Posted inଖେଳ

ସଚିନଙ୍କୁ ପଛରେ ପକାଇଲେ ଶେଫାଳି

ସେଣ୍ଟ ଲୁସିଆ,୧୦।୧୧(ପି.ଟି.)- କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କ ନାମରେ ଥିବା ୩୦ ବର୍ଷର ପୂରୁଣା ରେକର୍ଡ ଭାଙ୍ଗିଛନ୍ତି ୧୫ ବର୍ଷୀୟା ଶେଫାଳି ବର୍ମା। ସେ ଦେଶର ସର୍ବକନିଷ୍ଠ ଖେଳାଳି ଭାବେ ଅନ୍ତର୍ଜାତୀୟ କ୍ରିକେଟରେ ଅର୍ଦ୍ଧଶତକ ହାସଲ କରିଛନ୍ତି। ଏଠାରେ ଓ୍ବେଷ୍ଟଇଣ୍ଡିଜ ମହିଳା ଦଳ ବିପକ୍ଷ ମ୍ୟାଚ୍‌ରେ ସିରିଜ୍‌ର ପ୍ରଥମ ଟି୨୦ ମ୍ୟାଚ୍‌ରେ ଶେଫାଲି ୪୯ ବଲରେ ୭୩ ରନ୍‌ କରିଥିଲେ। ତାଙ୍କର ଏଭଳି ଇନିଂସ ଯୋଗୁ ଭାରତୀୟ ଦଳ ୮୪ ରନ୍‌ରେ ମ୍ୟାଚ୍‌କୁ ଜିତି ନେଇଛି। କ୍ୟାରିୟରର ୫ମ ଟି୨୦ ମ୍ୟାଚ୍‌ ଖେଳୁଥିବା ଶେଫାଳି

ଆରମ୍ଭରୁ ଆଟାକିଂ ଖେଳି ୬ ଚୌକା ଓ ୪ ଛକା ଲଗାଇଥିଲେ। ସେ ୧୫ ବର୍ଷ ୨୮୫ ଦିନ ବୟସରେ ପ୍ରଥମ ଅନ୍ତର୍ଜାତୀୟ ଅର୍ଦ୍ଧଶତକ ହାସଲ କରି ସଚିନଙ୍କୁ ପଛରେ ପକାଇଛନ୍ତି। ୧୯୮୯ରେ ସଚିନ ୧୬ ବର୍ଷ ୨୧୪ ଦିନ ବୟସରେ କ୍ୟାରିୟରର ପ୍ରଥମ ଟେଷ୍ଟ ଅର୍ଦ୍ଧଶତକ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିହାର କ୍ରିକେଟ ମୁଖ୍ୟଙ୍କ ନାମରେ ବଳାତ୍କାର ଉଦ୍ୟମ ଅଭିଯୋଗ

ନୂଆଦିଲ୍ଲୀ,୯।୩: ଏକ ବିଜ୍ଞାପନ ଫାର୍ମ ଡିରେକ୍ଟର ବିହାର କ୍ରିକେଟ ଆସୋସିଏଶନ ମୁଖ୍ୟଙ୍କ ବିରୋଧରେ ବଳାତ୍କାର ଉଦ୍ୟମ ଅଭିଯୋଗ ଆଣିଛନ୍ତି। ପାରଲିଆମେଣ୍ଟ ଷ୍ଟ୍ରିଟ୍‌ ଥାନାରେ ମହିଳାଙ୍କ ଅଭିଯୋଗ...

ମାଇଲଷ୍ଟୋନଠୁ ୫ ଉଇକେଟ ଦୂରରେ

କେପ ଟାଉନ୍‌,୧୧।୧: ଦକ୍ଷିଣ ଆଫ୍ରିକା ବିପକ୍ଷ ସିରିଜ୍‌ରେ ଏପର୍ଯ୍ୟନ୍ତ ଭାରତୀୟ ଦଳ ପାଇଁ ସର୍ବାଧିକ ଉଇକେଟ ନେଇଥିବା ମହମ୍ମଦ ଶାମି ତୃତୀୟ ଟେଷ୍ଟରେ ଏକ ମାଇଲଷ୍ଟୋନ...

ଶିବସୁନ୍ଦରଙ୍କୁ ଜାତୀୟ ଦଳର ଦାୟିତ୍ୱ

ଭୁବନେଶ୍ୱର, ୧୭।୫(କ୍ରୀଡ଼ା ପ୍ରତିନିଧି) – ଓଡ଼ିଶା କ୍ରିକେଟ ପାଇଁ ସୋମବାର ଆସିଛି ଏକ ଖୁସି ଖବର। ରାଜ୍ୟର ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ କ୍ରିକେଟର ଶିବସୁନ୍ଦର ଦାସଙ୍କୁ ଭାରତୀୟ...

ସୁପର ଓଭରରେ ଛକା ମାରି ଜିତାଇଲେ ରୋହିତ

ହାମିଲଟନ,୨୯।୧- ଏଠାରେ ବୁଧବାର ଅନୁଷ୍ଠିତ ସଂଘର୍ଷପୂର୍ଣ୍ଣ ତୃତୀୟ ଟି୨୦ ମ୍ୟାଚ୍‌କୁ ସୁପର ଓଭରରେ ଛକା ମାରି ଓପନର ରୋହିତ ଶର୍ମା ଭାରତୀୟ ଦଳକୁ ଜିତାଇ ଦେଇଛନ୍ତି।...

ଟି୨୦ ବିଶ୍ୱକପ ବଦଳରେ ଆଇପିଏଲ ଆୟୋଜନ ହେଲେ ପ୍ରଶ୍ନବାଚୀ ସୃଷ୍ଟି ହେବ: ଇଞ୍ଜାମାମ୍‌

କରାଚୀ,୬।୭(ପି.ଟି.): କୋଭିଡ୍‌-୧୯ ମହାମାରୀ କାରଣରୁ ଯଦି ଅଷ୍ଟ୍ରେଲିଆରେ ଆୟୋଜନ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ ବାତିଲ ହୁଏ ଓ ଏହା ସ୍ଥାନରେ ଇଣ୍ଡିଆନ ପ୍ରିମିୟର ଲିଗ୍‌...

ମହିଳା ଟି୨୦ ଚ୍ୟାଲେଞ୍ଜ: ସୁପରନୋଭାସ ଚାମ୍ପିୟନ

ଜୟପୁର, ୧୨।୫- ଅଧିନାୟିକା ହରମନପ୍ରୀତ କୌରଙ୍କ ନେତୃତ୍ୱାଧୀନ ସୁପରନୋଭାସ ଚଳିତ ବର୍ଷର ମହିଳା ଟି୨୦ ଚ୍ୟାଲେଞ୍ଜ ଟାଇଟଲ ହାସଲ କରିଛି। ଶନିବାର ଅନୁଷ୍ଠିତ ଫାଇନାଲରେ ସୁପରନୋଭାସ...

ଅରୁଣାଚଳପ୍ରଦେଶକୁ ହରାଇ ଝାଡ଼ଖଣ୍ଡ ଚାମ୍ପିୟନ

କଟକ ଅଫିସ,୨୧ା୬- ଅଲ୍‌ ଇଣ୍ଡିଆ ଫୁଟ୍‌ବଲ ଫେଡେରେଶେନ(ଏଆଇଏଫ୍‌ଏଫ) ଆନୁକୂଲ୍ୟରେ କଟକରେ ଚାଲିଥିବା ସବ୍‌ଜୁନିୟର ବାଳିକା ଜାତୀୟ ଫୁଟବଲ ଚାମ୍ପିୟନଶିପରେ ଝାଡ଼ଖଣ୍ଡ ଚାମ୍ପିୟନ ହୋଇଛି। ଗୁରୁବାର ଅନୁଷ୍ଠିତ...

ୟୁରୋକପ୍‌ ଫୁଟ୍‌ବଲ: ବେଲ୍‌ଜିୟମର ହ୍ୟାଟ୍ରିକ ବିଜୟ

ସେଣ୍ଟ ପିଟର୍ସବର୍ଗ,୨୩।୬: ୟୁରୋକପ୍‌ରେ ବେଲ୍‌ଜିୟମ ତା’ର ଆଧିପତ୍ୟ ବଜାୟ ରଖିଛି। ଗ୍ରୁପ୍‌ ବି’ରେ ବେଲ୍‌ଜିୟମ ସବୁ ୩ଟି ଯାକ ମ୍ୟାଚ୍‌ରେ ବିଜୟୀ ହୋଇ ହ୍ୟାଟ୍ରିକ ଅର୍ଜନ...

Advertisement
Archives

Model This Week