ମଧ୍ୟରେ ଉତ୍କୃଷ୍ଟ ଖେଳ ମନୋଭାବ ଦେଖିବାକୁ ମିଳିଥିଲା। ଇଂଲଣ୍ଡର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri